ସରକାରୀ ସାହାଯ୍‌ରୁ ବଁଚିତ୍‌ ଦିବ୍ୟାଙ୍ଗ ପପିତା

ପାଇକମାଲ, ୧୫।୧ (ଡି.ଏନ୍‌.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ କେନାବୁଦା ଗଁାର ଜଗବନ୍ଧୁ ସାହୁକଁର ଝି’ ପପିତା ସାହୁ(୮)। ସେ ଚାଲିବୁଲି କି କଥା କହି ନାଇଁପାରବାର। ଶହେ ପରତିଶତ ଭିନ୍ନକ୍ଷମ ଆଏ। ହେଲେ ଡାକ୍‌ତରମାନକର କହେବାର ହେଲା ପପିତାକୁଁ ଉଚ ଚିକିଛା କଲେ ସେ ଭଲ ହେଇଯିବେ। ହେଲେ ଜଗବନ୍ଧୁ ଝନେ ନିହାତି ଗରିବ୍‌ ଲୋକ୍‌। ସେ ଯାହା ରୁଜ୍‌ଗାର କରୁଛନ୍‌ ସେଟା ପରିବାରର ପେଟ୍‌କେ ଅଁଟ୍‌ଲେ ଦିହିକେ ନାଇଁ। ଏନ୍‌ତାଥି ସେ ଗୁଟେ ବଲି ଝି’ ପପିତାର ଉଚ ଚିକିଛା କଥା ଚିନ୍‌ତା ବି କରି ନାଇଁପାରବାର। ଇଆଡ଼େ ଜଗବନ୍ଧୁ ଝି’ର ଭିନ୍ନକ୍ଷମ ଭତାର ଲାଗି ପାଇକମାଲ ବ୍ଲକରେ ଆବେଦନ କରି ନିରାଶ ହେଇଥିବାର କହିଛନ୍‌। ଇ ଦିଗେ ଜିଲା ଆର ଥାନୀଅ ପରଶାସନ ଦୁରୁଷ୍‌ଟି ଦେଇ ପପିତାକୁଁ ଉଚ ଚିକିଛା ସଂଗେ ଉନିଅଁା ସରକାରୀ ସୁବିଧା ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ...

ଚିଲିକା ମଝିରେ ଲଞ୍ଚ ଅଚଳ: ଫସିରହିଲେ ଯାତ୍ରୀ

କୃଷ୍ଣପ୍ରସାଦ,୧୮।୯(ଡି.ଏନ୍‌.ଏ.): ଚିଲିକା ମଧ୍ୟରେ ଶନିବାର ଏକ ଲଞ୍ଚ ଅଚଳ ହୋଇଯାଇଥିଲା। ଫଳରେ ଯାତ୍ରୀ ୨ ଘଣ୍ଟା ଜଳବନ୍ଦୀ ହୋଇ ରହିଥିଲେ। ଅନ୍ତର୍ଜାତୀୟ ଜଳପଥ ପରିବହନ ବିଭାଗର...

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ...

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ...

୨ ଚୋରି ମାମଲାରେ ୩ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିିଲା ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୋଳାଗଡ଼ିଆ ଅଞ୍ଚଳର ଜଣେ ମହିଳା ଶୁକ୍ରବାର ପୂର୍ବାହ୍ନରେ ଡାକ୍ତରଙ୍କ ପାଖକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ...

ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘର ଅନଶନ

ରାୟଗଡ଼ା ଅଫିସ,୧୯।୧୨: ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘ ପକ୍ଷରୁ ୧୦ଟି ଦାବି ନେଇ ରାୟଗଡ଼ା ଡିଭିଜନ ସମ୍ମୁଖରେ ଅନଶନ ପୂର୍ବାହ୍ନ ୧୦ଟାରୁ ୫ଟା ପର୍ଯ୍ୟନ୍ତ...

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା...

ଗଛରେ ପିଟିହେଲା କାର୍‌

ଜମନକିରା,୧୪ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଭୋଜପୁର କୁଚିଣ୍ଡା ରାସ୍ତା ଫୁଲକୁସମ ବୁଲାଣିରେ ନିୟନ୍ତ୍ରଣ ହରାଇ ଏକ  କାର୍‌ ରାସ୍ତାକଡ଼ରେ ଥିବା  ଗଛରେ ପିଟି ହେବା...

Advertisement
Archives

Model This Week