Posted inଜାତୀୟ

ସରକାର ଗଠନ ପାଇଁ ପାଓ୍ବାରଙ୍କ ସସ୍‌ପେନ୍ସ : କହିଲେ, ଭାଜପା-ଶିବସେନାକୁ ପଚାର

ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସମସ୍ତଙ୍କ ନଜର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଉପରେ ରହିଛି। ସୋମବାର ପାଓ୍ବାର ସୋନିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେ ଦିଲ୍ଲୀରେ ମଧ୍ୟ ପହଞ୍ଚି ସାରିଲେଣି। ତେବେ ସେଠାରେ କିଛି ଖବରଦାତା ତାଙ୍କୁ ସରକାର ଗଠନ ନେଇ ପ୍ରଶ୍ନ କରିଥିଲେ। ହେଲେ ପାଓ୍ବାର ନିଜର ସସ୍‌ପେନ୍ସ ଜାରି ରଖିବା ସହ କହିଛନ୍ତି, ଏହି ପ୍ରଶ୍ନ ମୋତେ ନୁହେଁ ବରଂ ଭାଜପା ଓ ଶିବସେନାକୁ ପଚାରିବା ଉଚିତ୍‌। ଅନ୍ୟପଟେ ସୋନିଆଙ୍କ ସହ ଭେଟିବା କଥାକୁ ସେ ସ୍ବୀକାର କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବା ପୂର୍ବରୁ ପାଓ୍ବାର କିଛି ସ୍ପଷ୍ଟ କରିବାକୁ ଚାହୁଁନାହାନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ନେତାଙ୍କ ପ୍ରତି କଂଗ୍ରେସ ସାବଧାନ, ସଦସ୍ୟତା ପତ୍ରରେ ସତ୍ୟପାଠ ସାମିଲ…

ନୂଆଦିଲ୍ଲୀ,୨୫।୧୦: ଦଳରେ ବଢୁଥିବା ବିଦ୍ରେରାହୀ ନେତାଙ୍କୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ଏଭଳି ନେତାଙ୍କ ପ୍ରତି ସାବଧାନ ରହିବା ଲାଗି...

ହିଜାବ୍‌ ପ୍ରସଙ୍ଗ, ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ କହିଲେ ହାଇକୋର୍ଟ…

ବେଙ୍ଗାଲୁରୁ, ୮।୨ : କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଏହାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ...

୪ ରାଜ୍ୟରେ ବନ୍ୟା ନେଲାଣି ୧୬୦ ଜୀବନ

ଥିରୁଭାନନ୍ଥପୁରମ୍‌ / ବେଙ୍ଗାଲୁରୁ,୧୨ା୮(ପି.ଟି.): ଲାଗାଣ ବର୍ଷାଜନିତ ବନ୍ୟା ପରିସ୍ଥିତି ଭୟଙ୍କର ହୋଇପଡ଼ିଛି। କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ସ୍ଥିତି ଗମ୍ଭୀର ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୪୦ ଟପିଛି। କେରଳରେ...

୮୦ ଘଣ୍ଟାର ଅପରେଶନ : ବୋର୍‌ଓ୍ବେଲରୁ ସୁଜିତ୍‌ଙ୍କ ମୃତଦେହ ଉଦ୍ଧାର

ତିରୁଚିରାପଲ୍ଲୀ/ଚେନ୍ନାଇ ୩୦ା୧୦(ପି.ଟି.): ଦୀର୍ଘ ୮୦ ଘଣ୍ଟାର ରେସ୍କ୍ୟୁ ଅପରେଶନ ସତ୍ତ୍ୱେ ତାମିଲନାଡ଼ୁର ନଡ଼ୁକଟ୍ଟାପୁଟ୍ଟି ବୋର୍‌ଓ୍ବେଲରେ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ୍‌ ଓ୍ବିଲିୟମଙ୍କୁ ଜୀବିତ ଉଦ୍ଧାର...

ବ୍ରେନ୍‌ ରିସର୍ଚ୍ଚ ସେଣ୍ଟର ଉଦ୍‌ଘାଟନ କଲେ ମୋଦି

ବେଙ୍ଗାଲୁରୁ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ...

ଶରଦ ଯାଦବଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ଶାହା, କହିଲେ ଦେଶ ପାଇଁ ଅପୂରଣୀୟ କ୍ଷତି

ନୂଆଦିଲ୍ଲୀ,୧୩।୧: ବରିଷ୍ଠ ସମାଜବାଦୀ ନେତା ଶରଦ ଯାଦବଙ୍କ ଦେହାନ୍ତରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୋକ ବ୍ୟକ୍ତ କରିଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି, ଆମ...

ବିଲକିସ ବାନୋ ମାମଲାରୁ ନିଜକୁ ଦୂରେଇ ରଖିଲେ ବିଚାରପତି ବେଲା ତ୍ରିବେଦୀ…

ନୂଆଦିଲ୍ଲୀ,୪।୧ : ଜଷ୍ଟିସ ବେଲା ଏମ ତ୍ରିବେଦୀ ସୁପ୍ରିମକୋର୍ଟର ବେଞ୍ଚରୁ ବିଲକିସ ବାନୋ ମାମଲାରେ ୧୧ ଜଣ ଦୋଷୀଙ୍କୁ ମୁକ୍ତ କରିବା ମାମଲାର ଶୁଣାଣିରୁ ନିଜକୁ...

୮୬୦ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ, ୯।୫: ଦିଲ୍ଲୀ ପୋଲିସ ଶନିବାର ଆଫଗାନ ଦମ୍ପତିଙ୍କଠାରୁ ୧୨୫ କିଲୋଗ୍ରାମ ହେରୋଇନ୍‌ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୮୬୦ କୋଟି ଟଙ୍କା ହେବ।...

Advertisement
Archives

Model This Week