Posted inଖେଳ

ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ: ଶ୍ରୀୟଙ୍କାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୬।୧୧(କ୍ରୀଡ଼ା ପ୍ରତିନିଧି)-
ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟି(ଏଆଇୟୁ) ଆନୁକୂଲ୍ୟରେ ହରିୟାଣାର ଫରିଦାବାଦରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏମବିଏ ଛାତ୍ରୀ ଶ୍ରୀୟଙ୍କା ପ୍ରତିଯୋଗିତାରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହି ସଫଳତା ପାଇଁ ଶ୍ରୀୟଙ୍କାଙ୍କୁ କିଟ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଳରୁ କେମିତି ବିଦା ହୋଇଥିଲେ ଗାଙ୍ଗୁଲି, ଡ୍ରାଭିଡ୍‌, ସେହ୍ବାଗ, ଗମ୍ଭୀର

ନୂଆଦିଲ୍ଲୀ,୨୦।୭- ଟେଷ୍ଟ ଫର୍ମାଟ୍‌ରୁ ଅବସର ନେଇସାରିଥିବା ମହେନ୍ଦ୍ର ସିଂ ଧୋନୀ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ତାଙ୍କ ଭବିଷ୍ୟତ...

୧୨ ବର୍ଷରୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଏହି ଖେଳାଳି, ଏବେ ଆଇପିଏଲରେ କଲେ ଧମାକା

ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ଦ୍ୱିତୀୟ ମ୍ୟାଚରେ କିଙ୍ଗସ ଏକାଦଶ ପଞ୍ଜାବ ପାଇଁ ଆଇପିଏଲରେ ଡେବ୍ୟୁ କରିଛନ୍ତି ରବି ବିଷ୍ଣୋଇ। କ୍ରିକେଟର ଭବିଷ୍ୟତ କୁହାଯାଉଥିବା...

ଅପହରଣ ପରେ ଛାଡ଼ ପାଇଲେ ମ୍ୟାକ୍‌ଗିଲ

ସିଡ୍‌ନୀ,୬।୫(ପି.ଟି.): ଅଷ୍ଟ୍ରେଲିଆ ପୂର୍ବତନ ଲେଗ୍‌ ସ୍ପିନର ଷ୍ଟୁଆର୍ଟ ମ୍ୟାକ୍‌ଗିଲ ସିଡ୍‌ନୀସ୍ଥିତ ତାଙ୍କ ଘରୁ ଅପହରଣ ହୋଇଥିଲେ ଓ ପରେ ତାଙ୍କୁ ଛାଡି ଦିଆଯାଇଥିଲା ବୋଲି ନ୍ୟୁ...

ସ୍କୁଲଦିନର ସ୍ମୃତିକୁ ମନେ ପକାଇଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ଦୂରେଇ ଯାଇଛି। ନିଜ ସହର ରାଞ୍ଚିରେ ପରିବାର ସହ ସେ...

ଆଇଓସି ମୁଖ୍ୟଙ୍କୁ ବ୍ରିଟିସ ଅଲିମ୍ପିଆନ୍‌ଙ୍କ ସମାଲୋଚନା

ଲଣ୍ଡନ,୨୪।୩(ଏଏଫ୍‌ପି)- କୋଭିଡ-୧୯ ସଂକ୍ରମଣ ଓ ଅଲିମ୍ପିକ୍ସ ଆୟୋଜନ ନେଇ ଅନ୍ତର୍ଜାତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓସି) ଅଧ୍ୟକ୍ଷ ଥୋମାସ ବାକ ଏବେ ସବୁ ମହଲରୁ ସମାଲୋଚନାର ସମ୍ମୁଖୀନ...

ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବନର୍ସ

ଚେନ୍ନାଇ,୩୧।୧: ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ, ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ରିଜର୍ଭ ଓପନର ରୋରି ବନର୍ସ ଶନିବାର ପ୍ରଥମଥର...

ଏସିଆ କପ୍‌ ସାଇକ୍ଲିଂ: ପଦକ ତାଲିକାର ଶୀର୍ଷରେ ଭାରତ

ନୂଆଦିଲ୍ଲୀ, ୧୨।୯ (ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ସ୍ପୋଟର୍‌ସ କମ୍ପେକ୍ସଠାରେ ଅନୁଷ୍ଠିତ ଟ୍ରାକ୍‌ ଏସିଆ କପ୍‌ ସାଇକ୍ଲିଂ ପ୍ରତିଯୋଗିତାରେ ଭାରତର ରୋନାଲ୍ଡୋ ଲାଇତୋଞ୍ଜାମ ବ୍ୟକ୍ତିଗତ...

ଶତକ ସହ ବଟ୍‌ଲରଙ୍କ ରେକର୍ଡ ଭାଙ୍ଗିଲେ ଗ୍ଲେନ ମ୍ୟାକ୍ସଓ୍ବେଲ

ମାଞ୍ଚେଷ୍ଟର୍‌, ୧୭।୯: ଘରୋଇ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୩ ଉଇକେଟ୍‌ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଜନ୍ନୀ...

Ten Cric Info
Advertisement


Archives

Model This Week

Why Dharitri