ସରିଛି ବାଲିଯାତ୍ରା, ହେଲେ ଭରିନି ମନ

କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି। ଗୁରୁବାର ବାଲିଯାତ୍ରା ତଳ ପଡ଼ିଆରେ ଗୃହ ଉପକରଣ, ସାଜସଜ୍ଜା ସାମଗ୍ରୀ ଆଦି କିଣିବା ଲାଗି ଲୋକଙ୍କ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ବ୍ୟବସାୟୀମାନେ ଗାଡ଼ି ଯୋଗେ ଫେରୁଥିବା ଏବଂ ଦୋଳିଗୁଡ଼ିକୁ ଖୋଲାଯାଉଥିବା ମଧ୍ୟ ଦେଖିବାକୁ ମିଳିଛି।

ତେବେ ଶେଷ ଦିନରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ ୯ ଦିନରେ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବା ଆକଳନ କରାଯାଇଛି। ବିଶେଷକରି ଫାଷ୍ଟଫୁଡ୍‌ ଦୋକାନ, ଏନ୍‌ଡିଆର୍‌ଏଫ୍‌ ଷ୍ଟଲ, ତାରକସି ସାମଗ୍ରୀ ମିଳୁଥିବା ଷ୍ଟଲ, ବୋଟିଂ ଏବଂ ଦୋଳି ଆଦିର ଲୋକମାନଙ୍କ ଗହଳି ହେଉଥିଲା। ବ୍ୟବସାୟୀମାନେ ନାନା ଅଫରର ଲୋଭ ଦେଖାଇ ଲୋକଙ୍କ ମନ କିଣୁଥିଲେ। ହେଲେ ଏସବୁପାଇଁ ପୁଣି ଆସନ୍ତା ବର୍ଷ ବାଲିଯାତ୍ରାକୁ ଅପେକ୍ଷା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬...

ଟ୍ରକ ପଛରେ ପିଟିଲା କାର୍‌, ଡାକ୍ତର ଗୁରୁତର

ବାରିପଦା ଅଫିସ,୧ା୫: ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଟ୍ରକ ପଛରେ କାର୍‌ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି...

ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ

ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ...

ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱରର ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି।...

ଉଦ୍‌ଘାଟନ ହେଲା ୨ ନୂଆ ଅଗ୍ନିଶମ ସେବାକେନ୍ଦ୍ର

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟର ୩୧୪ ବ୍ଲକରେ ଗୋଟିଏ ଲେଖା ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରିବାରେ ରାଜ୍ୟ ସରକାର ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଓଡ଼ିଶା...

ରାସ୍ତା ନାହିଁ, ଦୋଳାରେ ବୁହା ହେଲେ ରୋଗୀ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକର ଅନେକ ସ୍ଥାନରେ ଏବେ ମଧ୍ୟ ରାସ୍ତା ଅପହଞ୍ଚ। ଫଳରେ ରୋଗୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ମଧ୍ୟ ନାହିଁ ନଥିବା ଅସୁବିଧାର...

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଚୌଦ୍ୱାର,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ...

ବଜ୍ରପାତ ନେଲା ଜଣଙ୍କ ଜୀବନ

ବୌଦ୍ଧ,୬।୧୦: ବୌଦ୍ଧ ଥାନା ଅନ୍ତର୍ଗତ ବନ୍ଧାପଥର ଗ୍ରାମରେ ରବିବାର ସକାଳ ୭ଟାରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ବନ୍ଧାପଥର ଗ୍ରାମର ନୀଳା ଲୋହିତ ବେହେରା...

Advertisement
Archives

Model This Week