ସଲମାନଙ୍କ ଫାର୍ମହାଉସ୍‌ରେ ଏମିତି ସମୟ ବିତାଉଛନ୍ତି ଜ୍ୟାକ୍‌ଲିନ୍‌: ଭିଡିଓ ଭାଇରାଲ

ମୁମ୍ବାଇ : ଦେଶରେ ଲକ୍‌ଡାଉନ୍‌ ଚାଲିଥିବାରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଘରେ ସମୟ କାଟୁଛନ୍ତି। ବଲିଉଡ୍‌ର କିଛି ସେଲିବ୍ରିଟି ସେଲ୍‌ଫ୍‌ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ଅଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌। ଲକ୍‌ଡାଉନ୍‌ରେ ସେ ଖୁବ୍‌ ସୁନ୍ଦର ସମୟ ଅତିବାହିତ କରୁଛନ୍ତି। ଯେତେବେଳେ ଦେଶରେ ଲକ୍‌ଡାଉନ୍‌ ଜାରି ହେଲା ସେତେବେଳେ ଜ୍ୟାକ୍‌ଲିନ୍‌ ଅନ୍ତରଙ୍ଗ ବନ୍ଧୁ ତଥା ଅଭିନେତା ସଲମାନ ଖାଁଙ୍କ ଫାର୍ମ ହାଉସରେ ଫସିଯାଇଥିଲେ। ଏହି ସମୟରେ ଜ୍ୟାକ୍‌ଲିନ୍‌ ଫାର୍ମହାଉସରେ କ’ଣ କରୁଛନ୍ତି ତାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦବଙ୍ଗ ଖାନ୍‌ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଜ୍ୟାକ୍‌ଲିନ୍‌ଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ୩ ମିନିଟ୍‌ ୪୮ ସେକେଣ୍ଡ୍‌ର ଏହି ଭିଡିଓରେ ଜ୍ୟାକ୍‌ଲିନ୍‌ ସଲମାନଙ୍କ ଫାର୍ମହାଉସ୍‌ରେ ଥିବା କୁକୁର, ବିଲେଇ ଘୋଡ଼ା, କୁକୁଡ଼ା, ଛେଳି ସମସ୍ତଙ୍କ ସହିତ ସମୟ ବିତାଉଛନ୍ତି। ଏପରିକି ଗଛଚଢ଼ା ମଧ୍ୟ ଶିଖୁଛନ୍ତି। ସଲମାନ ଶେୟାର କରିଥିବା ଭିଡିଓରେ ଜ୍ୟାକ୍‌ଲିନ୍‌ ଘୋଡ଼ାକୁ ଗାଧୋଇ ଦେବା ସହ ତାକୁ ଖାଇବାକୁ ଦେଉଛନ୍ତି। ଭିଡିଓକୁ ଜ୍ୟାକ୍‌ଲିନ୍‌ ପ୍ରସ୍ତୁତ କରିଥିବା ବେଳେ ସଲମାନଙ୍କ ତାଙ୍କ ଇନ୍‌ଷ୍ଟାରେ ଶେୟାର କରିଛନ୍ତି। ଏଥିରେ ସଲମାନ କ୍ୟାପଶନ ଲେଖିଛନ୍ତି, ‘ଜ୍ୟାକ୍‌ଲିନଙ୍କ ଦ୍ୱାରା ପ୍ରସ୍ତୁତ ଫିଲ୍ମ’। ସୋସିଆଲ ମିଡିଆରେ ଏହି ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। କହିରଖୁଛୁ ଲକ୍‌ଡାଉନ୍‌ ଯୋଗୁ ଫାର୍ମହାଉସ୍‌ରେ ସଲମାନଙ୍କ ପରିବାର ସଦସ୍ୟଙ୍କ ସହ ୟୁଲିଆ ବନ୍ତୁର ଏବଂ ଆଉ କିଛି ବନ୍ଧୁ ଫସି ରହିଛନ୍ତି।
https://www.instagram.com/tv/B_4yaWglK7s/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?