Posted inଖେଳ

ସର୍ବଭାରତୀୟ ଦିବାରାତ୍ର ଭଲିବଲ: ଦିଲ୍ଲୀ ଚାମ୍ପିୟନ

ଧର୍ମଶାଳା,୪ା୨(ଡି.ଏନ୍‌.ଏ.)-
ଧର୍ମଶାଳା ବ୍ଲକ କମାଗଡ଼ ଖେଳ ପଡିଆରେ ସର୍ବଭାରତୀୟ ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟର ଫାଇନାଲ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚେନ୍ନାଇକୁ ୩-୦ ସେଟ୍‌ରେ ପରାସ୍ତ କରି ଦିଲ୍ଲୀ ଟିମ୍‌ ଚାମ୍ପିୟନ ହୋଇଛି। ଏଚଏମ୍‌ଟି କ୍ଲବ କମାଗଡ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟରେ ଦିଲ୍ଲୀ, ଚେନ୍ନାଇ, ମୁମ୍ବାଇ ଓ ଓଡ଼ିଶା ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ଟିମ୍‌ ପରସ୍ପରକୁ ଭେଟିଥିବାବେଳେ ଦିଲ୍ଲୀ ଓ ଚେନ୍ନାଇ ଦଳ ଫାଇନାଲରେ ପ୍ରବେଶ କରିଥିଲେ। ଏହି ଟୁର୍ନାମେଣ୍ଟରେ ପ୍ରତ୍ୟେକ ମ୍ୟାଚ ଚିତ୍ତାକର୍ଷକ ହୋଇଥିବାବେଳେ ଖେଳକୁ ଉପଭୋଗ କରିବା ପାଇଁ ହଜାର ହଜାର ସଂଖ୍ୟାରେ ଦର୍ଶକଙ୍କ ଭିଡ଼ ଜମିଥିଲା। ଖେଳକୁ ଜାତୀୟ ରେଫରି ନିରଞ୍ଜନ ବେହେରା ଓ ସହଯୋଗୀମାନେ ପରିଚାଳନା କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ ଅତିଥିଭାବେ ଯୋଗଦେଇ ବିଜୟୀ ଓ ରନର୍ସଅପ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri