Posted inଜାତୀୟ

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ ୨୩ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଦିନ ଲୋକସଭା ଏବଂ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭା ନିର୍ବାଚନର ଭୋଟଗଣତି ଏବଂ ଫଳାଫଳ ଘୋଷଣା ହେବ। ଶେଷ ପର୍ଯ୍ୟାୟରେ ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ଟି ଆସନପାଇଁ ମତଦାନ ଅନୁଷ୍ଠିତ ହୋଇଛି। ଏହି ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସର ମୀରା କୁମାର,ଶତ୍ରୁଘ୍ନ ସିଂହ୍ନା ଏବଂ ଜେଏମଏମର ଶିବୁ ସୋରେନଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲାଗୁଛି ଭୟ

ନୂଆଦିଲ୍ଲୀ,୭।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ସଂସଦୀୟ ଗଣତନ୍ତ୍ରର ଭବିଷ୍ୟତ ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ସେ...

କୁମ୍ଭମେଳା: କରୋନାରେ ନିରଓ୍ବାଣି ଆଖଡ଼ା ମହାମଣ୍ଡଳେଶ୍ୱରଙ୍କ ପରଲୋକ

ହରିଦ୍ୱାରା,୧୬।୪: ହରିଦ୍ୱାରା କୁମ୍ଭମେଳାରେ ଯୋଗଦେଇଥିବା ମଧ୍ୟପ୍ରଦେଶ ନିରଓ୍ବାଣି ଆଖଡ଼ାର ମହାମଣ୍ଡଳେଶ୍ୱର କପିଳଦେବ ଦାସଙ୍କ କରୋନାରେ ମୃତ୍ୟୁ ଘଟିଛି। ତାଙ୍କୁ ୬୫ ବର୍ଷ ହୋଇଥିଲା। ଗୁରୁବାର ତାଙ୍କୁ...

ଦିଲ୍ଲୀ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୬(ପି.ଟି.): ଦିଲ୍ଲୀ ମେଡିକାଲ ଓ୍ବାର୍ଡଗୁଡ଼ିକର ଦୟନୀୟ ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ଦିଲ୍ଲୀ ହସ୍ପିଟାଲରେ କରୋନା ରୋଗୀଙ୍କୁ ପ୍ରାଣୀଙ୍କ...

ସ୍ମାର୍ଟ ହେଲମେଟ୍‌: ମିନିଟ୍‌ରେ ୨୦୦ ଲୋକଙ୍କର କରୁଛି ଥର୍ମାଲ ସ୍କାନିଂ

ମୁମ୍ବାଇ,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ଅଧିକରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ମହାରାଷ୍ଟ୍ର...

ରେକର୍ଡ ଭାଙ୍ଗିଲା ରାଜଧାନୀ

ନୂଆଦିଲ୍ଲୀ,୧୯।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା କାୟା ବିସ୍ତାର ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଟି ନୂଆ ମାମଲା ଚିହ୍ନଟ ହୋଇଛି। ଏହାସହ...

ଚରିତ୍ର ସଂହାର କରିବାରୁ କଂଗ୍ରେସରୁ ଇସ୍ତଫା ଦେଲେ ଫାରହା ନଇମ

ବଡାଉନ,୨୮ ।୧: କଂଗ୍ରେସର କଳି ଏବେ ପ୍ରାୟ ସବୁ ରାଜ୍ୟରେ ଦେଖିବାକୁ ମିଳିଲାଣି । ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଘୋଷଣା କରାଯାଇଥିବା...

ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେପକାଇଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୪।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେ ପକାଇଛନ୍ତି। ଭାରତୀୟ ସେନାରେ କାମ କରୁଥିବା ବେଳେ ସେ ଜଣେ...

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ...

Advertisement
Archives

Model This Week