Posted inଜାତୀୟ

ସରକାର ରାହୁଲଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ: ରଞ୍ଜିତ ସଭରକର

ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ ବିବାଦ ଥମୁନାହିଁ। ଏବେ ଏହି କଥା ଦେଶପ୍ରେମୀ ବୀର ସଭରକରଙ୍କ ପର୍ଯ୍ୟନ୍ତ ପହଞ୍ଚିଲାଣି। ଗୋଟିଏ ଦିନ ପୂର୍ବରୁ ରାହୁଲ କହିଥିଲେ ଯେ ସେ ରାହୁଲ ସଭରକର ନୁହନ୍ତି, ରାହୁଲ ଗାନ୍ଧୀ। ଏବେ ରାହୁଲଙ୍କ ଏଭଳି ମନ୍ତବ୍ୟ ପାଇଁ ସରକାର ତାଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ସଭରକରଙ୍କ ନାତି ରଞ୍ଜିତ ସଭରକର କହିଛନ୍ତି। କାରଣ ସେ ବୀର ସଭରକରଙ୍କ ଅପମାନ କରିଛନ୍ତି ବୋଲି ରଞ୍ଜିତ ପ୍ରକାଶ କରିଛନ୍ତି। ପୂର୍ବରୁ ମଧ୍ୟ ସେ କହିଥିଲେ ଯେ ସତରେ ଯଦି ରାହୁଲଙ୍କ ନାଁରେ ସଭରକର ଲାଗିଥାଆନ୍ତା ତେବେ ଆମକୁ ଲାଜ ଲାଗିଥାଆନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା

ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ...

କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ...

ରାଜୀବ ଗାନ୍ଧୀ ହତ୍ୟା ମାମଲାର ଦୋଷୀ ନଳିନୀଙ୍କର ବଢିଲା ପାରୋଲ ଅବଧି

ଚେନ୍ନାଇ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନିଳିନୀଙ୍କୁ ମିଳିଥିବା ୧ମାସର ପାରୋଲ ଅବଧିକୁ ବଢାଇ ଦିଆଯାଇଛି। ମାଡ୍ରାସ ହାଇକୋର୍ଟଙ୍କ...

୮୫୦ କି.ମି. ସାଇକେଲ ଚଳାଇ ବିବାହ ପାଇଁ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୭।୪: ମହାମାରୀ କରୋନା ଭାଇରସ୍‌ ସହ ସାରା ବିଶ୍ୱ ଲଢ଼େଇ କରୁଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିଯୋଗୁ...

ବଳାତ୍କାର ପାଇଁ ଦାୟୀ ଜନସଂଖ୍ୟା, ଇଣ୍ଟରନେଟ୍ : ଡିଜିପି

ଜଇପୁର,୫ ।୧୦: ହାଥରସ ଗଣବଳାତ୍କାର ସହ ଦେଶର ବିଭିନ୍ନ ସ୍ଥାନରେ ଘଟୁଥିବା ଏଭଳି ଘଟଣାକୁ ନେଇ ଏବେ ସାରା ଦେଶରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି...

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ସରକାର କହିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୯ : ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାର ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ...

ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ

ପୁଣେ, ୨୧।୧: କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ଖ୍ୟାତି ହାସଲ କରିଥିବା ମହାରାଷ୍ଟ୍ରର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ...

ଦିଲ୍ଲୀରେ ହୋଇନି ଗୋଷ୍ଠୀ ସଂକ୍ରମଣ: ଶାହା

ନୂଆଦିଲ୍ଲୀ, ୨୮।୬: ଦିଲ୍ଲୀରେ କରୋନାର ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ମନ୍ତବ୍ୟ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ସିସୋଦିଆ କହିଥିଲେ...

Advertisement
Archives

Model This Week