ସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର

ବଲିଉଡର ଲାୟନ (ସିଂହ) ହେଉଛନ୍ତି ସଲମାନ୍‌ ଖାନ୍‌। ଇନ୍‌ଷ୍ଟାଗ୍ରାମ୍‌ରେ ସଲମାନ୍‌ଙ୍କ ବ୍ରେସ୍‌ଲେଟ୍‌ର ଏକ ଆକାଉଣ୍ଟ ଖୋଲାଗଲେ ତାହାର ଅନେକ ଫଲୋଅର୍ସ ହେବେ। ନିକଟରେ ଏକ ସାକ୍ଷାତ୍‌କାରରେ ଏପରି କହିଛନ୍ତି ଟାଇଗର୍‌ ଶ୍ରଫ୍‌। ପ୍ରକୃତ କଥାଟା ହେଲା ଟାଇଗର ହେଉଛନ୍ତି ସଲମାନ୍‌ଙ୍କ ଜଣେ ବଡ଼ ପ୍ରଶଂସକ। ସେ କେବେ ସଲମାନ୍‌ଙ୍କ ସହ ଫିଲ୍ମରେ ଏକତ୍ର କାମ କରି ନାହାନ୍ତି। ହେଲେ ତାଙ୍କ ଅଭିନୟ ପ୍ରତି ସେ ଖୁବ୍‌ ପ୍ରଭାବିତ ହୋଇଥିବା କହିଛନ୍ତି। ଆହୁରି ମଧ୍ୟ ସେ କୁହନ୍ତି, ସଲମାନ୍‌ଙ୍କ ଫିଲ୍ମ ଦେଖି ମୁଁ ବଡ଼ ହୋଇଛି।
ଟାଇଗରଙ୍କ ବାପା ଜ୍ୟାକି ଶ୍ରଫ୍‌ ଏବଂ ସଲମାନ୍‌ ହେଉଛନ୍ତି ଭଲ ବନ୍ଧୁ। ସଲମାନ୍‌ଙ୍କ ଆଗାମୀ ଫିଲ୍ମ ‘ରାଧେ’ରେ ଜ୍ୟାକିଙ୍କୁ ଦେଖିବାକୁ ମିଳିବ। ଏଥିସହ ଟାଇଗରଙ୍କ ପ୍ରେମିକା ଦିଶା ପଟାନୀ ଫିଲ୍ମର ପ୍ରମୁଖ ନାୟିକା ଚରିତ୍ରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିକାଙ୍କ ସଂସ୍ପର୍ଶରେ ଆସିଛନ୍ତି ବାପି!

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡିତ ହେବା ପରେ ତାଙ୍କୁ ନେଇ ଆସୁଛି କିଛି ନା କିଛି ଖବର। ନିକଟରେ ସେ...

ଚିରଞ୍ଜିବ କରୋନା ପଜିଟିଭ

ଚେନ୍ନାଇ,୯ ।୧୧: ସାଉଥ୍ ସୁପରଷ୍ଟାର ଚିରଞ୍ଜିବ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି ।...

ବ୍ରେକ୍‌ଅପ୍‌ ପରେ ପୁଣି ପ୍ରେମରେ ପଡ଼ିଛନ୍ତି ଅନନ୍ୟା

ବମ୍ବେ: ଅଭିନେତା ଶାହିଦ କପୁରଙ୍କ ସାନ ଭାଇ ଈଶାନ ଖଟ୍ଟରଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ନୂଆ ସମ୍ପର୍କରେ ଯୋଡ଼ି ହୋଇଛନ୍ତି ଅନନ୍ୟା ପାଣ୍ଡେ। ବଲିଉଡ୍‌ର...

ଫଟୋ ଶୁଟ୍‌ କରି ଟ୍ରୋଲ ହେଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଟ୍ୟାଲେଣ୍ଟେଡ ନାୟିକା ଦୀପିକା ପାଦୁକୋନ ଏବେ ଟ୍ରୋଲ ହେବାରେ ଲାଗିଛନ୍ତି। ନିକଟରେ ସେ ଏକ ବୋଲ୍ଡ ଫଟୋ ଶୁଟ୍‌ କରିଥିବାରୁ ଟ୍ରୋଲ୍‌ ହୋଇଥିବା...

ଡ୍ରଗ୍ସ ମାମଲା: କମେଡିଆନ ଭାରତି ସିଂଙ୍କ ଫ୍ଲାଟରୁ ମିଳିଲା ଗଞ୍ଜେଇ!

ମୁମ୍ବାଇ,୨୧ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଯାଞ୍ଚ ଜାରି ରଖିଛି । ଏଥିରେ ଜଣକ ପରେ ଜଣେ ବଲିଉଡ୍ ସେଲିବ୍ରିଟିଙ୍କ ନାଁ...

ଭାଇଙ୍କ ସହ ସମ୍ପର୍କ ଖବର ଥିଲା ଚର୍ଚ୍ଚାରେ, ଶୋଇବେ କ’ଣ ରାତି ରାତି କାନ୍ଦୁଥିଲେ ଏହି ଅଭିନେତ୍ରୀ

ବମ୍ବେ: ସେଲିବ୍ରଟିମାନଙ୍କ ଜୀବନ ଦୂରରୁ ଯେତିକି ଚାକଚକ୍ୟପୂର୍ଣ୍ଣ ଲାଗିଥାଏ, ବାସ୍ତବତା ଠିକ ଓଲଟା ହୋଇଥାଏ। କାରଣ ତାଙ୍କର ବ୍ୟକ୍ତିଗତ ଜୀବନ କ୍ୟାମେରା ଲେନ୍ସରେ ଥାଏ। ଅନେକ...

ଅପ୍ରେଲରେ ବିବାହ କରିବେ ରିଚା ଚଢ଼ା-ଅଲ୍ଲୀ ଫାଜଲ୍‌: ୩ ସ୍ଥାନରେ ଦେବେ ରିସେପ୍‌ସନ୍‌ ପାର୍ଟି

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ ଅଭିନେତ୍ରୀ କରିସ୍ମା ଏବଂ କରୀନା କପୁରଙ୍କ ଭାଇ ଅରମାନ ଜୈନ୍‌ ବିବାହ କରିଥିଲେ। ଏବେ ଆଉ ଏକ...

ଅଭିଷେକ ବଚ୍ଚନ ଆଗ୍ରା ଜେଲ୍‌ରେ ଦେବେ ଦଶମ ପରୀକ୍ଷା

ଲକ୍ଷ୍ନୌ,୨୧।୨: ଆଗ୍ରା ଜେଲରେ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପୁତ୍ର ଅଭିଷେକ ବଚ୍ଚନ ଦଶମ ପରୀକ୍ଷା ଦେବେ। ପରୀକ୍ଷା ଫେବୃୟାରୀ ୨୩ରେ ହେବ। ତେବେ ଏହା...

Advertisement
Archives

Model This Week