Posted inଜାତୀୟ

ସରକାରୀ ଗାଡ଼ି ଚଳାଇବେ ମହିଳା ଡ୍ରାଇଭର

ଥିରୁଭାନନ୍ତପୁରମ,୨୨।୮: କେରଳ ସରକାର ଏବେ ଏକ ନୂଆ ପଦକ୍ଷେପ ନେବାକୁ ଯାଉଛନ୍ତି। କେରଳରେ ଏଣିକି ସରକାରୀ କାର୍ଯ୍ୟାଳୟ ପାଇଁ ଉଦ୍ଦିଷ୍ଟ ଥିବା ଗାଡ଼ିରେ ମହିଳା ଡ୍ରାଇଭରଙ୍କୁ ନିଯୁକ୍ତି ମିଳିବ ବୋଲି ସୂଚନା ମିଳିଛି। ପୂର୍ବରୁ ଏଠାରେ ସରକାରୀ କାର୍ଯ୍ୟାଳୟରେ ଥିବା ଗାଡ଼ି ପାଇଁ କେବଳ ପୁରୁଷ ପ୍ରାର୍ଥୀଙ୍କୁ ମନୋନିତ କରାଯାଉଥିବା ବେଳେ ଏବେ ଏଥିରେ ପରିବର୍ତ୍ତନ କରାଯିବ ବୋଲି ସୂଚନା ମିଳିଛି। ନିକଟରେ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ସରକାରୀ କାର୍ଯ୍ୟାଳୟ ନୁହେଁ ସାର୍ବଜନିକ ପ୍ରତିଷ୍ଠାନ ଗୁଡିକରେ ମଧ୍ୟ ମହିଳା ଡ୍ରାଇଭର ନିଯୁକ୍ତ ହେବେ। ସରକାରଙ୍କ ଦ୍ୱାରା ପ୍ରକାଶିତ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଏହା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କୃତ ସ୍କୁଲରେ ଗାୟତ୍ରୀ ମନ୍ତ୍ରୋଚ୍ଚାରଣ ଶିଖୁଛନ୍ତି ମୁସଲମାନ୍‌ ଛାତ୍ରୀଛାତ୍ର

ଜୟପୁର,୧୫।୭: ଶିକ୍ଷାର କୌଣସି ଧର୍ମ ନାହିଁ। ଏହା ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଜ୍ଞାନର ଜ୍ୟୋତି ଜଳାଇଥାଏ। ଏହାର ଉଦାହରଣ ପାଲଟିଛି ରାଜସ୍ଥାନ ଜୟପୁରରେ...

ଗରିବ କୃଷକ ପରିବାରରୁ ରକେଟ୍‌ମ୍ୟାନ୍‌ ଶିବନ

ଚନ୍ଦ୍ରୟାନ-୨ର ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର କିଛି କ୍ଷଣ ପୂର୍ବରୁ ଲ୍ୟାଣ୍ଡର ସହ ଯୋଗାଯୋଗ ବିଚ୍ଛିନ୍ନ ହେବାପରେ ଏହି ମିଶନକୁ ପୂର୍ଣ୍ଣ ସଫଳତା ମିଳିନଥିଲେ ବି ଭାରତୀୟ...

ଆଉ ଏକ ଶାହିନ୍‌ବାଗ କରନାହିଁ: ଭାଜପା

ନୂଆଦିଲ୍ଲୀ,୪ା୨(ପି.ଟି.): ପାର୍ଲାମେଣ୍ଟରେ ବ୍ୟାପକ ବିଚାର ବିମର୍ଶ ପରେ ନୂଆ କୃଷି ଆଇନ ଗୃହୀତ ହୋଇଛି। ଆପୋସ ଆଲୋଚନାରେ ସମସ୍ୟାର ସମାଧାନ ଲାଗି କୃଷକମାନଙ୍କ ପାଇଁ ବାଟ...

ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’

ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ...

‘ଶାହାଙ୍କ କଥାରେ ଇସି’

ନନ୍ଦିଗ୍ରାମ,୨ା୪:ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ମତଦାନ ବାଧାପ୍ରାପ୍ତ ହୋଇଛି। କେତେକ ସ୍ଥାନରେ ହିଂସା ମଧ୍ୟ ଘଟିଛି। ଭାଜପା ଗୁଣ୍ଡାମାନେ ଭୋଟ ଗ୍ରହଣ ବେଳେ ଅଚଳାବସ୍ଥା...

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ

ପାଟନା,୧।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ରାଜ୍ୟପାଳ ଲାଲ ଜି ଟଣ୍ଡନଙ୍କୁ ଭେଟିଛନ୍ତି। ବିହାର କ୍ୟାବିନେଟର ସମ୍ପ୍ରସାରଣ ଲାଗି ନୀତୀଶ ରାଜ୍ୟପାଳଙ୍କୁ ଭେଟିଥିବା ପ୍ରକାଶ।...

ସନ୍ଧ୍ୟାରେ ଶେଷ ହେବ ପ୍ରଚାର, ଏବେ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ ଉପରେ ନଜର

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହେବ। ଶେଷ ଦିନରେ ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି)...

ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ

ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ...

Advertisement


Archives

Model This Week