ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ

ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍‌ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏସବୁ ସରପଞ୍ଚଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ବ୍ରତଧାରୀ ମହିଳାମାନେ ପ୍ରକାଶ କରିଛନ୍ତି। ସରପଞ୍ଚ କିଶୋରକିଙ୍କର ପଢିଆରୀ ବ୍ରତଧାରୀମାନଙ୍କ ପାଇଁ ଶାଢୀ, ଶଙ୍ଖା,ସିନ୍ଦୁର ଫଳ ସମେତ ସମସ୍ତ ପୂଜା ସାମଗ୍ରୀ ବ୍ୟବସ୍ଥା କରି ବ୍ରାହ୍ମଣ ଡକାଇ ଓଷା କାର୍ଯ୍ୟ ସମ୍ପାଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ଚାକିରି ନାଁରେ ଠକେଇ; ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର ଅଫିସ,୪ା୪: ବିଦେଶରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ନେଇ ବ୍ରହ୍ମପୁରର ଜଣେ ଯୁବକ ଅଭିଯୋଗ କରିଥିଲେ। ଏଭଳି ଏକ ଅଭିଯୋଗର ତଦନ୍ତ କରି...

ଉପନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ମିଳିବ ଅନୁକମ୍ପା ରାଶି

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ)-କୋଭିଡ୍‌ ମହାମାରୀ ମଧ୍ୟରେ ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଙ୍ଗ କର୍ମଚାରୀ...

ସାନ ଭାଇ ଠେଙ୍ଗା ମାଡ଼ରେ ମଝିଆ ଭାଇର ଜୀବନଗଲା

ନିରାକାରପୁର,୩୦।୬(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରୀ ମଝିଆ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ସାନ ଭାଇର...

ଘରଭଙ୍ଗା ସହାୟତାରେ ଅନିୟମିତତା ପ୍ରସଙ୍ଗ:ଆଜି ୬ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏଥିଯୋଗୁ ଯେଉଁମାନଙ୍କ ଘର ନଷ୍ଟ ହୋଇଛି ସେମାନଙ୍କୁ ସରକାର ୩ ପ୍ରକାର ବ୍ୟବସ୍ଥାରେ...

ରାଜସ୍ବ ଗ୍ରାମ ଦାବିରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ରାଣୀପଡ଼ା ପଞ୍ଚାୟତ ବିରିଡିହି ଗ୍ରାମକୁ ରାଜସ୍ବ ଗ୍ରାମ ପ୍ରଦାନ ଦାବି କରାଯାଇଛି। ଏ ନେଇ ଗ୍ରାମବାସୀ ବୁଧବାର...

ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା...

ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ...

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌...

Advertisement
Archives

Model This Week