ସହଯୋଗର ହାତ ବଢ଼ାଇଲେ ଶିଳ୍ପପତି: ଖବରକାଗଜ ବିତରକଙ୍କୁ ମିଳିଲା ଚାଉଳ

ବରଗଡ଼ ଅଫିସ୍‌,୧୭।୪: ଲକ୍‌ଡାଉନ କଟକଣା ଯୋଗୁ ଖବରକାଗଜ ବିତରକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଫଳରେ ସେମାନଙ୍କୁ କିଛି ସହାୟତା ପ୍ରଦାନ ଦାବିରେ କିଛିଦିନ ତଳେ ବରଗଡ଼ ଜିଲା ଖବରକାଗଜ ବିତରକମାନେ ଜିଲା ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ଜିଲା ପ୍ରଶାସନ ପକ୍ଷରୁ କୌଣସି ସହାୟତା ମିଳି ନାହିଁ । ଅନ୍ୟପଟେ ସ୍ଥାନୀୟ ନବରତ୍ନ ମିଡିଆ ସେଣ୍ଟରର ସରୋଜ ଷଡ଼ଙ୍ଗୀ ଖବରକାଗଜ ବିତରକଙ୍କୁ କିଛି ସହଯୋଗ କରିବାକୁ ସ୍ଥାନୀୟ ଶିଳ୍ପପତି ଶ୍ୟାମସୁନ୍ଦର ଅଗ୍ରୱାଲଙ୍କୁ ଅନୁରୋଧ କରିଥିଲେ। ତାଙ୍କ ଅନୁରୋଧ ପରେ ଶିଳ୍ପପତି ଅଗ୍ରୱାଲ ଶୁକ୍ରବାର ସହରର ୩୦ଜଣ ଖବରକାଗଜ ବିତରକଙ୍କୁ ୧୦ କିଜି ଲେଖାଏ ଚାଉଲ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ...

ସିମେଟ୍‌ ପାଲ ତଲେ ପରିବାର

ଲୋଇସିଂହା, ୩୧।୧୦(ଡି.ଏନ୍‌.ଏ.)- ଦିନାକେତେ ତଲେ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗାଁର ଗିରିଶଙ୍କର ଗେଜୋକଁର ଘରର କାଁଥି ଭାଂଗି ଯାଇଛେ। ଭଂଗା କାଁଥି...

ଗଞ୍ଜାମ ଏନ୍‌ଏସିରେ ମିଳୁନି ହରିଶ୍ଚନ୍ଦ୍ର ଯୋଜନା ଫର୍ମ: ଯୋଗାଇବାକୁ ଦାବି

ଗଞ୍ଜାମ,୧୩।୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ଲାଗି ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଛନ୍ତି। ଜନ୍ମ ହେଲେ ମମତା ଯୋଜନା ଓ ମୃତ୍ୟୁ ଘଟିଲେ ହରିଶ୍ଚନ୍ଦ୍ର...

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ ଅଫିସ,୧୫।୧୦: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ମଙ୍ଗଳବାର ଦୁଇଜଣ ଯୁବକ ଭାସି ଯାଇଛନ୍ତି। ଅପରାହ୍ନରେ ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରେ କେତେଜଣ ଯୁବକ...

ମଦ ନିଶା ଜୀବନ ନେଲା: କଟୁରୀରେ ହାଣି ପୁତୁରାକୁ ହତ୍ୟା, କକା ଗିରଫ

କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ...

ବାଲିଘାଟ ନିଲାମ ନେଇ ତତ୍ପରତା: କ୍ଷେତ୍ର ପରିଦର୍ଶନ କଲେ ତହସିଲଦାର

ବନ୍ତ,୧୫।୫(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ସାଳନ୍ଦୀ ନଦୀର ବିଭିନ୍ନ ବାଲିଘାଟ ନିଲାମ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ତହସିଲଦାର ଇନ୍ଦିରା ସାହୁ ଖଣି...

ଜୁନାଗଡରେ ପଞ୍ଚାୟତ ସମିତି ବୈଠକ: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ଅସନ୍ତୋଷ

ଜୁନାଗଡ,୨୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ଗୁରୁବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ବରଗଡ଼ରେ ୫ମାସର ଶିଶୁକୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୬୬୭୫ରେ ପହଞ୍ଚିଲା

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ଜିଲାରେ ପୁଣି ୯୮...

Coronavirus Update

Archives

Model This Week

Why Dharitri