Posted inଜାତୀୟ

ସରକାର ଗଠନ ପାଇଁ ଭାଜପା ବୁକ୍‌ କଲା ଷ୍ଟାଡିୟମ୍‌

ମୁମ୍ବାଇ,୧।୧୧: ମହାରାଷ୍ଟ୍ରରେ କାହାର ସରକାର ଗଠନ ହେବ ସେନେଇ ସମସ୍ତ ଦଳ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଏଭଳିସ୍ଥିତିରେ ବିଧାନସଭା ନିର୍ବାଚନରେ ସବୁଠାରୁ ଅଧିକ ଆସନ ହାସଲ କରିଥିବା ଭାଜପା, ସରକାର ଗଠନ ପାଇଁ ଆଶ୍ୱସ୍ତ ରହିଥିବା ଜଣାପଡ଼ିଛି। ଶପଥ ଗ୍ରହଣ ପାଇଁ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌କୁ ନଭେମ୍ବର ୫ ପାଇଁ ବୁକ୍‌ କରିଥିବା ସୂଚନା ମିଳିଛି। ତେବେ ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)ର ଅନୁମତି ମିଳିବା ପରେ ଷ୍ଟାଡିୟମ୍‌କୁ ଶପଥ ଗ୍ରହଣ ପାଇଁ ଭାଜପାକୁ ମିଳିପାରିବ। କାରଣ ନଭେମ୍ବର ୮ରୁ ଓ୍ବାଙ୍ଖଡେରେ ମ୍ୟାଚ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ନେତାଙ୍କ ମଧ୍ୟରେ ମୋଦିଙ୍କ ଲୋକପ୍ରିୟତା ସର୍ବାଧିକ : ନଡ୍ଡା

ନୂଆଦିଲ୍ଲୀ,୨।୧- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ଲୋକପ୍ରିୟ ବିଶ୍ୱ ନେତା। ମୋଦିଙ୍କୁ ଏହି ମାନ୍ୟତା ଦେଇଛି ଆମେରିକାର ଏକ ସର୍ଭେ ସଂସ୍ଥା ମର୍ନିଂ କନସଲ୍ଟ ।...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୮।୯: ଦଶହରା ଏବଂ ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ବଡ ଉପହାର ଦେଇଛନ୍ତି। ସରକାର ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ...

‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’

ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ...

ଦିଦିଙ୍କ ମଜା ଉଡାଇଲେ ଶୁଭେନ୍ଦୁ

କୋଲକତା,୮।୯:ପଶ୍ଚିମବଙ୍ଗରେ ହେବାକୁ ଥିବା ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ତୃଣମୂଳ କଂଗ୍ରେସ ଏବଂ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବନୀପୁରରୁ...

ସୁପ୍ରିମକୋର୍ଟରେ ନିଯୁକ୍ତ ହେବେ ୫ ବିଚାରପତି

ନୂଆଦିଲ୍ଲୀ,୪।୨(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ଖୁବ୍‌ଶୀଘ୍ର ୫ ନୂଆ ବିଚାରପତି ନିଯୁକ୍ତ ହେବାକୁ ଯାଉଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ସରକାର ଦୁଇଜଣିଆ ଖଣ୍ଡପୀଠଙ୍କୁ ସୂଚନା ଦେଇଛନ୍ତି। ନୂଆ ନିଯୁକ୍ତିକୁ...

ହତ୍ୟାର ତୃତୀୟ କାରଣ ପ୍ରେମ

ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ...

ଗ୍ରେଟର ନଏଡ଼ାରେ ଖୋଲିଲା ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌ ଚାର୍ଜିଂ ଷ୍ଟେଶନ

ଗ୍ରେଟର ନଏଡ଼ା,୨୯।୮: ପରିବେଶ ପ୍ରଦୂଷଣକୁ ରୋକିବାକୁ ବହୁ ଦିନରୁ ଚାଲିଥିବା ପ୍ରୟାସ ଶେଷରେ ଫଳବତି ହୋଇଛି। ପେଟ୍ରୋଲ, ଡିଜେଲ ବାହନ ବ୍ୟତୀତ ଇଲେକ୍ଟ୍ରୋନିକ୍‌ ବାହନ ବ୍ୟବହାର...

ତଲାକ ମାମଲାରେ କୋର୍ଟରେ ଜବାବ ଦାଖଲ କଲେ ରାଜା ଭୈୟାଙ୍କ ପତ୍ନୀ

ପ୍ରତାପଗଡ଼,୪।୮: ଉତ୍ତର ପ୍ରଦେଶ ପ୍ରତାପଗଡ଼ ଗୁଣ୍ଡାର ବିଧାୟକ ରଘୁରାଜ ପ୍ରତାପ ସିଂ ଓରଫ ରାଜା ଭୈୟାଙ୍କ ବିରୋଧରେ ତଲାଗ ମାମଲାରେ ତାଙ୍କ ପତ୍ନୀ ଭାନଭି କୁମାରୀ...

Advertisement
Archives

Model This Week