Posted inଜାତୀୟ

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ ଟିପ୍ପଣୀକୁ ବିରୋଧ କରି ଅନନ୍ତପୁରମରେ ଜଣେ ପୋଲିସଙ୍କ ଜୋତା ସଫା କରିବା ସହ ଏହାକୁ ଚୁମ୍ବନ ଦେବା ଏବେ ଚର୍ଚ୍ଚାକୁ ଆସିଛି। ସୂଚନାଯୋଗ୍ୟ, ଦିବାକର ରେଡ୍ଡୀ ପୂର୍ବରୁ କହିଥିଲେ ଟିଡିପି କ୍ଷମତାକୁ ଫେରିଲେ ପୋଲିସ ମୋ ଜୋତା ଚାଟିବ। ଏହାକୁ ଏବେ ବିରୋଧ କରିଛନ୍ତି ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ। ଏହାସହ ଅନନ୍ତପୁର ଜିଲା ଇନ୍ଦୁପୁର ଆସନରୁ ପ୍ରତିନିଧିତ୍ୱ କରୁଥିବା ମାଧବ ଘୋଷଣା କରିଛନ୍ତି ହାଇକମାଣ୍ଡଙ୍କ ନିର୍ଦ୍ଦେଶ ମିଳିଲେ ସେ ଟିଡିପି ନେତାଙ୍କୁ ବୁଦ୍ଧି ଶିଖାଇବାକୁ ଏମ୍‌ପି ପଦରୁ ଇସ୍ତଫା ଦେଇ ପୋଲିସ ବିଭାଗରେ ଭର୍ତ୍ତି ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର-ପୂର୍ବ ରାଜ୍ୟକୁ ଏଟିଏମ ନୁହେଁ, ‘ଅଷ୍ଟଲକ୍ଷ୍ମୀ’ ଭାବେ କରୁଛୁ ବିବେଚନା: ମୋଦି

ଦିମାପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗାଲାଣ୍ଡ ଏବଂ ମେଘାଳୟର ନିର୍ବାଚନୀ ରାଜ୍ୟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନାଗାଲାଣ୍ଡର ଦିମାପୁରରେ ପହଞ୍ଚି ସେଠାରେ ରାଲିକୁ ସମ୍ବୋଧିତ...

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ...

ଭଙ୍ଗା ଗଢ଼ାର କାହାଣୀ, ୬୪ ଥର କଂଗ୍ରେସ ଛାଡି ନେତାମାନେ ଗଠନ କରିଛନ୍ତି ନୂଆ ରାଜନୈତିକ ଦଳ…

ନୂଆଦିଲ୍ଲୀ, ୨୭।୮ : ଦେଶର ସର୍ବ ପୁରାତନ ଦଳ କଂଗ୍ରେସରେ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଜମ୍ମୁ-କଶ୍ମୀରର...

ଟିକାକରଣ ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବା ପାଇଁ ଆବେଦନ କରିବାରୁ ଏକ ଲକ୍ଷ ଜରିମାନା

ଥିରୁଭାନନ୍ଥପୁରମ,୨୧।୧୨: କୋଭିଡ୍‌-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି କେରଳ ହାଇକୋର୍ଟ। ରାଜନୈତିକ ଉଦ୍ଦେଶ୍ୟ...

ରାମ ଜେଠ୍‌ମାଲାନୀଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍‌ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ...

ଏସବୁ ଖାଇଲେ ହେବନି କରୋନା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଏଥିରୁ ଦୂରେଇ ରହିବା ପାଇଁ ନିଜର ନିତିଦିନିଆ ଜୀବନ ଶୈଳୀରେ କେତେକ ଖାଦ୍ୟାଭ୍ୟାସକୁ ସାମିଲ କଲେ...

ବିହାର କ୍ରିକେଟ ମୁଖ୍ୟଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ

ନୂଆଦିଲ୍ଲୀ,୯।୩: ଏକ ବିଜ୍ଞାପନ ଫାର୍ମ ଡିରେକ୍ଟର ବିହାର କ୍ରିକେଟ ଆସୋସିଏଶନ ମୁଖ୍ୟଙ୍କ ବିରୋଧରେ ବଳାତ୍କାର ଉଦ୍ୟମ ଅଭିଯୋଗ ଆଣିଛନ୍ତି। ପାରଲିଆମେଣ୍ଟ ଷ୍ଟ୍ରିଟ୍‌ ଥାନାରେ ମହିଳାଙ୍କ ଅଭିଯୋଗ...

ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ,୨୪।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ କଂଗ୍ରେସ ୩୦ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳର ସଭାପତି ସୋନିଆ...

Advertisement
Archives

Model This Week