ସଲମାନଙ୍କ ଫଟୋ ପକେଟରେ ଧରି ବୁଲୁଥିଲେ ଏହି ଅଭିନେତା

ବଲିଉଡ ସୁପରଷ୍ଟାର ସଲମାନ ଖାନ ଏବଂ ଅଭିନେତା ଜ୍ୟାକି ଶ୍ରଫ୍‌ଙ୍କ ମଧ୍ୟରେ ନିବିଡ ସମ୍ପର୍କ ରହିଛି। ଫିଲ୍ମ ‘ଭାରତ’ରେ ସଲ୍ଲୁଙ୍କ ପିତା ଭୂମିକା ନିଭାଇଛନ୍ତି ଜ୍ୟାକି। ନିକଟରେ ଦେଇଥିବା ଏକ ସାକ୍ଷାତକାରରେ ଜ୍ୟାକି କହିଛନ୍ତି ସଲମାନ ମୋ ପୁଅ ଭଳି। ୧୯୮୮ରେ ଫିଲ୍ମ ‘ଫଲକ’ ରିଲିଜ ହୋଇଥିବା ସମୟରେ ସଲମାନଙ୍କ କିଛି ଫଟୋ ଉଠାଇଥିଲେ ଜ୍ୟାକି। ଯାହାକୁ ପକେଟରେ ଧରି ବୁଲୁଥିଲେ ଏବଂ ତାଙ୍କୁ ଫିଲ୍ମରେ ନେବା ପାଇଁ ପ୍ରଯୋଜକଙ୍କୁ ନିବେଦନ କରୁଥିଲେ ବୋଲି ଜ୍ୟାକି କହିଛନ୍ତି। ସେ ସମୟରେ ମୁଁ ଭାବିନେଇଥିଲି, ଦିନେ ନା ଦିନେ ସଲ୍ଲୁ ଷ୍ଟାର୍‌ ହେବ। ଆଜି ତାହା ସତ ହୋଇଛି। ‘ଭାରତ’ରେ ସଲ୍ଲୁଙ୍କ ପିତା ଭୂମିକା ନିଭାଇବା ମୋ ପାଇଁ ଗୌରବର କଥା ବୋଲି ଜ୍ୟାକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ଶିକ୍ଷିତା ପରିଣିତି

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ନାୟିକା ପରିଣିତି ଚୋପ୍ରା ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏବେକାର ପ୍ରାୟ ସବୁ ନାୟିକାଙ୍କ ମଧ୍ୟରେ ପରିଣିତିଙ୍କ ଶିକ୍ଷାଗତ ଯୋଗ୍ୟତା ସବୁଠାରୁ...

ଏହି ପ୍ରଶ୍ନର ଉତ୍ତର ଦେଲେ ମିଳିବ ଶାହାରୁଖ୍‌ ଖାନ୍‌ଙ୍କ ଘରେ ରହିବାର ସୁଯୋଗ

ବଲିଉଡ୍‌ର କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ଙ୍କର ଅନେକ ପ୍ରଶଂସକ ରହିଛନ୍ତି। ସେମାନେ ଶାହାରୁଖ୍‌ଙ୍କ ସହ ସେଲ୍‌ଫି ନେବା ପାଇଁ ଘଣ୍ଟା ଘଣ୍ଟା ତାଙ୍କ ଘର ସମ୍ମୁଖରେ ଛିଡା...

ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ଟିଭି ସିରିଏଲ୍‌ର ଏହି ଅଭିନେତା କରୋନା ପଜିଟିଭ୍‌: ୩ଦିନ ଯାଏଁ ବନ୍ଦ ରହିଲା ଶୁଟିଂ

ମୁମ୍ବାଇ,୭।୭: କରୋନା ଲକ୍‌ଡାଉନ ଯୋଗୁ ୩ମାସରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। କରୋନା ସଙ୍କଟ ମଧ୍ୟରେ ତଥା ଅନ୍‌ଲକ-୨ରେ ମହାରାଷ୍ଟ୍ର ସରକାର...

ସିନେମାହଲ୍‌ରେ ଫ୍ଲପ୍‌ ହେଲେ ଟେଲିପରଦାରେ ‘ସୁପରହିଟ୍‌’ ଏସବୁ ଫିଲ୍ମ, କାରଣ ବୁଝାପଡେନି

ବମ୍ବେ: ପ୍ରତିବର୍ଷ ଶହ ଶହ ଫିଲ୍ମ ପରଦାକୁ ଆସେ। ସେଥିରୁ କିଛି ସୁପରହିଟ୍‌ ହେବା ବେଳେ କିଛି ପାଲଟିଥାଏ ସୁପରଫ୍ଲପ୍‌। ହେଲେ ଏପରି କିଛି ହିନ୍ଦି...

ଏହି ଅଭିନେତ୍ରୀଙ୍କୁ ଦୀର୍ଘ ସମୟ ଧରି ଚୁମ୍ବନ ଦେଇଥିଲେ ଇମ୍ରାନ ହାସ୍‌ମି, ଜାଣନ୍ତୁ କେତେ ମିନିଟ୍‌ ଥିଲା

ବଲିଉଡରେ ସିରିଏଲ କିସର ଭାବରେ ଜଣାଶୁଣା ଅଭିନେତା ଇମ୍ରାନ ହାସ୍‌ମି ଆଜି ତାଙ୍କର ୪୨ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଫିଲ୍ମ ‘ଫୁଟ୍‌ପାଥ’ରୁ ବଲିଉଡ୍‌...

ଏସବୁ ସେଲିବ୍ରିଟିଙ୍କ ପାଇଁ ୨୦୨୦ର ସ୍ମୃତି ମଧୁର, ମିଳିଛି ପ୍ରେମକୁ ସ୍ବୀକୃତି

ବମ୍ବେ: ଶେଷ ହୋଇଛି ବର୍ଷ ୨୦୨୦। ହେଲେ ତାର ସ୍ମୃତି ସର୍ବଦା ଅଭୂଲା ହୋଇ ରହିବ। ଲକ୍‌ଡାଉନ୍‌ ଯୋଗୁ କିଛି ମାସ ପର୍ଯ୍ୟନ୍ତ ଲୋକେ ପାର୍ଟି...

Advertisement

BGU

Archives

Model This Week

Why Dharitri