Posted inଜାତୀୟ

ସରୟୁ ନଦୀରେ ଓଲଟିଲା ଡଙ୍ଗା: ୧୭ ନିଖୋଜ, ୪ ମୃତ

ଲକ୍ଷ୍ନୌ,୨୮।୭: ଉତ୍ତର ପ୍ରଦେଶର ବହରାଇଚଠାରେ ସରୟୁ ନଦୀରେ ରବିବାର ଏକ ଡଙ୍ଗା ବୁଡିି ଯିବା ଫଳରେ ୧୭ ଜଣ ନିଖୋଜ ଥିବା ବେଳେ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଚାଷ କାମ ପାଇଁ ଗୋଟିଏ ଡଙ୍ଗାରେ ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଡଙ୍ଗାରେ ଯାତ୍ରା କରୁଥିବା ବେଳେ ମଝି ନଈରେ ଡଙ୍ଗାଟି ଓଲଟି ପଡିଥିଲା। ଖବର ପାଇ ସ୍ଥାନୀୟ ଲୋକଙ୍କ ସହାୟତାରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ମିଳିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋଭିଡ୍‌ ଅନାଥ ପିଲାଙ୍କୁ ପ୍ରତିମାସରେ ମିଳିବ ୧୫୦୦ ଟଙ୍କା

ପାଟନା,୩୦।୫: କରୋନା ମହାମାରୀରେ ମାଆବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେକ କଲ୍ୟାଣକାରୀ ଯୋଜନା ଘୋଷଣା କରିଛନ୍ତି। ରବିବାର ବିହାର...

ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ-ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ…

ନୂଆଦିଲ୍ଲୀ, ୧୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ପଞ୍ଚମ ଥର ଲାଗି ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନେଫ୍ୟୁ ରିଓ

କୋହିମା,୭ ।୩: ନାଗାଲାଣ୍ଡ ରାଜନୀତିର ବରିଷ୍ଠ ନେତା ନେଫ୍ୟୁ ରିଓ ମଙ୍ଗଳବାର ଅର୍ଥାତ୍ ୭ ମାର୍ଚ୍ଚରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜଧାନୀ କୋହିମାରେ...

ଲକ୍‌ଡାଉନ୍‌ରେ ଗରିବ ପେଟର କଥା: ମାଗଣା ଭୋଜନ ପାଇଁ ସକାଳ ୬ରୁ ଲାଗୁଛି ଲମ୍ବା ଧାଡ଼ି

ନୂଆଦିଲ୍ଲୀ,୧୩।୪: କରେନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ସ୍ବଚ୍ଛଳ ଲୋକଙ୍କ ପାଖରେ ଟଙ୍କା ଥିବାରୁ ଖାଇବାରେ ଅସୁବିଧା ହେଉ ନ ଥିବାବେଳେ...

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌...

କଂଗ୍ରେସକୁ ଝଟ୍‌କା: ମଣିପୁରର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧ ।୮: ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ର ପୂର୍ବତନ ଅଧ୍ୟକ୍ଷ ଗୋବିନ୍ଦଦାସ କନ୍ଥଉଜମ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ସେ ମଣିପୁର...

ମହିଳାଙ୍କ ଉପରେ ଆକ୍ରମଣ: ପକ୍ଷ ରଖିଲେ ଜମାଟୋ ଡେଲିଭରି ବୟ

ବେଙ୍ଗାଲୁରୁ,୧୨।୩ : ସୋସିଆଲ ମିଡିଆରେ ଭିଡିଓରେ ଜମାଟୋ ଡେଲିଭରି ବୟଙ୍କ ଦ୍ୱାରା ଆକ୍ରମଣର ଶୀକାର ହୋଇଥିବା ବେଙ୍ଗାଲୁରୁର ଜଣେ ମହିଳା ଅଭିଯୋଗ ଆଣିବାର ଦୁଇ ଦିନ...

ସଚିବାଳୟରେ ସୁରକ୍ଷା ନେଇ ପ୍ରଶ୍ନ: ଉଦ୍ଧବଙ୍କ ଫାଇଲରେ ଅଦଳ ବଦଳ

ମୁମ୍ବାଇ, ୨୪।୧: ମହାରାଷ୍ଟ୍ର ସଚିବାଳୟର ସୁରକ୍ଷା ନେଇ ଏବେ ପ୍ରଶ୍ନ ଉଠିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଦ୍ୱାରା ଦସ୍ତଖତ ହୋଇଥିବା କେତେକ ଫାଇଲ୍‌ରେ ନିଷ୍ପତ୍ତି...

Advertisement
Archives

Model This Week