ସର୍ପ ଦଂଶନରେ ବୃଦ୍ଧାଙ୍କ ମୃତ୍ୟୁ

ପାଟଣା,୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମର ଜଣେ ବୃଦ୍ଧାଙ୍କର ସର୍ପ ଦଂଶନରେ ମଙ୍ଗଳବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସ୍ବର୍ଗତ ନିଶାକର ପାତ୍ରଙ୍କ ସ୍ତ୍ରୀ କୋଇଲି ପାତ୍ର।
ସୂଚନାନୁଯାୟୀ, କୋଇଲି ସୋମବାର ରାତିରେ ଶୋଇଥିବାବେଳେ ତାଙ୍କ ବାମ ହାତ ପାପୁଲିକୁ ଏକ ଚିତ୍ତି ସାପ କାମୁଡ଼ି ଦେଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏ ନେଇ ପାଟଣା ଥାନାରେ ନଂ. ୧୫/୧୯ରେ ଏକ ମାମଲା ରୁଜୁ କରାଯାଇଛି। ପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଭୁଷଣ୍ଡେଶ୍ୱରଙ୍କ ମନ୍ଦିର ଭଗ୍ନାବଶେଷର ସନ୍ଧାନ

ବାଲେଶ୍ୱର ଅଫିସ, ୧।୫-ଏସିଆ ମହାଦେଶର ସର୍ବବୃହତ ଶିବଲିଙ୍ଗ ଭାବେ  ବାବା ଭୁଷଣ୍ଡେଶ୍ୱର ପରିଚିତ। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତରେ ଅବସ୍ଥିତ ଭୁଷଣ୍ଡେଶ୍ୱରଙ୍କ ମନ୍ଦିରର...

ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ...

ଅବହେଳିତ ଅବସ୍ଥାରେ ହଦଗଡ଼ ପର୍ଯ୍ୟଟନସ୍ଥଳୀ

ହାଟଡିହୀ, ୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ହଦଗଡ଼ ପର୍ଯ୍ୟଟନ ସ୍ଥଳୀ ସାରା ଓଡ଼ିଶାରେ ବେଶ୍‌ ଖ୍ୟାତ। ଶାଳନ୍ଦୀ ଡ୍ୟାମ, ହସ୍ତୀ ଅଭୟ୍ୟାରଣ୍ୟ ଓ ବଣ...

CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ...

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ...

ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର,...

ନାବାଳିକାଙ୍କୁ ଅପହରଣ ମାମଲା : ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୬।୭: ଏକ ନାବାଳିକା ଅପହରଣ ମାମଲାର ବିଚାର କରି ଶନିବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ...

ଲୋକଙ୍କ ଅଭିନବ ପ୍ରତିବାଦ: କାଦୁଅ ରାସ୍ତାରେ ଧାନ ବୁଣିଲେ

ସୋର, ୨୮ା୬(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସକ ଯାଏ କେହି ନ ଶୁଣିବାରୁ ଉପାୟଶୂନ୍ୟ ହୋଇ ଗାଁ ଲୋକେ ଅଭିନବ ଉପାୟରେ...

Coronavirus Update

Archives

Model This Week

Why Dharitri