Posted inଜାତୀୟ

ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସର ପରାମର୍ଶ

ନୂଆଦିଲ୍ଲୀ,୧୭।୩(ଆଇଏଏନ୍‌ଏସ୍‌): କରୋନା ସ୍ଥିତିକୁ ନେଇ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିବାକୁ ସୋମବାର କଂଗ୍ରେସ ପରାମର୍ଶ ଦେଇଛି। ପାର୍ଲାମେଣ୍ଟ ଅଧିବେଶନକୁ ମୁଲତବୀ ରଖାଯିବ କିମ୍ବା ଏହା ଆଂଶିକ ଭାବେ କାର୍ଯ୍ୟ କରିବ ସେ ନେଇ ବୈଠକରେ ନିଷ୍ପତ୍ତି ନେବାକୁ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘ୍‌ଭି କହିଛନ୍ତି। ଭାଜପା କରୋନା ସ୍ଥିତି ଅପେକ୍ଷା ମଧ୍ୟପ୍ରଦେଶ ଓ ଗୁଜରାଟରେ ଘୋଡ଼ାବେପାରକୁ ଅଧିକ ପ୍ରାଧାନ୍ୟ ଦେଉଥିବା ସେ ଅଭିଯୋଗ କରିଥିଲେ। ରାଜ୍ୟଗୁଡ଼ିକ କରୋନା ସଂକ୍ରମଣ ରୋକିବା ଦିଗରେ ବିଭିନ୍ନ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସ କରିବାକୁ ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ ପ୍ରସ୍ତାବ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ସରକାର ପ୍ରତିକାର ବ୍ୟବସ୍ଥା ନେଇ ଆଲୋଚନା କରିବା ଆବଶ୍ୟକ ବୋଲି କଂଗ୍ରେସ ନେତା କପିଲ ଶିବଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଯେତେବେଳେ ସେ ଏହି ରାଲିରେ ଭାଷଣ...

ମୁଁ ଇଡିକୁ ଭୟ କରିନାହିଁ, ୫୫ ଘଣ୍ଟା କାହିଁକି ୫ବର୍ଷ ବି କରିପାରନ୍ତି ଜେରା: ରାହୁଲ

ନୂଆଦିଲ୍ଲୀ,୪ ।୯: ଦେଶର ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହଲ୍ଲାବୋଲ ରାଲିରେ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଉପରେ ଖୁବ୍ ବର୍ଷିଛନ୍ତି ।...

ଆଖି ବୁଜିଲା ‘ସୁପର ମମ୍‌’

ଭୋପାଳ, ୧୭ା୧: କୋଲାରଓ୍ବାଲି ଭାବେ ଜଣାଶୁଣା ଏକ ବାଘୁଣୀର ମଧ୍ୟପ୍ରଦେଶ ପେଞ୍ଚ ବ୍ୟାଘ୍ର ସଂରକ୍ଷଣ(ପିଟିଆର୍‌) ରେ ଶନିବାର ମୃତ୍ୟୁ ହୋଇଛି। ଏହାର ବୟସ ପ୍ରାୟ ୧୬...

ଶ୍ରୀନଗର ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ...

ବିବାହକୁ ନିମନ୍ତ୍ରଣ କରି ସାଙ୍ଗରେ ଚେୟାର, ସାଣ୍ଡଓ୍ବିଚ୍‌ ଆଣିବାକୁ କହିଲେ ଦମ୍ପତି

ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା...

ଏମ୍‌ପିଙ୍କର ହେବ କୋଭିଡ୍‌ ପରୀକ୍ଷା

ନୂଆଦିଲ୍ଲୀ, ୨୯।୮(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାର ଅନୂ୍ୟନ ୭୨ ଘଣ୍ଟା ପୂର୍ବରୁ ଏମ୍‌ପିମାନେ ନିଜର କୋଭିଡ୍‌ ପରୀକ୍ଷା କରାଇନେବାକୁ ସେମାନଙ୍କୁ ଅନୁରୋଧ କରାଯିବ...

ବଡୋଦରାରେ ପ୍ରବଳ ବନ୍ୟା: ଘରେ ପଶିଲା କୁମ୍ଭୀର, ୨୨ଟି ଟ୍ରେନ୍‌ ବାତିଲ୍‌

ବଡୋଦରା, ୨।୮: ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୨ ଘଣ୍ଟା ମଧ୍ୟରେ ରେକର୍ଡ ୫୫୪ମିଲିମିଟର ବର୍ଷା ହୋଇଥିବା ପାଣିପାଗ...

‘ ଭାଜପାରେ କେହି ରହିବେ ନାହିଁ ’

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪...

Advertisement
Archives

Model This Week