Posted inଜାତୀୟ

ସହଯୋଗରେ ସମ୍ପର୍କ ହେବ ମଜଭୁତ

ନୂଆଦିଲ୍ଲୀ,୨୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ମଙ୍ଗଳବାର ମିଳିତ ଭାବେ ଯୋଗବାନି-ବିରାଟନଗରରେ ଦ୍ୱିତୀୟ ଇଣ୍ଟିଗ୍ରେଟେଡ ଚେକ୍‌ପୋଷ୍ଟର ଉଦ୍‌ଘାଟନ କରିଛନ୍ତି। ଏହା ବ୍ୟବସାୟ ଓ ଲୋକଙ୍କ ଗମନା ଗମନର ସୁବିଧା ପାଇଁ ଭାରତର ସହଯୋଗରେ ନିର୍ମାଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଭାରତ ସବୁ ପଡୋଶୀ ମିତ୍ର ଦେଶ ସହ ଯାତାୟତକୁ ସରଳ କରିବା ବ୍ୟବସାୟ, ସଂସ୍କୃତି, ଶିକ୍ଷାକୁ ନେଇ ଭାରତ ସହ ସମ୍ପର୍କକୁ ଆହୁରି ମଜଭୁତ କରିବାକୁ ବଦ୍ଧ ପରିକର। ଏହାପରେ ମୋଦି ଭାରତ ଓ ନେପାଳ ମଧ୍ୟରେ କ୍ରସ ବର୍ଡର କନେକଟିଭିଟି ପରିଯୋଜନା ଉପରେ କାମ ହେଉଥିବା କହିଥିଲେ। ଏହାସହ ନେପାଳ ଭୂକମ୍ପ କଥା ମଧ୍ୟ ଉଠାଇଥିଲେ ମୋଦି। ଏହାପରେ ନେପାଳ ପ୍ରଧାନମନ୍ତ୍ରୀ ଓଲି କହିଥିଲେ, ଏବେ ସମୟ ଆସିଛି ଭାରତ-ନେପାଳ ମଧ୍ୟରେ ବହୁ ଦିନରୁ ପଡି ରହିଥିବା ଅନେକ ସମସ୍ୟାକୁ ନେଇ କଥାବାର୍ତ୍ତା ମାଧ୍ୟମରେ ଏହାର ସମାଧାନ ବାହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ବିରୋଧରେ ଲଢ଼େଇକୁ ଦୁର୍ବଳ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୧।୫ : ଦେଶରେ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢ଼େଇକୁ କଂଗ୍ରେସ ଦୁର୍ବଳ କରୁଛି। କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭାଜପା ମୁଖ୍ୟ ଜେ. ପି. ନଡ୍ଡା...

ଜ୍ଞାନବ୍ୟାପି ମସଜିଦ୍‌ ସର୍ଭେ ପଛରେ ୫ ମହିଳା…

ବାରାଣସୀ, ୧୪।୫ : ଉତ୍ତରପ୍ରଦେଶ ବାରାଣସୀର ଜ୍ଞାନବ୍ୟାପି ମସଜିଦ୍‌ର ପରିସରରେ ପ୍ରଥମ ଦିନର ସର୍ଭେ ଶନିବାର ଦିନ ଶେଷ ହୋଇଛି। ଆଡଭୋକେଟ କମିଶନରଙ୍କ ଉପସ୍ଥିତିରେ ସର୍ଭେ...

ମିଳୁନି ପିଆଜ ଦୋସା

ବେଙ୍ଗାଲୁରୁ,୩୦।୧୧: ଦେଶର ବିଭିନ୍ନ ଭାଗରେ ଏବେ ପିଆଜର କିଲୋଗ୍ରାମ ପିଛା ଦାମ୍‌ ଶହେ ଟଙ୍କା ଛୁଇଁଛି। ଆଉ ଏହି ଦାମ୍‌କୁ ଦେଖି ଘରଠାରୁ ହୋଟେଲ ସବୁଠି...

ଗାୟତ୍ରୀ ପ୍ରଜାପତିଙ୍କ ଘରେ ଚଢ଼ାଉ: ୧୧ ଲକ୍ଷ ଅଚଳ ଟଙ୍କା ସହିତ ୧୦୦ ବେନାମୀ ସମ୍ପତ୍ତି ଜବତ

ଲକ୍ଷ୍ନୌ,୩୧।୧୨: ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଗାୟତ୍ରୀ ପ୍ରଜାପତିଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଖଣି ଦୁର୍ନୀତିରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ପ୍ରବତ୍ତନ ନିର୍ଦ୍ଦେଶାଳୟ(ଇଡ଼ି)...

କମିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୫।୮:ଦୀର୍ଘଦିନର ଦରବୃଦ୍ଧି ପରେ ଗତ ମାସ ବିଭିନ୍ନ ବର୍ଗର ଖାଇବା ତେଲ ଉପରେ ୫ରୁ ୧୦ ଟଙ୍କା ହ୍ରାସ ଘଟିଥିଲା। ଫଳରେ ଖାଉଟି କିଛି ପରିମାଣରେ...

ଓଡ଼ିଶାରେ ଆଦିବାସୀ ସଂଗ୍ରହାଳୟ ଲାଗି ସୁଜିତଙ୍କ ଦାବି

ନୂଆଦିଲ୍ଲୀ,୨୬।୩: ଆଦିବାସୀ ସଂଗ୍ରହାଳୟ ସ୍ଥାପନ ଲାଗି ଚୟନ କରାଯାଇଥିବା ୧୦ ରାଜ୍ୟ ମଧ୍ୟରେ ଓଡ଼ିଶା ନାହିଁ। କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତିରେ ବିଜେଡି ଏମ୍‌ପି ସୁଜିତ...

ଉପରାଷ୍ଟ୍ରପତି ଦେଖିଲେ ‘ବାଟଲା ହାଉସ୍‌’ର ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ,୪।୮: ବଲିଉଡ୍‌ ଅଭିନେତା ଜନ୍‌ ଆବ୍ରାହମଙ୍କ ଅଭିନୀତ ଦେଶଭକ୍ତିର ଫିଲ୍ମ ‘ବାଟଲା ହାଉସ’ର ସ୍ପେଶାଲ ସ୍କ୍ରିନିଂ ଶନିବାର ଦିଲ୍ଲୀଠାରେ କରାଯାଇଛି। ଅଗଷ୍ଟ ୧୫ରେ ଏହା ରିଲିଜ୍‌...

ମଙ୍ଗଳବାର ୟେଦୁରପ୍ପାଙ୍କ କ୍ୟାବିନେଟ ସମ୍ପ୍ରସାରଣ

ବେଙ୍ଗାଲୁରୁ, ୧୮ା୮: କର୍ନାଟକରେ ଭାଜପା ସରକାରର କ୍ୟାବିନେଟ ସମ୍ପ୍ରସାରଣ ମଙ୍ଗଳବାର ଅପରାହ୍ନରେ କରାଯିବ। ସେହିଦିନ ପୂର୍ବାହ୍ନରେ ଭାଜପା ବିଧାୟକ ଦଳର ବୈଠକ ବସିବା ସହ ମନ୍ତ୍ରିମଣ୍ଡଳର...

Advertisement
Archives

Model This Week