Posted inରାଜ୍ୟ

ସରକାରୀ ସ୍କୁଲରେ ମିଠା ଦହି ଖାଇ ୨୫ ଛାତ୍ର ଅସୁସ୍ଥ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଞ୍ଚଳରେ ଥିବା ଏକ ପ୍ରମୁଖ ସରକାରୀ ସ୍କୁଲ ହଷ୍ଟେଲରେ ମିଠାଦହି ଖାଇ ୨୫ ଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ ବାନ୍ତି ହେବା ସହ ସେମାନଙ୍କ ମୁଣ୍ଡ ବୁଲାଇଥିଲା। ଖବର ପାଇ ସ୍କୁଲ କର୍ତ୍ତୃପକ୍ଷ ୫ ଜଣିଆ ଡାକ୍ତରୀ ଟିମ୍‌ ଦ୍ୱାରା ଅସୁସ୍ଥ ଛାତ୍ରମାନଙ୍କୁ ଚିକିତ୍ସା କରିବା ପରେ ସେମାନେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ...

ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼...

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ...

ପୂଜାଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଏଣିକି ଅଫଲାଇନ୍‌ରେ ଚାଲିବ ଶ୍ରେଣୀଗୃହ। ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ। କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶ୍ରେଣୀଗୃହରେ ପାଠପଢ଼ିିବେ ଛାତ୍ରୀଛାତ୍ର।...

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ...

ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି...

ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋରୁକୋଣ୍ଡା,୨୭ା୭(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫)...

ଜୁନ୍‌ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଜୁନ୍‌ ୩ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଦିନ ୧୨ଟାରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ଅଡିଟୋରିୟମ୍‌(ସୂଚନାଭବନର ଦ୍ୱିତୀୟ ଅଡିଟୋରିୟମ୍‌)ରେ ପରୀକ୍ଷା...

Advertisement
Archives

Model This Week