ସରପଞ୍ଚ, ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ,୩୦।୮: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ସରପଞ୍ଚ ଓ ସେବା ସମବାୟ ସମିତିର ସମ୍ପାଦକଙ୍କ ଘରେ ଶୁକ୍ରବାର ସକାଳୁ ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍‌ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି। ସଙ୍ଗୀତା ଖଣ୍ଡେଇ ତେସିଙ୍ଗା ପଞ୍ଚାୟତ ସରପଞ୍ଚ  ହୋଇଥିବାବେଳେ  ତାଙ୍କ ସ୍ବାମୀ ରାଜେନ୍ଦ୍ର ଖଣ୍ଡେଇ ତେସିଙ୍ଗା ସମବାୟ ସମିତି ସମ୍ପାଦକ  କାର୍ଯ୍ୟ କରିଆସୁଛନ୍ତି। ଶୁକ୍ରବାର ଏକକାଳୀନ ପାଞ୍ଚଟି ଟିମ୍‌ ଉଭୟଙ୍କ ପୈତୃକ ଘର ସହ ଇଟା ଫ୍ୟାକ୍ଟ୍ରି, ଫାର୍ମହାଉସ, ସେବା ସମବାୟ ସମିତି ଓ ପଞ୍ଚାୟତ କାର୍ଯ୍ୟାଳୟରେ ଚଢ଼ାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ୧୨ ଲକ୍ଷ ଜରିମାନା ଆଦାୟ: ଏସ୍‌ପି

ଛତ୍ରପୁର,୧।୭(ଡି.ଏନ୍‌.ଏ.): କୋଭିଡ-୧୯ ଗାଇଡଲାଇନ୍‌କୁ କାର୍ଯ୍ୟକାରୀ କରିବା ଆଗାମୀ ଦିନରେ ଗଞ୍ଜାମ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ, ଘରେ ରହିବା, ମେଡିକାଲ...

ପାଣିରେ ବୁଡ଼ିଛି ପାଚିଲା ଧାନ

ଢେଙ୍କାନାଳ ଅଫିସ, ୬।୧୨:  ଗଭୀର ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଛି ସାମୁଦ୍ରିକ ଝଡ଼ ‘ଜଓ୍ବାଦ’। ଓଡ଼ିଶା ଉପରୁ ଯଦିଓ ବାତ୍ୟା ଭୟ ଟଳିଛି, ହେଲେ ସାମୁଦ୍ରିକ...

ବେଦାନ୍ତ ସୁରକ୍ଷା ଅଧିକାରୀଙ୍କ ନାମରେ ଅପହରଣ ମାମଲା

ଝାରସୁଗୁଡା ଅଫିସ୍‌,୧୫।୯: ଝାରସୁଗଡ଼ା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ କମ୍ପାନୀର କିଛି ସିକ୍ୟୁରିଟି ଅଧିକାରୀ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କୁ ଅପହରଣ କରି ୧୫ ଦିନ ପ୍ରକଳ୍ପ ପରିସରରେ...

ବିନୋଦ କୁମାରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

କଟକ ଅଫିସ,୨୮ା୧୦:ଓଡ଼ିଶା ରୁରାଲ ହାଉସିଂ ଡେଭ୍‌ଲପମେଣ୍ଟ କର୍ପୋରେଶନ (ଓଆର୍‌ଏଚ୍‌ଡିସି) ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ଗୁରୁବାର ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି।...

ଉପକୂଳମୁହାଁ ବୁଲବୁଲ୍‌: ଦୀଘାରେ ହାଇଆଲର୍ଟ

ଭୋଗରାଇ, ୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍‌ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି।...

ମହଙ୍ଗା ପଡ଼ିଲା ଟ୍ରେନ୍‌ରେ କଇଁଛ ଧରି ଯିବା: ଫଟୋ ଶେୟାର ପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୯ା୧: ବେଆଇନ ଭାବେ ବିରଳ ପ୍ରଜାତିର ପ୍ରାଣୀ କିମ୍ବା ପକ୍ଷୀଙ୍କୁ ରଖିବା ଦଣ୍ଡନୀୟ ଅପରାଧ। ଏଭଳି ପରିସ୍ଥିତିରେ ଏକ କଇଁଛକୁ ଧରି ପାଳିବା ପାଇଁ...

ଫୁଲୁଛି ବ୍ରାହ୍ମଣୀ: ବନ୍ୟା ଆଶଙ୍କାରେ ଲୋକେ ଆତଙ୍କିତ

ଢେଙ୍କାନାଳ ଅଫିସ,୧୪ା୮: ଢେଙ୍କାନାଳ ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଢେଙ୍କାନାଳ ଓ କାମାକ୍ଷାନଗର ରାସ୍ତାର ଗେଙ୍ଗୁଟିଆ ଏବଂ କମଗରା ମଧ୍ୟରେ...

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି...

Advertisement
Archives

Model This Week