Posted inଜାତୀୟ

ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ କଲେ ଦର୍ଶନ

ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ୍‌ ଚା ରାଜା’। ଏଠାରେ ଚଳିତବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ୫ ଘଣ୍ଟାରେ ୫ରୁ୬ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ ଦର୍ଶନ କରିଛନ୍ତି। ଏହା ଏକ ସର୍ବକାଳୀନ ରେକର୍ଡ ବୋଲି କୁହାଯାଉଛି। ଏଠାରେ ୧୦ ଦିନ ଧରି ଗଣେଶ ପୂଜା ପାଳନ କରାଯାଉଥିବାରୁ ଆହୁରି ଭିଡ ହେବାର ସମ୍ଭାବନା ରହିଛି। ପରିବେଶକୁ ଦୃଷ୍ଟିରେ ରଖି ଏଥର ମୁମ୍ବାଇରେ କିଛି ପୂଜା କମିଟି ଇକୋ ଫ୍ରେଣ୍ଡଲି ମୂର୍ତ୍ତି ନିର୍ମାଣ କରିଛନ୍ତି। ପ୍ଲାଷ୍ଟର୍‌ ଅଫ ପ୍ୟାରିସ, ବହୁତଗୁଡିଏ ରଙ୍ଗ ଓ ହାନିକାରକ ରସାୟନଯୁକ୍ତକୁ ନ ବ୍ୟବହାର କରି ସେମାନେ ମୂର୍ତ୍ତି ତିଆରି କରିଛନ୍ତି।
ସୂଚନାଯୋଗ୍ୟ, ଗତ ବର୍ଷ ଗଣେଷ ପୂଜା ବିସର୍ଜନର ୭ ଦିନ ପରେ ସମୁଦ୍ର କୂଳରେ ବହୁତଗୁ ମାଛ, କଇଁଚ ଓ ସାପ ମରି ପଡିଥିବାର ଦେଖିବାକୁ ମିଳିଥିଲା। ପ୍ଲାଷ୍ଟର୍‌ ଅଫ ପ୍ୟାରିସରେ ଥିବା ବିଷାକ୍ତ ରସାୟନ ଏହାର କାରଣ ବୋଲି ବିଶେଷଜ୍ଞମାନେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଅଜିତ୍‌ ସିଂଙ୍କ ପରଲୋକ…

ନୂଆଦିଲ୍ଲୀ,୬।୫: ରାଷ୍ଟ୍ରୀୟ ଲୋକଦଳ ମୁଖ୍ୟ ତଥା ପୂର୍ବ କେନ୍ଦ୍ରୀୟ ମନ୍ତ୍ରୀ ଚୌଧୁରୀ ଅଜିତ୍‌ ସିଂଙ୍କର ଗୁରୁବାର ସକାଳ ୬ଟାରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ...

ନିଟ୍‌ ପିଜି କାଉନସେଲିଂ ଉପରେ ରୋକ…

ନୂଆଦିଲ୍ଲୀ,୨୫।୧୦: ଓବିସି ଏବଂ ଇଡବ୍ଲ୍ୟୁଏସ୍‌ ସଂରକ୍ଷଣ ବୈଧତା ନିଶ୍ଚିତ ନ ହେବା ପର୍ଯ୍ୟନ୍ତ ନିଟ୍‌ ପିଜି କାଉନସେଲିଂ ଉପରେ ରୋକ ଲଗାଯାଇଛି। ଏନେଇ ସୋମବାର ସୁପ୍ରିମ୍‌କୋର୍ଟ...

ମୋଦି ସରକାରଙ୍କ ୨.୦କୁ ଗୋଟିଏ ବର୍ଷ: ଜାତି ଉଦ୍ଦେଶ୍ୟରେ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରଙ୍କୁ ଏକ ବର୍ଷ ପୂରଣ ହୋଇଛି। ଏହି ବର୍ଷପୂର୍ତ୍ତି ଅବସରରେ ମୋଦି ଜାତି ଉଦ୍ଦେଶ୍ୟରେ ଏକ ଚିଠି...

ଗୋଟିଏ ମିଶନ ପାଇଁ ୩୦ ଲୋକଙ୍କୁ ୨ ଦିନ

ଥାଣେ,୧୬।୨: ମହାରାଷ୍ଟ୍ରର ଥାଣେ ଜିଲାରେ ଏକ ଚିତାବାଘର ମୁଣ୍ଡ ଏକ ପ୍ଲାଷ୍ଟିକ୍‌ ପାଣି କ୍ୟାନରେ ଫଶି ଯାଇଥିଲା। ପଶୁ କଲ୍ୟାଣ ଗୋଷ୍ଠୀଠାରୁ ଆରମ୍ଭ କରି ଜଙ୍ଗଲ...

ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ...

ଯାହାର ରାଜ୍ୟପାଳ ତାହାର ସରକାର: ଅଖିଳେଶ ଯାଦବ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏହାକୁ ନେଇ ସମାଜବାଦୀ...

ମୋଦି ସରକାରଙ୍କ ଯୋଗୁ କୋଟି କୋଟି ଲୋକଙ୍କ ଚାକିରି ଯାଇଛି: ରାହୁଲ

ନୂଆଦିଲ୍ଲୀ,୧୦।୮: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପୁଣି ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଯୋଗୁ...

ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କଲେ ଜଗନ ରେଡ୍ଡୀ, କହିଲେ ମୋର ବି ଅଛନ୍ତି ଦୁଇଟି ଝିଅ

ହାଇଦ୍ରାବାଦ,୯।୧୨:ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ ଜଗନ ରେଡ୍ଡୀ ହାଇଦ୍ରାବାଦ ଏନକାଉଣ୍ଟରକୁ ସମର୍ଥନ କରିଛନ୍ତି। ସେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ଏବଂ ପୋଲିସକୁ ପ୍ରଶଂସା କରିଛନ୍ତି।...

Advertisement
Archives

Model This Week