Posted inଜାତୀୟ

ସର୍ତ୍ତ ରଖି ଇସ୍ତଫା ପତ୍ର ପ୍ରତ୍ୟାହାର କଲେ କର୍ନାଟକ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୧୪।୭: କର୍ନାଟକର ମେଣ୍ଟ ସରକାର ଭାଙ୍ଗିବା ପରିସ୍ଥିତିରେ ପହଞ୍ଚିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। କାରଣ ଇସ୍ତଫା ଦେଇଥିବା କଂଗ୍ରେସ ବିଧାୟକ ତାଙ୍କ ଇସ୍ତଫା ପତ୍ର ପତ୍ୟାହାର କରିନେବା କଥା ଘୋଷଣା କରିଛନ୍ତି। ତେବେ ବିଧାୟକ ଏମ୍‌ଟିବି ନାଗରାଜ ଇସ୍ତଫା ପ୍ରତ୍ୟାହାର କରିବା ପୂର୍ବରୁ ଏକ ସର୍ତ୍ତ ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ନେତା ସିଦ୍ଧରମେୟା ଓ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ ତାଙ୍କୁ ଫୁସୁଲାଇ ଏଥିପାଇଁ ରାଜି କରିଛନ୍ତି ସତ। ହେଲେ ତାଙ୍କ ସହ କଂଗ୍ରେସ ବିଧାୟକ ସୁଧାକର ରାଓ ମଧ୍ୟ ଇସ୍ତଫା ଦିଅନ୍ତୁ ବୋଲି ସେ ସର୍ତ୍ତ ରଖିଛନ୍ତି। ତେବେ ନାଗରାଜଙ୍କ ଏହି ନିଷ୍ପତ୍ତି ପରେ କୁମାରସ୍ବାମୀ ସାମାନ୍ୟ ଖୁସି ହୋଇଥିବା ବେଳେ କହିଛନ୍ତି କେବଳ ନାଗରାଜ ନୁହେଁ ଇସ୍ତଫା ଦେଇଥିବା ସମସ୍ତ ବିଧାୟକମାନେ ପୁଣି ଥରେ ସରକାରଙ୍କୁ ଫେରିବେ ବୋଲି ତାଙ୍କର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆ: ଧୋନୀଙ୍କ ମିଶନ କଶ୍ମୀର ଆରମ୍ଭ

ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ...

କରୋନାର ନୂଆ ଲକ୍ଷଣ

ନୂୂଆଦିଲ୍ଲୀ,୧ ।୫: ଦେଶରେ କରୋନା ଗ୍ରାଫ ପୁଣି ବଢିବାରେ ଲାଗିଲାଣି । ଗତ ଦୁଇ ମାସ ହେବ କରୋନା ସଂକ୍ରମଣ କମ ହୋଇ ଯାଇଥିବା ବେଳେ...

ଖୁସି ଖବର: ୬ ଦେଶରେ କମିଲା ଓମିକ୍ରନ୍ ସଂକ୍ରମଣ

ନୂଆଦିଲ୍ଲୀ,୧୬ ।୧: ଦୀର୍ଘ ୩ ମାସ ପରେ ବିଶ୍ୱର ପ୍ରାୟ ୬ଟି ଦେଶରେ ୟୁଟର୍ଣ୍ଣ ନେଲାଣି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ । ଅର୍ଥାତ୍ ସଂକ୍ରମଣ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …

ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ...

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ...

ଚର୍ଚ୍ଚାରେ ଫଳ ଦୋକାନୀ: କଦଳୀ ଝୁଲାଇ ବୋର୍ଡରେ ଲେଖିଲେ ଏମିତି

ଚେନ୍ନାଇ,୨୩।୫: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। କରୋନା ଯୋଗୁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌...

ରେଲଓ୍ବେର ହେବନି ସମ୍ପୂର୍ଣ୍ଣ ଘରୋଇ କରଣ

ନୂଆଦିଲ୍ଲୀ,୧୬।୩: ରେଲଓ୍ବେର ସମ୍ପୂର୍ଣ୍ଣ ଘରୋଇ କରଣ ହେବ ନାହିଁ। ଏହାର କିଛି ଅଂଶ ଘରୋଇ କରଣ ହେବ ବୋଲି ମଙ୍ଗଳବାର ରେଳମନ୍ତ୍ରୀ ପୀୟୂଷ ଗୋଏଲ୍‌ ଲୋକ...

କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗଦେଲେ ୩୧ ଆର୍‌ପିଏଫ୍‌ ଯବାନ

ଚେନ୍ନାଇ,୨୨।୬: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ସୁସ୍ଥତା ହାର ମଧ୍ୟ ଅନ୍ୟଦେଶ ଅପେକ୍ଷା ଭଲ ରହିଛି। ସୋମବାର ଚେନ୍ନାଇର ୩୧...

Advertisement
Archives

Model This Week