ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ

ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର ବିରୁଆ(୨୨)। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଖଗେଶ୍ୱର ଘରେ ଶୋଇଥିବାବେଳେ ତାଙ୍କୁ ସାପ କାମୁଡିଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ହେଲେ ବୁଧବାର ଚିକିତ୍ସିତ ଅବସ୍ଥାରେ ଖଗେଶ୍ୱରଙ୍କ ମୃତ୍ୟୁ ହୋଇଛି। ଖବରପାଇ ସାହାରପଡା ଫାଣ୍ଡି ଅଧିକାରୀ ପାଟଣା ଥାନାରେ ୧୩/୧୯ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri