ସଲମାନ କହିଲେ, କ୍ରିକେଟ ପଡିଆରେ ଏହି ଖେଳାଳି ହେଉଛନ୍ତି ଅସଲ ଦବଙ୍ଗ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଏବେ ନିଜ ଆଗାମୀ ଫିଲ୍ମ ଦବଙ୍ଗ-୩ ପ୍ରମୋଶନ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ସେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ପ୍ରଥମ ଏକଦିବସୀୟ ମ୍ୟାଚ୍‌ର କ୍ରିକେଟ ଲାଇଭ୍‌ ଶୋ’ରେ ପହଞ୍ଚି ଫିଲ୍ମର ପ୍ରମୋଶନ କରିଥିଲେ। ଏହି ଶୋ’ରେ ତାଙ୍କ ପସନ୍ଦର କ୍ରିକେଟର କିଏ ବୋଲି ପଚରାଯାଇଥିଲା। ଯାହାର ଉତ୍ତରରେ ସଲ୍କୁ କହିଥିଲେ, ମହେନ୍ଦ୍ର ସିଂ ଧୋନୀ। ସେ ହିଁ କ୍ରିକେଟ ପଡିଆର ଅସଲ ଦବଙ୍ଗ ବୋଲି ସେ କହିଥିଲେ। ସୂଚନାଯୋଗ୍ୟ, ଦବଙ୍ଗ-୩ ଡିସେମ୍ବର ୨୦ ରିଲିଜ୍‌ ହେବ। ଫିଲ୍ମରେ ସଲମାନଙ୍କ ବ୍ୟତୀତ ସୋନାକ୍ଷୀ ସିହ୍ନା ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କୁ ଏମିତି ମନେ ପକାଇଲେ ସଲମାନ

ଆଜି ପବିତ୍ର ଗୁରୁଦିବସ। ଗୁରୁଙ୍କ ବିନା ଜୀବନ ଅନ୍ଧକାରମୟ। ତେଣୁ ଗୁରୁଙ୍କୁ ସମ୍ମାନ ଜଣାଇବା ପାଇଁ ଏହି ଦିନଟି ଗୁରୁତ୍ୱପୂର୍ଣ୍ଣ। ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌...

ବାଉଣ୍ଡାରିି ନିୟମକୁ ସମାଲୋଚନା

ନୂଆଦିଲ୍ଲୀ, ୧୫ା୭ (ପି.ଟି.)-ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆଇସିସି ବିଶ୍ୱକପ୍‌ ମ୍ୟାଚର ଯେପରି ରୋମାଞ୍ଚକ ପରିସମାପ୍ତି ଘଟିଲା, ସେନେଇ କ୍ରିକେଟ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ...

ଜୁଆ ଯୋଗୁ ବୁଡ଼ିଯାଇଥିଲା କ୍ୟାରିୟର

ଲଣ୍ଡନ,୪ା୧(ଏଏଫ୍‌ପି)- ଜୁଆ ଯୋଗୁ ଉଜ୍ଜ୍ୱଳମୟ କ୍ୟାରିୟର ପ୍ରଭାବିତ ହୋଇଥିବା ସ୍ବୀକାର କରିଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ଓ୍ବେନ୍‌ ରୁନି। ଚଳିତ ସପ୍ତାହରେ ଡର୍ବି ପାଇଁ ପଦାର୍ପଣ...

ଆର୍ଜେଣ୍ଟିନାର ୬ ରଗ୍‌ବୀ ଖେଳାଳିଙ୍କୁ କରୋନା

ଓ୍ବେଲିଂଟନ, ୬ା୯ (ଏପି): କୋଭିଡ୍‌-୧୯ ଟେଷ୍ଟରେ ଆର୍ଜେଣ୍ଟିନା ଜାତୀୟ ରଗ୍‌ବୀ ଦଳର ୬ଜଣ ସଦସ୍ୟଙ୍କର ପଜିଟିଭ ଆସିଛି। ଏହି ଖେଳାଳିମାନଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ...

ଅଲୋଡ଼ା ତାଲିକାରେ ଓ୍ବାର୍ନର

ମାଞ୍ଚେଷ୍ଟର,୫।୯: ଚଳିତ ଆଶେସ ସିରିଜ୍‌ରେ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନରଙ୍କ ଖରାପ ଫର୍ମ ଜାରି ରହିଛି। ସେ ଏଠାରେ ଖେଳାଯାଉଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ...

ଇଂଲଣ୍ଡ ବ୍ୟାଟିଂ କୋଚ୍‌ ପଦ ଛାଡ଼ିବେ ରାମପ୍ରକାଶ

ଲଣ୍ଡନ,୩୧।୫- ଇଂଲଣ୍ଡ ଜାତୀୟ ଦଳର ବ୍ୟାଟିଂ କୋଚ ମାର୍କ ରାମପ୍ରକାଶ ଜୁନରେ ପଦ ଛାଡ଼ିବା ନେଇ ସୂଚନା ଦେଇଛନ୍ତି। ୫୨ ଟେଷ୍ଟ ଖେଳିଥିବା ପୂର୍ବତନ ଇଂଲିଶ...

ସଚିନଙ୍କୁ ‘ଭଗବାନ କୃଷ୍ଣ’ କହି ପ୍ରଶଂସକଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ଭାରତର ପୂର୍ବତନ କ୍ରିକେଟର୍‌ ମହମ୍ମଦ କୈଫ ନିଜ ଟୁଇଟର ଆକାଉଣ୍ଟରେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋରେ...

ମେସିଙ୍କ ଭବିଷ୍ୟତ ସମ୍ପର୍କରେ ବିଚାର ପାଇଁ ବାର୍ସିଲୋନାରେ ପହଞ୍ଚିଲେ ପିତା

ବାର୍ସିଲୋନା,୩।୯(ଏପି): ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ପିତା ଜର୍ଜ ଆର୍ଜେଣ୍ଟିନାରୁ ସିଧା ବାର୍ସିଲୋନାରେ ପହଞ୍ଚିଛନ୍ତି। ମେସିଙ୍କ ଭବିଷ୍ୟତ ସଂକ୍ରାନ୍ତରେ ଆଲୋଚନା କରିବାକୁ ସେ ବାର୍ସିଲୋନା...

Coronavirus Update

Archives

Model This Week

Why Dharitri