ସର୍ବକାଳୀନ ନିମ୍ନ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୯।୪: କରୋନା ଭାଇରସ ପ୍ରଭାବରେ ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବକାଳୀନ ନିମ୍ନ ସ୍ତରକୁ ଖସିଛି। ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୭୦ ପଇସା ଖସିବା ଯୋଗୁ ୭୬.୩୪ ସ୍ତରରେ ରହିଛି। ବ୍ରେଣ୍ଟ ଅଶୋଧିତ ତୈଳ ମୂଲ୍ୟ ବଢିବା ଯୋଗୁ ଆମେରିକା ଡଲାର ଇଣ୍ଡେକ୍ସ ମଜଭୁତ ହୋଇଛି। ଇଣ୍ଟର ବ୍ୟାଙ୍କ ଫରେକ୍ସ ଏକ୍ସଚେଞ୍ଜ ମାର୍କେଟରେ ଟଙ୍କା ୭୫.୮୩ ସ୍ତରରୁ କାରବାର ଆରମ୍ଭ କରିଥିଲା। ଏହା ପରେ ଟଙ୍କା ମୂଲ୍ୟରେ ହ୍ରାସ ଧାରା ଜାରି ରହିଥିଲା। କାରବାର ଶେଷ ବେଳକୁ ଟଙ୍କା ୭୦ ପଇସା ଖସିବା ସହ ଡଲାର ତୁଳନାରେ ୭୬.୩୪ ସ୍ତରରେ ରହିଛି। ମଙ୍ଗଳବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୭୫.୬୪ ସ୍ତରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ଉପରେ ପଡ଼ିପାରେ ୨ ହଜାର କୋଟିର ବୋଝ

ନୂଆଦିଲ୍ଲୀ:  ୨୦୨୦ ମାର୍ଚ୍ଚଠାରୁ ଅଗଷ୍ଟ ଯାଏ ସରକାର ବ୍ୟାଙ୍କ ଋଣ ଉପରେ ମୋରାଟୋରିୟମ ଘୋଷଣା କରିଥିଲେ। ଏହି ସମୟରେ କ୍ଷୁଦ୍ର ଋଣ ଉପରେ ଚକ୍ରବୃଦ୍ଧି ସୁଧ ଛାଡ଼...

ପ୍ରତିଭା ମହାପାତ୍ର ଆଡୋବି ଇଣ୍ଡିଆର ଏମ୍‌ଡି

ନୂଆଦିଲ୍ଲୀ, ୯।୯: ଓଡ଼ିଶାର ପ୍ରତିଭା ମହାପାତ୍ର ଆଡୋବି ଇଣ୍ଡିଆର ଉପସଭାପତି ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ସେ ଆଇବିଏମ୍‌ରେ କାମ...

୧୦୫୦ କୋଟିରେ ବିଗ୍‌ ଏଫ୍‌ଏମ୍‌କୁ ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୨୮-୫: ଋଣରେ ବୁଡ଼ି ରହିଥିବା ଉଦ୍ୟୋଗପତି ଅନିଲ ଅମ୍ବାନୀ ବିଗ ଏଫ୍‌ଏମ୍‌ ଚଳାଉଥିବା ରିଲାଏନ୍ସ ବ୍ରଡ୍‌କାଷ୍ଟ ନେଟ୍‌ଓ୍ବର୍କ(ଆର୍‌ବିଏନ୍‌)କୁ ବିକ୍ରି କରିଦେବେ। ପ୍ରାୟ ୧୦୫୦ କୋଟି ଟଙ୍କାରେ...

ଭୁବନେଶ୍ୱରରେ ବିକ୍ରି ହୋଇଛି ୩୧୫.୭୬ କୋଟିର ନିର୍ବାଚନୀ ବଣ୍ଡ୍‌

ନୂଆଦିଲ୍ଲୀ,୨୨ା୭: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ୨୦୧୮ ମେ’ରୁ ୨୦୧୯ ମେ’ ମଧ୍ୟରେ ମୋଟ ୫୮୫୧.୪୧ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍‌ ବିକ୍ରି କରାଯାଇଛି ବୋଲି...

ଘରୋଇକରଣକୁ ନିର୍ମଳାଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଶନିବାର ସଂସଦରେ ଦେଶର ବିକାଶ ଓ ଅଭିବୃଦ୍ଧି ସପକ୍ଷରେ ଯୁକ୍ତି ବାଢିଥିଲେ। ସେ କେନ୍ଦ୍ର ସରକାରଙ୍କ ବ୍ୟବସାୟ ନୀତି ଉପରେ...

୧୦% ଷ୍ଟକ୍‌ ବିକିପାରନ୍ତି ଏଲନ ମସ୍କ

ନୂଆଦିଲ୍ଲୀ, ୮।୧୧:  ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସ୍‌ଲା କମ୍ପାନୀର ସିଇଓ ଏଲନ ମସ୍କ ୧୦% ଷ୍ଟକ୍‌ ବିକି ପାରନ୍ତି। ଏ ନେଇ ଶନିବାର ସେ...

ଶ୍ରୀଧର ପାତ୍ର ହେବେ ନାଲ୍‌କୋର ନୂଆ ସିଏମ୍‌ଡି

ଭୁବନେଶ୍ୱର, ୧୫-୮(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ନୂଆ ସିଏମ୍‌ଡି ଭାବେ ଶ୍ରୀଧର ପାତ୍ରଙ୍କ ନାମ ଚୟନ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗର ରାଷ୍ଟ୍ରାୟତ୍ତ...

କ୍ଷତିଗ୍ରସ୍ତ କ୍ଷେତ୍ରଗୁଡ଼ିକୁ ମିଳିବ ପ୍ୟାକେଜ

ନୂଆଦିଲ୍ଲୀ,୩୦।୪:ବର୍ତ୍ତମାନ ଚ୍ୟାଲେଞ୍ଜିଂ ସ୍ଥିତିରେ କ୍ଷତିଗ୍ରସ୍ତ ଶିଳ୍ପକ୍ଷେତ୍ରଗୁଡ଼ିକୁ ସରକାର ପ୍ୟାକେଜ ପ୍ରଦାନ କରିବେ। ଏ ନେଇ ବିସ୍ତୃତ ଭାବେ ବିଚାର କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଏ ଦିଗରେ...

Advertisement
Archives

Model This Week