ସଲମାନଙ୍କ ଶୋ’ରେ ଆସିବେ ରବିନା

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ଛୋଟ ପରଦା ଆଡେ ମୁହାଁଇଛନ୍ତି। ପ୍ରଯୋଜନା ହେଉ ବା ହୋଷ୍ଟ ଏବେ ସଲମାନ ବୋଧହୁଏ ଟିକେ ଛୋଟ ପରଦା ପ୍ରେମରେ ପଡି ଯାଇଛନ୍ତି। କପିଲ ଶର୍ମା ଶୋ’ ପ୍ରଯୋଜନା କରିବା ପରେ ଏବେ ଆଉ ଏକ ଡ୍ୟାନ୍ସ ରିୟଲିଟି ଶୋ’ର ପ୍ରଯୋଜନା କରିବେ ବୋଲି ଶୁଣିବାକୁ ମିଳିଛି। ସଲମାନ ଏଥର ‘ନଚ୍‌ ବଲିୟେ’ର ପ୍ରଯୋଜନା କରିବାକୁ ଯାଉଛନ୍ତି। ଆଉ ଏହି ଶୋ’ରେ ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ ବିଚାରକ ମଞ୍ଚରେ ବସିବେ ବୋଲି କୁହାଯାଉଛି। ମନିଷ ପଲ ଏହାର ହୋଷ୍ଟ କରିବେ। ଏହାକୁ ନେଇ ରବିନା ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିବା ପରେ ଏହ ଜଣାପଡିଛି। ତେବେ ଏଥିରେ ରବିନାଙ୍କ ନୂଆ ଲୁକ୍‌କୁ ଦର୍ଶକେ ପସନ୍ଦ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର ପରିବର୍ତ୍ତେ ଭଡ଼ା ଗାଡ଼ିରେ ଯିବାଆସିବା କରନ୍ତି ଏହି ପ୍ରସିଦ୍ଧ ଅଭିନେତାଙ୍କ ମା’ବାପା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଅଭିନେତା ଜନ୍‌ ଅବ୍ରାହମ୍‌ ଇତିମଧ୍ୟରେ ୪୮ ବର୍ଷର ହୋଇଯାଇଛନ୍ତି। ଆଜି ହେଉଛି ତାଙ୍କ ଜନ୍ମଦିନ। ଡିସେମ୍ବର ୧୭, ୧୯୭୨ରେ କେରଳର କୋଚିରେ ସେ ଜନ୍ମଗ୍ରହଣ...

ଏହି ଅଭିନେତା କରିଥିଲେ ମନା; ସେଥିପାଇଁ ତ ବିଗ୍‌ ବିଙ୍କ ସହ ଗୋଟିଏ ଫିଲ୍ମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ

ବମ୍ବେ: ଆଜି ହେଉଛି ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତଙ୍କ ହାପି ବର୍ଥ ଡେ’ ଅର୍ଥାତ ଜନ୍ମଦନ। ମେ’ ୧୫ରେ ସେ ନିଜର ୫୪ତମ ଜନ୍ମଦିନ...

ହଜାରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇଲେ ସ୍ବରା

ମୁମ୍ବାଇ: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ଯୋଗୁ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି। ଗୋଟିଏ ପଟେ...

‘ଡ୍ରିମ୍‌ ଗର୍ଲ’ ନିର୍ଦ୍ଦେଶକଙ୍କୁ ଲାଲ୍‌ ଜାଗୁଆର୍‌ ଭେଟି ଦେଲେ ଏକତା

ବମ୍ବେ: ବଡ଼ ପରଦାରେ ଭଲ ପ୍ରଦର୍ଶନ କରି ହିଟ୍‌ ସାବ୍ୟସ୍ତ ହୋଇଥିଲା ଅଭିନେତା ଆୟୁଷ୍ମାନ୍‌ ଖୁରାନ୍ନାଙ୍କ ଫିଲ୍ମ ‘ଡ୍ରିମ୍‌ ଗର୍ଲ’। ମାତ୍ର ୩୦ କୋଟି ବଜେଟରେ...

ଆଇଟମ୍‌ ସଙ୍ଗକୁ ନେଇ କ’ଣ କହିଲେ କ୍ରିତି

ମୁମ୍ବାଇ: ବଲିଉଡରେ ଖୁବ୍‌ କମ୍‌ ସମୟ ପାଇଁ ନଜର ଆସିଥିଲେ ବି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ନାୟିକା କ୍ରିତି ସାନନ୍‌। ଆଇଟମ୍‌...

ଜାମିଆ ଛାତ୍ରଙ୍କ ସପକ୍ଷରେ ବାହାରିଲେ ଅଭିନେତ୍ରୀ ସୋନମ କପୁର

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ କରି ନୂଆଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଚର୍ଚ୍ଚାକୁ ଆସିଛି। ଏଠାକାର ଛାତ୍ରମାନେ ଏହି ଆଇନକୁ ତୀବ୍ର ବିରୋଧ କରିଛନ୍ତି।...

ସଲମାନଙ୍କ ପରେ ଆମିରଙ୍କ ଲୁକ୍‌କୁ କପି କଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ନାୟକ କାର୍ତ୍ତିକ ଆର୍ଯ୍ୟନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ଅନେକ ସମୟରେ ସେ ତାଙ୍କର ବିଭିନ୍ନ ଷ୍ଟାଇଲର ଫଟୋ ସୋସିଆଲ ମିଡିଆରେ ଶେୟାର...

ଆଇପିଏସ୍ ଭୂମିକାରେ ୟାମି

ମୁମ୍ବାଇ: ବଲିଉଡ୍ ନାୟିକା ୟାମି ଗୌତମ ଖୁବ୍‌ଶୀଘ୍ର ଏକ ନୂଆ ଫିଲ୍ମରେ ନଜର ଆସିବେ । ଯାହାର ଲୁକ୍ ଏବେ ସାମ୍ନାକୁ ଆସିଛି । ଏହାସହ...

Advertisement
Seven Jackpot


Archives

Model This Week