ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୧୮।୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ମୟୂରଭଞ୍ଜ ଜିଲା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ହୃଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ବାରିପଦା ସହର ପ୍ରଫୁଲ୍ଲ ନଗରସ୍ଥିତ ବାସଭବନ, ଉଦଳା ନୁଦଡିହାସ୍ଥିତ ପୈତୃକଘର, ବାଙ୍ଗିରିପୋଷିସ୍ଥିତ କତରା ଗ୍ରାମର ଶ୍ୱଶୁରଘର ଏବଂ ଭୁବନେଶ୍ୱରସ୍ଥିତ ଫ୍ଲାଟ୍‌ରେ ଏକାସଙ୍ଗରେ ଚଢ଼ାଉ ଚାଲିଛି। ବାରିପଦା, ବାଲେଶ୍ବର ଏବଂ କେନ୍ଦୁଝର ଭିଜିଲାନ୍ସ ମିଳିତ ଭାବେ ଏହି ଚଢ଼ାଉ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ ଧକ୍କାରେ ଦୁଇ ଜଣଙ୍କ ଜୀବନ ଗଲା

ରାଇସୁଆଁ,୩ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ସୋମବାର ସକାଳେ ଏକ ଟ୍ରକ ଧକ୍କା ଦେବାରୁ ରାଇସୁଆଁର ଜଣେ ଯୁବତୀ ଓ ଜଣେ ମହିଳାଙ୍କ ଜୀବନ...

ଧାନବିହନ ମୂଲ୍ୟ ବୃଦ୍ଧିକୁ ବିରୋଧ

ଭୋଗରାଇ,୧୫।୫(ଡିି.ଏନ.ଏ.) :ରାଜ୍ୟ ସରକାର ଚଳିତ ଖରିଫଋତୁରେ ଧାନ ବିହନ କୁଇଣ୍ଟାଲ ପିଛା ୩୫ ଟ. ୭କୁ ବୃଦ୍ଧି କରିଥିବା ବେଳେ ଅଣଧାନ ଚାଷ ପାଇଁ ସମପରିମାଣର...

ବନ୍ୟା କମିଲା, ପାଣି ଛାଡ଼ିନି

ଭୋଗରାଇ,୨୬।୮(ଡି.ଏନ.ଏ.): ପୋଗର ଉନ୍ନତି ହେବା ସହିତ ବନ୍ୟା ସ୍ଥିତିରେ ମଧ୍ୟ ସୁଧାର ଆସିଛି। ହେଲେ ଏମିତି ପଞ୍ଚାୟତ ରହିଛି ଯେଉଁଠି ବନ୍ୟାପାଣି ଛାଡ଼ିବାକୁ ଆହୁରି ୧୦ଦିନରୁ...

ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି

କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ...

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର...

ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ

ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ...

କୋର୍ଟଙ୍କ ନିର୍ଦ୍ଦେଶର ୧ ବର୍ଷକ ପରେ ରାସ୍ତାକଡ଼ରୁ ହଟିଲା ଜବରଦଖଲ

ଜଳେଶ୍ୱର, ୧୧।୧୨(ସ୍ବ.ପ୍ର.)-ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ପଞ୍ଚୁଘଣ୍ଟା ଗ୍ରାମ ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଯାତାୟାତ ରାସ୍ତା ଅବରୋଧ କରାଯାଇଥିବାରୁ ସେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ...

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର...

Advertisement
Archives

Model This Week