ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଲୋକସେବା ଭବନ ବିଭିନ୍ନ କିସମର ଶୀତଦିନିଆ ଫୁଲର ସମ୍ଭାରରେ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ସର୍ବସାଧାରଣ ଜାନୁୟାରୀ ୧୧(ଦ୍ୱିତୀୟ ଶନିବାର),୧୨(ରବିବାର), ୧୯(ରବିବାର), ୨୫(ଚତୁର୍ଥ ଶନିବାର), ୨୬(ରବିବାର ତଥା ସାଧାରଣତନ୍ତ୍ର ଦିବସ) ଉଦ୍ୟାନର ଶୋଭା ଉପଭୋଗ କରପାରିବେ। ଏହି ଦିନଗୁଡ଼ିକରେ ଅପରାହ୍ନ ୩ଟାରୁ ୫.୩୦ ପର୍ଯ୍ୟନ୍ତ ଲୋକମାନେ ୧ ନମ୍ବର ଗେଟ୍‌ ଦେଇ ଯାଇ ଉଦ୍ୟାନ ବୁଲି ଦେଖିପାରିବେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ତାଣ୍ଡବ ରଚିଲା ଅମ୍ଫନ୍‌: ୨୪ ଘଣ୍ଟା ବର୍ଷା ପବନରେ ଲୋକେ ଆତଙ୍କିତ

ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ...

ମାସ୍କର ଠିକ୍‌ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍‌ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ...

ସ୍ଥିତି ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ...

ଓଡ଼ିଶା ହସ୍ତତନ୍ତରେ ଇଣ୍ଡୋ-ଓ୍ବେଷ୍ଟର୍ନ କଲେକ୍ସନ: ୫ ଡିଜାଇନର୍‌ଙ୍କ ପରିବେଶ ଉପଯୋଗୀ ପୋଷାକ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପାରମ୍ପରିକ ସହ ଫ୍ୟୁଜନ୍‌ର ଝଲକ। ପ୍ରତି ପୋଷାକରେ ଥିଲା ଏକ କାହାଣୀ। ପଟଚିତ୍ରରୁ ଆରମ୍ଭ କରି ସମ୍ବଲପୁରୀ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନ୍‌ରେ ଓଡ଼ିଶାର ଉତ୍କୃଷ୍ଟ...

ହାଇକୋର୍ଟରେ ରିପୋର୍ଟ ଦାଖଲ

କଟକ ଅଫିସ,୧୬ା୧୨: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ୩୦ଟି ଜିଲାର ଆଇନସେବା ପ୍ରାଧିକରଣ(ଡିଏଲଏସଏ) ପକ୍ଷରୁ...

ମହାପ୍ରଭୁଙ୍କୁ ୧ କୋଟି ଦାନ

ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ...

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ମାନସ ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଚାନ୍ଦବାଲି,୨୫।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ ଗୁରୁବାର କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଥିଲେ। ଦ୍ବିତୀୟ ଦିନରେ ଦୁଇ...

Advertisement
Archives

Model This Week