Posted inଖେଳ

ସର୍ଫରାଜଙ୍କୁ ପିସିବି ମୁଖ୍ୟଙ୍କ ଫୋନ

ଲଣ୍ଡନ,୧୯ା୬: ଭାରତୀୟ ଦଳଠାରୁ ବିଶ୍ୱକପ୍‌ରେ କ୍ରମାଗତ ୭ମ ପରାଜୟ ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଇଶାନ ମାନି ଦଳୀୟ ଅଧିନାୟକ ସର୍ଫରାଜ ଅହମ୍ମଦଙ୍କୁ ଫୋନ କରିଥିଲେ। ପୂରା ଦେଶ ପାକିସ୍ତାନ ଦଳ ସହ ଛିଡ଼ା ହୋଇଥିବା ଆଶ୍ୱାସନା ଦେଇଛନ୍ତି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଆଗାମୀ ମ୍ୟାଚ୍‌ଗୁଡ଼ିକରେ ଦଳର ଉନ୍ନତ ପ୍ରଦର୍ଶନ ଆଶା କରୁଛୁ। ଭିତ୍ତିହୀନ ଖବର ପ୍ରତି ଧ୍ୟାନ ଦେବା ଦରକାର ନାହିଁ। ଧୈର୍ଯ୍ୟ ହରା ନ ହୋଇ ଦଳୀୟ ପ୍ରଦର୍ଶନକୁ କେଉଁଭଳି ଉନ୍ନତର କରାଯାଇପାରିବ, ତାହା ଚିନ୍ତା କରନ୍ତୁ ବୋଲି ପିସିବି ସଭାପତି ଫୋନ ଯୋଗେ ସର୍ଫରାଜଙ୍କୁ କହିଛନ୍ତି। ଉଲ୍ଲେଖଥାଉ କି, ଭାରତୀୟ ଦଳଠାରୁ ବୃହତ୍‌ ପରାଜୟ ବରଣ କରିବା ପରେ ପାକିସ୍ତାନ ଅଧିନାୟକ ଦଳୀୟ ଖେଳାଳିଙ୍କୁ ଚେତାବନୀ ଦେଇଥିଲେ। ଯଦି କେହି ଘରକୁ ଯିବା କଥା ଚିନ୍ତା କରୁଛ, ଏହା ସବୁଠୁ ବଡ଼ ବୋକାମୀ। ଯଦି ଭଗବାନ କିଛି ଦୁର୍ଭାଗ୍ୟପୂର୍ଣ୍ଣ କରନ୍ତି, ମୁଁ ଏକା ଘରକୁ ଯିବି ନାହିଁ ବୋଲି ସର୍ଫରାଜ ଖେଳାଳିଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?