ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ପତି ଗିରଫ

କୋଲ୍ଲମ,୨୬।୫: କେରଳର କୋଲ୍ଲମରେ ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସର କହିବା ମୁତାବକ ଘଟଣାଟି ମେ’୬ରେ ଘଟିଥିଲା। ତେବେ ପତି ପୂର୍ବ ଯୋଜନା ମୁତାବକ ବାହାରକୁ ଯାଇ ନିଜ ସାଙ୍ଗରେ ଆଣିଥିବା ଏକ ସାପକୁ ପତ୍ନୀଙ୍କ ଉପରକୁ ଫିଙ୍ଗି ଦେଇଥିଲେ। ଏହାପରେ ସାପଟି ତାଙ୍କ ପତ୍ନୀଙ୍କୁ ୨ ଥର କାମୁଡି ଦେବା ପରେ ପତ୍ନୀଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ନେଇ ପରିବାର ଲୋକଙ୍କର ସନ୍ଦେହ ହୋଇଥିଲା। କାରଣ ଗତ ୩ ମାସ ମଧ୍ୟରେ ମହିଳା ଜଣକୁ ଦ୍ୱିତୀୟ ଥର ସାପ କାମୁଡି ଥିଲା। ଏଥର ପୋଲିସ ଘଟଣାର ଯାଞ୍ଚ କରିବା ପରେ ଜାଣିବାକୁ ପାଇଥିଲା କି ପଥନମଥିଟ୍ଟାର ସୁରଜ ଏକ ଘରୋଇ ବ୍ୟାଙ୍କରେ କାମ କରୁଥିବା ବେଳେ ସେ ଜଣେ ସାପୁଆଙ୍କଠାରୁ କୋବରା ଓ ରସେଲ ଓ୍ବାଇପର ନାମକ ବିଷଧର ସାପ ଆଣି ତାଙ୍କ ପତ୍ନୀଙ୍କ ଉପରକୁ ଫୋପାଡି ତାଙ୍କୁ ମାରି ଦେଇଛନ୍ତି। ଏହି ସାପ ଗୁଡିକ ବେଶ୍‌ ବିଷଧର ହୋଇଥିବା ବେଳେ ପୋଲିସ ଏବେ ସୁରଜ ଓ ତାଙ୍କୁ ସାପ ଯୋଗାଇ ଦେଉଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ମହିଳାଙ୍କ ଘର ଲୋକଙ୍କ ଅଭିଯୋଗ ଯେ ଅଧିକ ଧନ ଆଶା କରି ସୁରଜ ତାଙ୍କ ପତ୍ନୀଙ୍କୁ ହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗଦେଲେ ୩୧ ଆର୍‌ପିଏଫ୍‌ ଯବାନ

ଚେନ୍ନାଇ,୨୨।୬: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ସୁସ୍ଥତା ହାର ମଧ୍ୟ ଅନ୍ୟଦେଶ ଅପେକ୍ଷା ଭଲ ରହିଛି। ସୋମବାର ଚେନ୍ନାଇର ୩୧...

ଦୁନିଆର ଏକମାତ୍ର ପ୍ରାଣୀ ଯାହାର ଦୁଗ୍ଧର ରଙ୍ଗ ଗୋଲାପି, ଜାଣିଛନ୍ତି କି ନାମ…

ପ୍ରତ୍ୟେହ ଦୁଗ୍ଧ ପିଇବା ସ୍ବାସ୍ଥ୍ୟ ପକ୍ଷେ ଲାଭକାରୀ। ଡାକ୍ତର ବି ଏନେଇ ପରାମର୍ଶ ଦେଇଥାନ୍ତି। ତେବେ ପ୍ରତି ପଶୁଙ୍କ ଦୁଗ୍ଧ ଧଳା ବୋଲି ଲୋକଙ୍କ ଧାରଣା...

କରୋନା ପ୍ରକୋପ: ଆମାଜନରେ ଅଧା କିଲୋ ଭେଣ୍ଡିର ଦାମ୍‌ ୪୦୦ଟଙ୍କା

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ର ସଂକ୍ରମଣକୁ ରୋକିବା ପାଇଁ ସମସ୍ତେ ନିଜ ଘରେ ଏକପ୍ରକାର ବନ୍ଦୀ ହୋଇରହିଛନ୍ତି। ଏଭଳି ସ୍ଥିତିରେ ଘରେ ରହୁଥିବା ଲୋକ ଶପିଂ ପାଇଁ...

ରାସ୍ତାରେ ଜମି ରହିଛି ୯ ଇଞ୍ଚର ବରଫ: ୨୭୦ କିମି ଦୀର୍ଘ ଜାତୀୟ ରାଜପଥ ବନ୍ଦ

ଶ୍ରୀନଗର,୧୨।୧୨: ପ୍ରବଳ ତୁଷାରପାତ ଯୋଗୁ ଜମ୍ମୁ-କଶ୍ମୀରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ରାତିରୁ ଏଠାରେ ତୁଷାରପାତ ଜାରି ରହିଛି। ଏହାଯୋଗୁ ଡୋଡା ଜିଲାର କାଷ୍ଟିଗଡ଼...

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୫।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ...

କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ରାଜନାଥ

ବେଙ୍ଗାଲୁରୁ, ୩।୨: କ୍ଷେତ୍ରୀୟ ଅଖଣ୍ଡତା ବଜାୟ ରଖିବା ପାଇଁ ଭାରତ ସର୍ବଦା ପ୍ରସ୍ତୁତ ରହିଛି। ଦେଶବାସୀଙ୍କ ସୁରକ୍ଷା ଲାଗି ଯେ କୌଣସି ସ୍ଥିତିର ମୁକାବିଲା କରାଯିବ...

ସେନା ପରିବହନ ବିମାନ କାରଖାନାର ଶିଳାନ୍ୟାସ କରିବେ ମୋଦି

ଅହମଦାବାଦ,୨୭।୧୦: ଚଳିତ ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଥିବା ବେଳେ ଗୁଜରାଟବାସୀଙ୍କୁ ଗୋଟିଏ ପରେ ଗୋଟିଏ ଭେଟି ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇତିମଧ୍ୟରେ ମୋଦିଙ୍କ...

ଅଗଷ୍ଟରେ ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ ଆକାଉଣ୍ଟ ନିଷେଧ…

ନୂଆଦିଲ୍ଲୀ,୨।୧୦: ଅଗଷ୍ଟରେ ଭାରତର ୨ ନିୟୁତରୁ ଅଧିକ ହ୍ବାଟସ୍‌ଆପ୍‌ ଆକାଉଣ୍ଟକୁ ନିଷେଧ କରାଯାଇଛି। ଏନେଇ ହ୍ବାଟସ୍‌ଆପ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ଏହି ସମୟ...

Advertisement
Archives

Model This Week