ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ ପଞ୍ଚାୟତର ୧୧ଟି ୱାର୍ଡରୁ ୯ ଜଣ ୱାର୍ଡ ମେମ୍ବର କପ୍ତିପଦା ଉପଜିଲାପାଳଙ୍କ ନିକଟରେ ଲିଖିତ ଭାବେ ଏହି ଦାବି ଜଣାଇଛନ୍ତି। ୱାର୍ଡ ମେମ୍ବରମାନଙ୍କ ଅଭିଯୋଗ ଅନୁଯାୟୀ, ସରପଞ୍ଚ ପଞ୍ଚାୟତର ହିତ ପାଇଁ ସେ କାମ କରୁ ନ ଥିବା ବେଳେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁ ନାହାନ୍ତି ା ପଞ୍ଚାୟତର ବିଭିନ୍ନ ଉନ୍ନତି ମୂଳକ କାମ ପାଇଁ ସେ ୱାର୍ଡ ମେମ୍ବରମାନଙ୍କ ସହିତ କାୈଣସି ଆଲୋଚନା ନ କରି ମନଇଚ୍ଛା କାମ କରୁଛନ୍ତି ା ବିଭିନ୍ନ ଅନିୟମିତତାରେ ସଂଶ୍ଳୀଷ୍ଟ ରହିଛନ୍ତି। ସେ ସରପଞ୍ଚ ଥିବାବେଳେ ଆଶା କର୍ମୀର କାର୍ଯ୍ୟ ମଧ୍ୟ ତୁଲାଉଛନ୍ତି। ଫଳରେ ସେ ବିଭିନ୍ନ ସମୟରେ ପଞ୍ଚାୟତରେ ଅନୁପସ୍ଥିତ ରହୁଛନ୍ତି। ଏ ସମ୍ପକର୍ର୍ରେ ସରପଞ୍ଚ ହାଁସଦାଙ୍କୁ ପଚାରିବାରୁ ଚତୁଃଦ୍ଦର୍ର୍ଶ ଅର୍ଥ କମିଶନ ଅନୁଦାନକୁ ସେମାନେ ଗୋଟେ ସ୍ଥାନରେ କାମ କରିବା ପାଇଁ ପ୍ରସ୍ତାବ ଦେଉଥିବା ବେଳେ ମୁଁ ଏଥିରେ ରାଜି ନ ହୋଇ ସମସ୍ତ ୱାର୍ଡରେ ଆବଶ୍ୟକ ଥିବା କାମ କରିବା ପାଇଁ ପ୍ରସ୍ତାବ ଦେଇଥିଲି ା ଏହାକୁ ସେମାନେ ବିରୋଧ କରି ମୋ ବିରୋଧରେ ଅନସ୍ଥା ଆଣିବା ପାଇଁ ପ୍ରୟାସ କରୁଥିବା ଶୁଣିଛି ବୋଲି କହିଛନ୍ତି। ସେହିପରି ଅନିୟମିତତାରେ ସଂଶ୍ଳୀଳ ରହିବା ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି...

ରାଜ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫ ଜଣ ଲୋକାଲ...

ପୃଥକ୍‌ ସଂଗ୍ରହ ହେବ ଓଦା, ଶୁଖିଲା ବର୍ଜ୍ୟ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସଭାଗୃହରେ ବର୍ଜ୍ୟ ସଂଗ୍ରହ ଜନିତ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଓଦା ଓ...

ଗର୍ଭବତୀଙ୍କ ଜୀବନ ବଞ୍ଚାଇଥିବା ଆଶାକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ମୋରଡ଼ା,୨୮।୬ (ଡି.ଏନ.ଏ.):ରକ୍ତଦାନ କରି ଜଣେ ଗର୍ଭବତୀଙ୍କ ଜୀବନ ବଞ୍ଚାଇଛନ୍ତି ଆଶାକର୍ମୀ। ଏଭଳି ମାନବିକତାର ପରିଚୟ ଦେଇଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତ...

ଭୁବନେଶ୍ୱରରୁ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇଟ୍‌ କରି ସୂଚନା ଦେଲା ବିଏମ୍‌ସି

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱରରେ ଆଉ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କଳିଙ୍ଗ ବିହାର ଅଞ୍ଚଳର। ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା...

ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି

ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍‌ଏଫ୍‌ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ...

ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ...

‘ସଂକ୍ରମଣ ବଢିଲେ ବି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍‌’

ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ବର୍ତ୍ତମାନ ଯେଉଁ ସଂକ୍ରମଣ ବଢ଼ୁଛି, ସେଥିରେ ଡାକ୍ତରଖାନା...

Advertisement
Archives

Model This Week