ସଲମାନଙ୍କ ସହ ଥିବା ଏହି ଯୁବକ ଜଣଙ୍କ ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ପ୍ରତିଦିନ କିଛି ନା କିଛି ଫଟୋ କିମ୍ବା ଭିଡିଓ ସେ ପୋଷ୍ଟ କରୁଥିବାର ନଜିର ରହିଛି। ନିକଟରେ ସେ ଏକ ଭିଡିଓ ପୋଷ୍ଟ କରି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଭିଡିଓରେ ଥିବା ଯୁବକ ଜଣକ ହେଉଛନ୍ତି ଇଣ୍ଡିଆନ୍‌ ଆଇଡଲ୍‌ ଫେମ୍‌ ଥୁପେନ୍‌। ତାଙ୍କ ଘର ଅରୁଣାଚଳ ପ୍ରଦେଶରେ। ଦୁଇ ହାତ ନ ଥିବା ସତ୍ତ୍ୱେ ଥୁପେନ ଇଣ୍ଡିଆନ୍‌ ଆଇଡଲ୍‌ ସିଜନ୍‌ ୯ରେ ଭାଗ ନେଇଥିଲେ। ଏହାସହ ବଲିଉଡ ଏବଂ ଆଲବମରେ ମଧ୍ୟ ଗୀତ ଗାଇ ବେଶ୍‌ ଲୋକପ୍ରିୟ ହୋଇପାରିଛନ୍ତି। ତାଙ୍କ ନିଷ୍ଠା ଆଗରେ ଶାରୀରିକ ଅକ୍ଷମତା ହାର ମାନିଛି, ସେ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ସଲମାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ାଇବେ ୟାମି

କି କଥା, ୟାମି ପାଠ ପଢ଼ାଇବେ ! ତା’ ଅର୍ଥ କ’ଣ ଯେ ସେ ଅଭିନୟ ଛାଡି ଶିକ୍ଷକତା ଲାଇନ୍‌କୁ ଆପଣେଇବାକୁ ଯାଉଛନ୍ତି ? ହେଲେ...

ବାହୁବଳୀ ପରେ କୌଣସି ଫିଲ୍ମ ସାଇନ୍‌ କରି ନ ଥିଲେ ପ୍ରଭାସ

ମୁମ୍ବାଇ,୨୩।୧୦: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ବୁଧବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଅକ୍ଟୋବର ୨୩ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ।...

ନିଅଁ। ଲଗାଇଲେ ନିଆ

ମୁମ୍ବାଇ, ୧୭ା୧୨: ବ୍ଲାକ କଲରର ବୋଲ୍ଡ ଡ୍ରେସ୍‌ରେ ନେକ୍‌ଲେସ୍‌ ଓ  ଓଠରେ ଲାଲ୍‌ ଲିପ୍‌ଷ୍ଟିକ୍‌। ଟେଲିଭିଜନ ଅଭିନେତ୍ରୀ ନିଆ ଶର୍ମାଙ୍କ ଏଭଳି ଫଟୋ ଇଣ୍ଟରନେଟ୍‌ରେ ନିଅଁ।...

ସବୁ କଳ୍ପନାର ଅନ୍ତ, ‘ସିତା-ଦ ଇନକାରନେଶନରେ ସୀତା ଭୂମିକାରେ ନଜର ଆସିବେ କଙ୍ଗନା

ମୁମ୍ବାଇ: ଫିଲ୍ମ ‘ଥାଲାଇବି’ରେ ନିଜର ଦମଦାର ଅଭିନୟ ଦେଖାଥିବା କଙ୍ଗନା ରାନାୱତ ପୁଣିଥରେ ଏକ ବଡ ଚରିତ୍ରରେ ଅଭିନୟ କରିବାକୁ ଯାଉଥିବା ଜଣାପଡିଛି । ପଦ୍ମଶ୍ରୀ...

ମାଧୁରୀଙ୍କୁ ପତଳି ବୋଲି କହି ବାହା ହେବାକୁ ମନା କରିଦେଇଥିଲେ ଏହି ଗାୟକ; ଆଜି କରୁଛନ୍ତି…

ବମ୍ବେ: ଅଶି ଏବଂ ନବେ ଦଶକର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଜଣେ। ସୌନ୍ଦର୍ଯ୍ୟ ହେଉ ଅଥବା ଅଭିନୟ କି...

ପୁଣି ଥରେ ଆତ୍ମହତ୍ୟା କରିବେ ସୁଶାନ୍ତ

ମୁମ୍ବାଇ, ୩।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ଏବେ ବିହାର ପୋଲିସ ପକ୍ଷରୁ ସୁଶାନ୍ତଙ୍କର ଆତ୍ମହତ୍ୟା...

ପ୍ରେମିକଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚାରେ ଟାଇଗରଙ୍କ ଭଉଣୀ, କଲେ ଏପରି ନିବେଦନ

ବମ୍ବେ: ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଭଉଣୀ କୃଷ୍ଣାଙ୍କର ହୋଇଛି ବ୍ରେକ୍‌ଅପ୍‌। ଇବାନ ହାୟମ୍ସଙ୍କଠାରୁ ସେ ଅଲଗା ହୋଇଛନ୍ତି। ଉଭୟଙ୍କ ରୋମାଣ୍ଟିକ୍‌ ଫଟୋ ସୋସିଆଲ ମିଡିଆରେ...

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅକ୍ଷୟ ଦାନକଲେ ୨୫ କୋଟି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର୍‌ ଅକ୍ଷୟ କୁମାର କରୋନା ପ୍ରଭାବିତଙ୍କ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସ୍ବାମୀଙ୍କ ଏପରି...

Advertisement
Archives

Model This Week