Posted inଜାତୀୟ

ସରକାରୀ ହସ୍ପିଟାଲରୁ ଉଦ୍ଧାର ହେଲା ୩ଫୁଟର ଝିଟିପିଟି

ଫତେହବାଦ,୨୫।୬: ହରିୟାଣାର ଫତେହବାଦର ତୋହାନା ନିକଟସ୍ଥ ସରକାରୀ ହସ୍ପିଟାଲର ଏମାରଜେନ୍ସୀ ଓ୍ବାର୍ଡରୁ ଏକ ବିଶାଳକାୟ ଝିଟିପିଟିକୁ ଉଦ୍ଧାର କରାଯାଇଛି। ଏହି ଝିଟିପିଟିର ଲମ୍ବ ପ୍ରାୟ ୩ଫୁଟ ରହିଥିବା ଜଣାପଡ଼ିଛି। ହସ୍ପିଟାଲର କିଛି କର୍ମଚାରୀ ଏହି ଝିଟିପିଟିକୁ ଉଦ୍ଧାର କରି ସ୍ଥାନୀୟ ଜଙ୍ଗଲରେ ଛାଡି ଦେଇଛନ୍ତି। ତେବେ ଏହି ବିରଳ ପ୍ରଜାତିର ଝିଟିପିଟିକୁ ଦେଖିବା ସହ ଫଟୋ ଉଠାଇବା ପାଇଁ ହସ୍ପିଟାଲରେ ଲୋକଙ୍କ ଭିଡ ଜମିଯାଇଥିଲା। ତେବେ ଝିଟିପିଟିର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିୟୁରେ ଗାୟକ ବାଲସୁବ୍ରମଣ୍ୟମ

ଚେନ୍ନାଇ,୧୪।୮: ଗାୟକ ତଥା ଅଭିନେତା ଏସ୍‌ ପି ବାଲାସୁବ୍ରମଣ୍ୟମଙ୍କ ସ୍ବାସ୍ଥାବସ୍ଥା ଧୀରେ ଧୀରେ ବିଗିଡିବାରେ ଲାଗିଛି। ଚଳିତମାସ ଆରମ୍ଭରେ ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ...

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି...

ମାନହାନି ମାମଲା କରିବେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୧୦ା୪: ଆଦାନୀ ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆରେ କରିଥିବା ଏକ ପୋଷ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ତାଙ୍କ ବିରୋଧରେ...

ଟିଏମ୍‌ସି ଟିକେଟ ନ ଦେବାରୁ ମନ୍ତ୍ରୀ, ବିଧାୟକ ଧରିଲେ ପଦ୍ମ

କୋଲକାତା୧୦।୨୩: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ବୁଧବାର ନନ୍ଦିଗ୍ରାମ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମମତା ପୁଣି ସରକାର ଗଢ଼ିବ...

ଆନ୍ଦୋଳନ ପାଇଁ ଆମେରିକା ଗସ୍ତକୁ ସ୍ଥଗିତ ରଖିଛନ୍ତି ଡାକ୍ତର

ନୂଆଦିଲ୍ଲୀ,୭।୩ : କେନ୍ଦ୍ର ସରକାରଙ୍କ ୩ ନୂଆ ଆଇନ ବିରୋଧରେ ଗତ ୩ ମାସ ହେଲା ଦିଲ୍ଲୀର ଟିକ୍ରି ସୀମାରେ ଚାଲିଥିବା ଅନ୍ଦୋଳନରେ ସାମିଲ ହୋଇଛନ୍ତି...

ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ ଚିହ୍ନଟ, ୭ ପଜିଟିଭ୍‌

ମୁମ୍ବାଇ,୨୯।୫: ଦେଶରେ ଏବେ କରୋନା ସାମାନ୍ୟ ନିୟନ୍ତ୍ରଣରେ ଥିଲେ ବି ଏହାର ପ୍ରକୋପ କମିନାହିଁ। ଏବେ ବି ଅନେକ ମାମଲା ଚିହ୍ନଟ ହେଉଛନ୍ତି। ଏହାରି ଭିତରେ...

୩ ବେଡ୍‌ରୁମରେ ୨୦୦ରୁ ଊର୍ଦ୍ଧ୍ୱ ଡୋଲ୍‌

ନୂଆଦିଲ୍ଲୀ: ବାର୍ବି ଡୋଲ୍‌ ଭଳି ଖେଳନା ସାଧାରଣତଃ ଝିଅମାନେ ଅଧିକ ପସନ୍ଦ କରିଥାନ୍ତି। ହେଲେ ନିକଟରେ ଜଣେ ୩୫ ବର୍ଷୀୟଙ୍କ ପାଖରେ ଡୋଲ୍‌ର ବହୁତ କଲେକ୍ସନ...

ରାହୁଲ ଯେଉଁଆଡେ ଯାଆନ୍ତି, ଭାରତକୁ ବଦନାମ କରିବା ତାଙ୍କ ଅଭ୍ୟାସ: ରବିଶଙ୍କର

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଲଦାଖ ଗସ୍ତକୁ ନେଇ ଭାରତୀୟ ଜନତା ଦଳର ବରିଷ୍ଠ ନେତା ରବି ଶଙ୍କର ପ୍ରସାଦ ରବିବାର ତାଙ୍କୁ ଟାର୍ଗେଟ୍‌...

Advertisement
Archives

Model This Week