ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ ଯାଉଥିବା ସମୟରେ ଖଡିପାଳ ପୋଲ ନିକଟରେ କୌଣସି କାରଣରୁ ଓହ୍ଲାଇ ଥିଲେ। ସେହି ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା। ସ୍ଥାନୀୟ କିଛି ଲୋକ ମୁନାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା...

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ...

ଆସିଥିବା ଅନୁଦାନ ଅନ୍ୟଠି ଖର୍ଚ୍ଚ ହେଲା

ବୈପାରିଗୁଡ଼ା,୧୭ା୧ (ଡି.ଏନ୍‌.ଏ.):କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକରେ ପ୍ରଶାସନ ପକ୍ଷରୁ ଚାଲିଛି ମନମାନି କାର୍ଯ୍ୟ। ସାଧାରଣ ଲୋକଙ୍କ ସ୍ବାର୍ଥ ବଦଳରେ ଏଠାରେ ଠିକାଦାରଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦିଆଯାଉଛି।...

କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି...

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା...

୩ ମାସ ତଳେ ହୋଇଥିଲା ନିର୍ମାଣ: ଭୁଶୁଡ଼ିଲା ଗାର୍ଡୱାଲ

ହିଞ୍ଜିଳିକାଟୁ,୨୨।୯(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖରିଡ଼ା ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାର୍ଯ୍ୟ ବେଳେ ଗୁରୁବାର ଗାଁ ମଧ୍ୟରେ ଥିବା ବଡ ବନ୍ଧର...

ପୋଲ ଆଗରେ ଜବରଦଖଲ, ଜଳ ନିଷ୍କାସନରେ ବାଧା

ବୋଲଗଡ଼,୧୨।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ବାଙ୍କୋଇ -ସାଗରଗୁଆ ପୂର୍ତ୍ତ ରାସ୍ତା ମଝିରେ ଥିବା ଏକ ପୋଲ ନିକଟରେ ଜଣେ ବ୍ୟକ୍ତି ଜବରଦଖଲ କରିଛନ୍ତି। ଜବରଦଖଲ...

ଡାହାଣୀ ସନ୍ଦେହ : ମହିଳାଙ୍କୁ ମାଡ଼ ମାରି ବିଷ୍ଠା ଖୁଆଇଲେ

ଢେଙ୍କିକୋଟ, ୨୬।୫(ଡି.ଏନ୍‌.ଏ.)- ଡାହାଣୀ ସନ୍ଦେହ ଭଳି ଅନ୍ଧବିଶ୍ୱାସକୁ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ଆମ୍ବୁଆପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ବୁଧବାର ଅପରାହ୍ନରେ ଉଲଗ୍ନ...

Advertisement
Archives

Model This Week