ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ: ବହିଷ୍କାର ଦାବିରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଜନାର୍ଦ୍ଦନପୁର ପଞ୍ଚାୟତ ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ୱାର୍ଡମେମ୍ବରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣି ଉଚିତ୍‌ ପଦକ୍ଷେପ ନେବାକୁ ଶୁକ୍ରବାର ଉପଜିଲାପାଳଙ୍କୁ ସେମାନେ ସାକ୍ଷାତକରି ଦାବିପତ୍ର ପ୍ରଦାନ କରିବା ସହ ବହିଷ୍କାର ଦାବି କରିଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୧୦ଜଣ ୱାର୍ଡମେମ୍ବର ଏକ ବୈଠକକରି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଏ ନେଇ ଉପଜିଲାପାଳ ରାମଚନ୍ଦ୍ର କିସ୍କୁ କୁହନ୍ତି, ଅଭିଯୋଗପତ୍ର ମିଳିଛି। ଆଇନରେ ଯାହା ବ୍ୟବସ୍ଥା ଥିବ ସେଭଳି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri