Posted inଜାତୀୟ

ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍‌ସିପି-କଂଗ୍ରେସ ବୈଠକ

ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ମାତୋଶ୍ରୀରେ ସମସ୍ତ ବିଧାୟକ ବୈଠକରେ ଯୋଗଦେବେ। ସେହିପରି ଅପରାହ୍ନ ୪ଟାରେ କଂଗ୍ରେସ ବିଧାୟକ ଦଳର ନେତା ଚୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡାମାନେ ଗେରୁଆ ବସ୍ତ୍ର ପିନ୍ଧିଲେ ତାଙ୍କୁ ସଂନ୍ଥ କୁହାଯିବନି: ଭୁପେଶ ବଘେଲ

ରାୟପୁର,୨୮ ।୧୨: ଛତିଶଗଡ଼ର ରାଜଧାନୀ ରାୟପୁରରେ ନିକଟରେ କରାଯାଇଥିବା ଧର୍ମ ସଂସଦରେ ଧର୍ମଗୁରୁ କାଳିଚରଣ ମହାରାଜ ମହାତ୍ମା ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇଥିଲେ ।...

ସତ୍ୟପାଲ ଗୋଆ ରାଜ୍ୟପାଳ

ପଣଜୀ,୪ା୧୧(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର ଗୋଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ପ୍ରଦୀପ ନନ୍ଦରାଯୋଗ ରାଜଭବନରେ...

ଆକ୍ସନ ମୁଡରେ ଯୋଗୀ

ଲକ୍ଷ୍ନୌ,୨୬ ।୩: ଚଳିତ ବିଧାନସଭା ନିର୍ବାଚରେ ବହୁମାତ୍ରାରେ ଭୋଟ ପାଇ ବିଜୟ ଲାଭ କରିବା ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟଥର ଲାଗି ଯୋଗୀ...

ନାଗାଲାଣ୍ଡକୁ ୨୦୦ କୋଟି ଜରିମାନା…

ନୂଆଦିଲ୍ଲୀ,୨୬।୧୧ : ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନାଗାଲାଣ୍ଡ ଉପରେ ୨୦୦ କୋଟି ଟଙ୍କା ଜରିମାନା ଲାଗୁ କରିଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ଏବଂ...

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି।...

ରାଜ୍ୟପାଳ ଦେଲେ ଇସ୍ତଫା, ଲଢ଼ିବେ ବିଧାନସଭା ନିର୍ବାଚନ…

ଡେରାଡୁନ୍‌,୮।୯: ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ଅନୁମୋଦନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଛନ୍ତି।...

ଆଇସିୟୁରେ ଝିଅର ବାହାଘର ପରେ ମା’ଙ୍କ ମୃତ୍ୟୁ

ଗୟା,୨୬।୧୨: ଅନେକ ଥର ଫିଲ୍ମରେ ହସ୍ପିଟାଲରେ ବାହାଘର ହେଉଥିବା ସମସ୍ତେ ଦେଖିଥିବେ। କିନ୍ତୁ ସତରେ ହସ୍ପିଟାଲରେ ବାହାଘର ହେବା କଥା କେହି ଦେଖିଛନ୍ତି କି ଶୁଣିଛନ୍ତି।...

Advertisement
Archives

Model This Week