ସହଯୋଗର ହାତ ବଢାଇଲେ ଅଧିକାରୀ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ନୂଆଗାଁବଡ ଗ୍ରାମର ଭାରତୀୟ ଆୟକର ବିଭାଗର ଡେପୁଟି କମିଶନର ଆଶିଷ କୁମାର ପଣ୍ଡା ବର୍ତ୍ତମାନ ଦିଲ୍ଲୀରେ ଅବସ୍ଥାପିତ ଥିବା ବେଳେ କରୋନା ସମୟରେ ନିଜ ଅଞ୍ଚଳର ଅସହାୟଙ୍କ ପାଇଁ ସହଯୋଗର ହାତ ବଢାଇଛନ୍ତି ା ଶନିବାର ଆଶିଷଙ୍କ ସମ୍ପର୍କୀୟ ଜୟକୃଷ୍ଣ ପଣ୍ଡା, ପୂର୍ବତନ ସମିତିସଭ୍ୟ ନିଳାମ୍ବର ପଣ୍ଡା, ସିଦ୍ଧାନ୍ତ କୁମାର ପଣ୍ଡା, ଜୟଦେବ ମଲ୍ଲିକ, ବିକାଶ କୁମାର ପଣ୍ଡା ପ୍ରମୁଖ ସାରୁଗାଁ ପଞ୍ଚାୟତର ନୂଆଗାଁ ବଡ, କବୀରପୁର, ତିଳଦା, ସାରୁଗାଁ ପଞ୍ଚାୟତର ୧୫୦ଦିନ ମଜୁରିଆ ପରିବାରକୁ ଭେଟି ଚୁଡା, ଚିନି, ଅଟା, ବିସ୍କୁଟ ତଥା ଅନ୍ୟାନ୍ୟ ଶୁଖିଲା ଖାଦ୍ୟ ପ୍ୟାକେଟ ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri