Posted inଜାତୀୟ

ସର୍ବଦଳୀୟ ବୈଠକରେ ସରକାରଙ୍କୁ ମିଳିଲା ସମର୍ଥନ: କଂଗ୍ରେସ ରଖିଲା କିଛି ପ୍ରଶ୍ନ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ପ୍ରାୟ ୨୦ଟି ଦଳ ଭାଗ ନେଇଥିବା ବେଳେ ଅଧିକାଂଶ ଦଳ ସରକାରଙ୍କୁ ସମର୍ଥନ କରିଥିଲେ। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ସମର୍ଥନ କରିଥିବା ବେଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କିନ୍ତୁ କିଛି ପ୍ରଶ୍ନ ଉଠାଇଥିଲେ। ସେ କହିଥିଲେ ବହୁ ପୂର୍ବର ଏହି ବୈଠକର ଆୟୋଜନ କରିବାର ଥିଲା। ତେବେ ଚାଇନା ସେନା କେବେ ଅନୁପ୍ରବେଶ କଲେ, ସରକାର କେବେ ଏ ସମ୍ପର୍କରେ ଜାଣିବାକୁ ପାଇଲେ ବୋଲି ସେ ପ୍ରଶ୍ନ କରିଥିଲେ। ଏ ସମ୍ପର୍କରେ ସରକାରଙ୍କୁ କ’ଣ ସାଟେଲାଇଟ ଚିତ୍ର ମିଳି ନ ଥିଲା ବୋଲି ସେ ପଶ୍ନ କରିଛନ୍ତି। ଆହୁରି ମଧ୍ୟ ଗୁଇନ୍ଦା ବିଭାଗ ଏ ସମ୍ପର୍କରେ କିଛି ସୂଚନା ଦେଇ ନ ଥିଲେ କେମିତି ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri