Posted inଜାତୀୟ

ସରୋଗେସୀ ବିଲ୍‌ ଆଗତ

ନୂଆଦିଲ୍ଲୀ,୧୬ା୭(ପି.ଟି.): ବ୍ୟବସାୟିକ ସରୋଗେସୀକୁ ନିଷିଦ୍ଧ କରିବା ଲାଗି ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ନିଃସନ୍ତାନ ଦମ୍ପତିଙ୍କ ପାଇଁ କେବଳ ଘନିଷ୍ଠ ସମ୍ପର୍କୀୟଙ୍କୁ ସରୋଗେଟ ମାଆ ହେବାର ଅନୁମତି ମିଳିବ। ସରୋଗେସୀ (ନିୟାମକ) ବିଲ୍‌, ୨୦୧୯ରେ ଜାତୀୟ ଓ ରାଜ୍ୟ ସ୍ତରରେ ସରୋଗେସୀ ବୋର୍ଡ ଗଠନ ବ୍ୟବସ୍ଥା ରହିଛି। ଏହି ପଦ୍ଧତିରେ ସନ୍ତାନ ଗ୍ରହଣ କରୁଥିବା ଦମ୍ପତି କୌଣସି ପରିସ୍ଥିତିରେ ବି ଉକ୍ତ ସନ୍ତାନଙ୍କୁ ପରିତ୍ୟାଗ କରିପାରିବେ ନାହିଁ। କେବଳ ଭାରତୀୟ ଦମ୍ପତି ଅନୂ୍ୟନ ୫ ବର୍ଷ ବୈବାହିକ ଜୀବନ ପରେ ସରୋଗେସୀ ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ଡିଜିଟାଲ ଭୋଟର କାର୍ଡ: ମୋବାଇଲ୍‌ରେ ବି ରଖିହେବ

ନୂଆଦିଲ୍ଲୀ,୧୨।୧୨: ଏଣିକି ଭୋଟରଙ୍କୁ ଡିଜିଟାଲ ଭୋଟର କାର୍ଡ ମିଳିବ। ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ଏହି ପ୍ରସ୍ତାବ ଉପରେ ବିଚାର ବିମର୍ଷ ଜାରି ରହିଛି। ମୋବାଇଲ୍‌,...

ଆସ୍ଥାଭୋଟ ବିରୋଧରେ ଯିବ ଏନ୍‌ସିପି

ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭାରେ ଯଦି ଆସ୍ଥାଭୋଟ ନିଆଯାଏ ତେବେ ଭାଜପା ବିରୋଧରେ ଏନ୍‌ସିପି ଭୋଟ ଦେବ ବୋଲି ଏହାର ମୁଖପାତ୍ର ନଓ୍ବାବ ମଲିକ୍‌ କହିଛନ୍ତି। ଯଦି...

ଆଇଏସ୍‌ ଆତଙ୍କବାଦୀଙ୍କ ଘରେ ବାରୁଦ ଗଦା: ସ୍ତ୍ରୀ-ପିତା-ଭାଇ କହିଲେ ଏପରି…

ନୂଆଦିଲ୍ଲୀ, ୨୩।୮: ଦିଲ୍ଲୀର ଧୋଲା କୂଆଁ ଅଞ୍ଚଳରୁ ଗିରଫ ହୋଇଥିବା ଆତଙ୍କବାଦୀ ଅବୁ ୟୁସୁଫ୍‌ଙ୍କର ବଳରାମପୁର ଘରେ ଚଢ଼ାଉ ସମୟରେ ମୃତ୍ୟୁର ସରଞ୍ଜାମ ଜବତ ହୋଇଛି।...

ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି...

ଅଟକ ପରେ ଅନଶନରେ ବସିଲେ ଶର୍ମିଲା

ହାଇଦ୍ରାବାଦ,୧୦ା୧୨: ଓ୍ବାଇଏସ୍‌ଆର୍‌ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇଏସ୍‌ ଶର୍ମିଲାଙ୍କୁ ଶୁକ୍ରବାର ପୋଲିସ ଅଟକ ରଖିବା ପରେ ସେ ଅନଶନରେ ବସିବା ସହ ରାଜ୍ୟରେ ଗଣତନ୍ତ୍ରର ସୁରକ୍ଷା...

୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…

ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍‌ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା...

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୨୩।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟଜେନ୍ସ(ଏନ୍‌ଆର୍‌ସି) ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏନ୍‌ସିଆର୍‌ ଭୟରେ ୬ ଜଣଙ୍କ ମୃତ୍ୟୁ...

ଏକାସାଙ୍ଗରେ ୪ଶିଶୁଙ୍କୁ ଜନ୍ମ ଦେଲେ ମହିଳା

ଜୟପୁର,୧୭।୬: କରୋନା ମହାମାରୀ ସଙ୍କଟ ମଧ୍ୟରେ ରାଜସ୍ଥାନର ନାଗୋରରୁ ଏକ ଭଲ ଖବର ସାମ୍ନାକୁ ଆସିଛି। ଡିଡଓ୍ବାନାର ଉତ୍ତମ ହସ୍ପିଟାଲରେ ସଞ୍ଜୁ ଦେବୀ ନାମ୍ନୀ ଜଣେ...

Advertisement
Archives

Model This Week