Posted inଜାତୀୟ

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ଅବଦାନ ସବୁବେଳେ ପ୍ରେରଣା ଦେଉଥିବ ବୋଲି ମୋଦି କହିଛନ୍ତି। ଏହି ଅବସରରେ ବହୁ ରାଜନେତା ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୮୭୫ ଅକ୍ଟୋବର ୩୧ରେ ସର୍ଦ୍ଦାର ପଟେଲ ଗୁଜରାଟର ନାଦିଆଦ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ୧୯୫୦ ଡିସେମ୍ବର ୧୫ରେ ମୁମ୍ବାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ନ ହେଲେ ଖାରଜ ହେବ ସଲମାନଙ୍କ ଜାମିନ

ଯୋଧପୁର,୪।୭: କୃଷ୍ଣସାର ମୃଗ ଶିକାର ମାମଲାରେ ବଲିଉଡ୍‌ ଅଭିନେତା ସଲମାନ ଖାଁ ଯଦି ପରବର୍ତ୍ତି ଶୁଣାଣିରେ କୋର୍ଟରେ ହାଜର ନ ହୁଅନ୍ତି ତେବେ ତାଙ୍କ ଜାମିନ...

୨୪ ଘଣ୍ଟାରେ ୭ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୭ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ...

ଲଞ୍ଚ ହେଲା ପିଏମ୍‌ଙ୍କ ବାୟୋପିକ୍‌ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’

ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି...

ଟାର୍ଗେଟ୍‌ କିଲିଂ, ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ୫୭୦ ଅଟକ…

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରରେ ଅଳ୍ପସଂଖ୍ୟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ମାମଲା ସାମ୍ନାକୁ ଆସିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି। କେତେକ ପଥର...

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ...

କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବଢ଼ିଲା

ନୂଆଦିଲ୍ଲୀ, ୨୫ା୩ : କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।...

ଚା’ ବିକାଳି ନେଇଛନ୍ତି ୫୦ କୋଟି ଟଙ୍କା ଋଣ!

କୁରୁକ୍ଷେତ୍ର, ୨୩।୭: ହରିୟାଣାର କୁରୁକ୍ଷେତ୍ରରେ ଜଣେ ଚା’ ବିକ୍ରେତା ବ୍ୟାଙ୍କରୁ ୫୦ କୋଟି ଟଙ୍କା ଋଣ ନେଇଛନ୍ତି। ଏକଥା ସତ ହୋଇ ନ ଥିଲେ ମଧ୍ୟ...

ନିଟ୍‌ ରେଜଲ୍ଟ ପ୍ରକାଶ: ରାଜସ୍ଥାନ ଝିଅ ତନିସ୍କା ଅଲ୍‌ ଇଣ୍ଡିଆ ଟପ୍ପର, ଓଡ଼ିଶା ଟପ୍ପର ପ୍ରିୟ ସୋମଦତ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୯(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି(ୟୁଜି)-୨୦୨୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଦେଶରେ ମୋଟ ୧୭,୬୪,୫୭୧...

Advertisement
Archives

Model This Week