Posted inଜାତୀୟ

ସରକାରୀ ସ୍କୁଲ-କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷଣ

ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ସରକାରୀ ସ୍କୁଲ ଓ କଲେଜରେ ମୁସଲମାନଙ୍କ ପାଇଁ ୫ ପ୍ରତିଶତ ସଂରକ୍ଷରକୁ ଉଦ୍ଧବ ସରକାରଙ୍କ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନ୍‌ସିପିର ରାଷ୍ଟ୍ରୀୟ ପ୍ରବକ୍ତା ତଥା ମହାରାଷ୍ଟ୍ରର ମନ୍ତ୍ରୀଥିବା ନଓ୍ବାଜ ମଲିକ କହିଛନ୍ତି ଖୁବ୍‌ଶୀଘ୍ର ଏହା ବିଧାନସଭାରେ ପାସ୍‌ କରାଯିବ। ସୂଚନାଯୋଗ୍ୟ, ପ୍ରାୟ ଦୁଇମାସ ହେବ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏନ୍‌ସିପି ସହ ମେଣ୍ଟ କରି ମହାରାଷ୍ଟ୍ରରେ ସରକାର ଗଠନ କରିଥିବା ବେଳେ ନିଜେ ମୁଖ୍ୟମନ୍ତ୍ରୀ ପଦରେ ବସିଛନ୍ତି। ଏବେ ସେ ସାଧାରଣ ଜନତାଙ୍କ ସମସ୍ୟାକୁ ସମାଧାନ କରିବାକୁ ଚେଷ୍ଟା ଜାରି ରଖିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା

ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ...

୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ...

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌...

ଦିଲ୍ଲୀ ଏନ୍‌କାଉଣ୍ଟର: ୨ ଓ୍ବାଣ୍ଟେଡ ଅପରାଧୀ ମୃତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀର ପୁଲ ପ୍ରହଲ୍ଲାଦପୁର ଅଞ୍ଚଳରେ ସୋମବାର ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଓ୍ବାଣ୍ଟେଡ ଅପରାଧୀଙ୍କ ମୃତ୍ୟୁ ଘଟିଥିବା ସୂଚନା...

୨୦୨୨ ନିର୍ବାଚନ ପାଇଁ ବିଗୁଲ ବଜାଇଲେ ଅମିତ ଶାହା

ଲକ୍ଷ୍ନୌ,୧।୮: ଉତ୍ତରପ୍ରଦେଶରେ ହେବାକୁ ଥିବା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ରବିବାର ନିର୍ବାଚନୀ ବିଗୁଲ ବଜାଇଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ...

କମ୍ପ୍ୟୁଟର ଭାଇରସ ହେବ ହାଇବ୍ରିଡ୍‌ ଯୁଦ୍ଧର ଅଂଶବିଶେଷ…

ନୂଆଦିଲ୍ଲୀ, ୧୨।୪ : ଭାରତୀୟ ବାୟୁସେନା ମୁଖ୍ୟ ବିବେକ ରାମ ଚୌଧରୀ ମଙ୍ଗଳବାର କହିଛନ୍ତି ଯେ ଭବିଷ୍ୟତରେ ଯୁଦ୍ଧର ପ୍ରକୃତି ହାଇବ୍ରିଡ ହେବାର ସମ୍ଭାବନା ରହିଛି।...

କରୋନା ମୃତକ ବିପିଏଲ୍ ପରିବାରକୁ ମାସକୁ ୫ ହଜାର ଟଙ୍କା ସହାୟତା

ଥିରୁଭାନନ୍ତପୁରମ,୧୪ ।୧୦: କରୋନା ମହାମାରୀ ଅନେକ ପରିବାରରେ ଲୁହ ଭରିଦେଇଛି । ଏସବୁ କ୍ଷତକୁ ପୂରଣ କରିବାକୁ ଏବେ ସରକାର ସାମାନ୍ୟ ପ୍ରୟାସ କରିଛନ୍ତି ।...

ବିହାର କୋର୍ଟରେ ଇମ୍ରାନ୍‌ଙ୍କ ବିରୋଧରେ ମାମଲା

ପାଟନା,୨୯ା୯ (ଆଇଏଏନ୍‌ଏସ୍‌): ବିହାର ମୁଜାଫରପୁର ଜିଲାର ଏକ ଅଦାଲତରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜାତିସଂଘରେ ଇମ୍ରାନ ଭାରତକୁ...

Advertisement
Archives

Model This Week