Posted inଜାତୀୟ

ସରକାରୀ କୋଭିଡ ହସ୍ପିଟାଲକୁ ମିଳିବ ୫୦ ହଜାର ସ୍ବଦେଶୀ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୬: ପିଏମ୍‌ କେୟାର୍ସ ଫଣ୍ଡ ଜରିଆରେ ଦେଶର ସରକାରୀ କୋଭିଡ ହସ୍ପିଟାଲକୁ ୫୦,୦୦୦ ‘ମେଡ ଇନ୍‌ ଇଣ୍ଡିଆ’ ଭେଣ୍ଟିଲେଟର ଯୋଗାଇ ଦିଆଯିବ। ଏଥିପାଇଁ ପିଏମ୍‌ କେୟାର୍ସ ଫଣ୍ଡରୁ ୨ ହଜାର କୋଟି ଟଙ୍କା ଯୋଗାଇ ଦିଆଯାଇଛି। ସେହିପରି ଏହି ଫଣ୍ଡରୁ ପ୍ରବାସୀ ଶ୍ରମିକଙ୍କ ପାଇଁ ୧ହଜାର କୋଟି ଟଙ୍କା ଯୋଗାଇ ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏବେସୁଦ୍ଧା ୨,୯୨୩ଟି ଭେଣ୍ଟିଲେଟର ପ୍ରସ୍ତୁତ କରାଯାଇଥିବା ବେଳେ ୧,୩୪୦ ଭେଣ୍ଟିଲେଟର ବିଭିନ୍ନ ହସ୍ପିଟାଲକୁ ପଠାଯାଇଛି। ଜୁନ୍‌ ଶେଷ ସୁଦ୍ଧା ପାଖାପାଖି ୧୪ ହଜାର ଭେଣ୍ଟିଲେଟର ଯୋଗାଇ ଦିଆଯିବାକୁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ।...

ହତ୍ୟା ପରେ ସ୍ତ୍ରୀଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ଫୋପାଡ଼ି ଦେଲେ

ହାଇଦ୍ରବାଦ,୧।୭: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ସୁଟକେସରୁ ମିଳିଥିବା ୨୭ ବର୍ଷୀୟା ମହିଳା ଇଞ୍ଜିନିୟରଙ୍କ ହତ୍ୟା ମାମଲାରେ ତାଙ୍କ ସ୍ବାମୀକୁ ଗିରଫ କରିଛି ପୋଲିସ। ମୃତକ...

କମଲନାଥଙ୍କୁ ଟାର୍ଗେଟ କଲେ ଶିବରାଜ

ଭୋପାଳ,୧୦ ।୧୦: ମଧ୍ୟପ୍ରଦେଶରେ ଆଗକୁ ବାକି ଅଛି ଉପ ନିର୍ବାଚନ । ହେଲେ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଥା କଟାକଟି...

ଲୋହିଆ ହତ୍ୟା ଘଟଣା: ଆତଙ୍କବାଦୀ ସଂଗଠନ ଟିଆରଏଫ୍‌ ନିଜକୁ କଲା ଦାୟୀ

ଶ୍ରୀନଗର,୪।୧୦: ଜମ୍ମୁ କଶ୍ମୀର ପୋଲିସ ମହାନିର୍ଦ୍ଦେଶକ(ଜେଲ)ହେମନ୍ତ କୁମାର ଲୋହିଆଙ୍କୁ ସୋମବାର ରାତିରେ ତାଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ହତ୍ୟାକାରୀ କାଚ ବୋତଲରେ ଡିଜିଙ୍କ ଗଳାକୁ...

ବର୍ଷକୁ ୨.୫ ଇଞ୍ଚ ଦବୁଛି ଜୋଷୀମଠ

ନୂଆଦିଲ୍ଲୀ,୧୧ା୧: ଜୋଷୀମଠ ଓ ଏହାର ଆଖପାଖ ଅଞ୍ଚଳର ଭୂମି ପ୍ରତି ବର୍ଷ ୬.୫ ସେଣ୍ଟିମିଟର ବା ୨.୫ ଇଞ୍ଚ ଦବୁଥିବା ବିଶେଷଜ୍ଞମାନେ କହିଛନ୍ତି। ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ଖାର୍ଗେ କଂଗ୍ରେସରେ ପରିବର୍ତ୍ତନ ଆଣିପାରିବେ ନାହିଁ: ଥରୁର

ନାଗପୁର.୨।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ମଲିକାର୍ଜୁନ ଖାର୍ଗେଙ୍କ ସହ ଶଶି ଥରୁର ନିର୍ବାଚନ ମଇଦାନରେ ଅଛନ୍ତି। ତିରୁଭାନନ୍ତପୁରମ ଏମ୍‌ପି ଥରରୁ...

ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ

ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍‌ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ...

ଦୁର୍ଘଟଣାରେ ଚାଲିଗଲା ଲୋକପ୍ରିୟ ଅଭିନେତାଙ୍କ ଜୀବନ

ଚଣ୍ଡିଗଡ଼,୧୫।୨: ସଡ଼କ ଦୁର୍ଘଟଣାରେ ଆଖି ବୁଜିଲେ ଲୋକପ୍ରିୟ ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ। ମଙ୍ଗଳବାର ସେ ନିଜ ବନ୍ଧୁମାନଙ୍କ ସହ ସ୍କର୍ପିଓରେ ଦିଲ୍ଲୀରୁ ପଞ୍ଜାବ ଫେରୁଥିଲେ।...

Advertisement
Archives

Model This Week