ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ। ପ୍ରତି ପଞ୍ଚାୟତରେ ୧୦ରୁ ଊର୍ଦ୍ଧ୍ୱ କୋଲକାତା ଫେରନ୍ତା ଅଛନ୍ତି। ସର୍ଭେଲାନ୍ସ ଜୋନ୍‌ରେ ଥିବା ୩୨ଟି ପଞ୍ଚାୟତରେ ଘର ଘର ବୁଲି ସର୍ଭେ ହେବ। ସ୍ବାସ୍ଥ୍ୟ ପରୀକ୍ଷା ସହ ସଚେତନ କରାଯିବ। ଲକ୍ଷଣ ଥିଲେ ପରୀକ୍ଷା ହେବ।
ପ୍ରକାଶ ଯେ, ସଟ୍‌ଡାଉନ ବେଳେ ସବୁ ବ୍ଲକରେ ୨ ଦିନ ସର୍ଭେଲାନ୍ସ କରାଯାଇଥିଲା। ବାହାର ରାଜ୍ୟରୁ ଫେରିଥିବା ଲୋକଙ୍କ ସାମ୍ପଲ ସଂଗ୍ରହ କରାଯାଇଥିଲା। ୨ ଦିନରେ ଜିଲାରୁ ୧୩୦୦ ସାମ୍ପଲ ସଂଗ୍ରହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ପଞ୍ଚାୟତକୁ ସାନିଟାଇଜ୍‌ କଲା ଆଇଆର୍‌ଇ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.): ଭାରତୀୟ ବିରଳ ମୃତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟ ପକ୍ଷରୁ ନିକଟବର୍ତ୍ତୀ କଣମଣା, ଆର୍ଜିପଲ୍ଲୀ ଓ କାଳୀପାଲି ପଞ୍ଚାୟତକୁ ସାନିଟାଇଜ୍‌ କରାଯାଇଛି। ପ୍ଲାଣ୍ଟର ସିଜିଏମ ଏ. ଜେ....

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ...

ଟ୍ରାଫିକ ଜାମ୍‌ରେ ଚାଲିଗଲା ଶିଶୁର ଜୀବନ

ଭୁବନେଶ୍ୱର, ୧୨।୨(ବ୍ୟୁରେ):ରାଜଧାନୀରେ ଟ୍ରାଫିକ ଜାମ୍‌ ଆଉ ଏକ ଜୀବନ ନେଇଛି। ରାସ୍ତା ଜାମ୍‌ରେ ଆମ୍ବୁଲାନ୍ସ ଫସି ରହିବାରୁ ଜଣେ ୫ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମଙ୍ଗଳବାର...

ସମସ୍ୟା ଥିଲେ ଜଣାଅ: ଏସ୍‌ପି

ଅନୁଗୋଳ ଅଫିସ, ୨୯।୩ – ଲକ୍‌ଡାଉନ୍‌ ବେଳେ ଅନୁଗୋଳ ଜିଲାବାସୀଙ୍କୁ ସହାୟତା ପାଇଁ ପୋଲିସ ଓ ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି। ଯଦି କେହି କୌଣସି...

ନାବାଳିକାଙ୍କୁ ବଳାତ୍କାର ମାମଲା: ୬ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ

କେନ୍ଦୁଝର, ୧୦ା୯(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ମଙ୍ଗଳବାର କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ବିଚାରପତି ଲୋକନାଥ ସାହୁ...

ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା...

ସରବନ୍ତର ଶ୍ରୀପତିତପାବନ ଯାତ୍ରା

ସରବନ୍ତ ଗଁାଟି ଜଗତ୍‌ସିଂହପୁର ଜିଲାର ଏରସମା ମଣ୍ଡଳରେ ଅଛି। ଜିଲା ସଦର ମହକୁମା ଠାରୁ ବାଲିକୁଦା, ବୋରିକିନା ଓ ଗୋଡ଼ା ବଜାର ଦେଇ ସମୁଦ୍ର କୂଳକୁ...

ଅବପାତର ରୂପ ନେଲା ଲଘୁଚାପ: ଭୟଙ୍କର ହେଉଛି ବାତ୍ୟା ‘ଅମ୍ଫନ’

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନରେ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ପଶ୍ଚିମବଙ୍ଗର ଦୀଘାଠାରୁ ୧୨୫୦ କିମି ଏବଂ ପାରାଦୀପ ଠାରୁ ୧୧୦୦...

Coronavirus Update


Archives

Model This Week

Why Dharitri