Posted inଜାତୀୟ

ସହଯୋଗୀଙ୍କୁ ଚାପୁଡା ମାରିଲେ ସିଦ୍ଧରମୈୟା

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ସଙ୍କଟମୋଚକ କୁହାଯାଉଥିବା ଡି.କେ. ଶିବକୁମାରଙ୍କ ଗିରଫ ହେବାପରେ ଦଳକୁ ଶକ୍ତ ଝଟକା ଲାଗିଛି। ଏହି ସମୟରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ନିଜର ଜଣେ ସହଯୋଗୀଙ୍କୁ ଚାପୁଡା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହୀଶୂର ବିମାନବନ୍ଦରରେ ସେ ଚାପୁଡା ମାରୁଥିବା ଜଣାପଡିଛି। ଭିଡିଓରେ ସିଦ୍ଧରମୈୟଙ୍କ ସହଯୋଗୀ ଫୋନରେ କଥା ହେବାପରେ ତାଙ୍କୁ ଫୋନ୍‌ ଦେଇଥିଲେ। କିନ୍ତୁ ସେ ରାଗିଯାଇ ତାଙ୍କୁ ଚାପୁଡା ମାରିଥିଲେ। ଭିଡିଓ ଭାଇରାଲ ହେବାପରେ ସିଦ୍ଧରମୈୟାଙ୍କୁ ୟୁଜର୍ସ ଖୁବ୍‌ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍‌ଓ୍ବେଲ୍‌ରେ ଖସିଥିବା ଶିଶୁର ମୃତ୍ୟୁ

ଭୋପାଳ,୯ା୬: ମଧ୍ୟପ୍ରଦେଶର ସେହୋର ଜିଲାରେ ଏକ ବୋର୍‌ଓ୍ବେଲ୍‌ରେ ଖସିପଡ଼ିଥିବା ଅଢ଼େଇ ବର୍ଷର ଶିଶୁକନ୍ୟାର ଗୁରୁବାର ମୃତ୍ୟୁ ଘଟିଛି। ଶିଶୁଟିକୁ ଉଦ୍ଧାର ପାଇଁ ୫୨ ଘଣ୍ଟାର ଉଦ୍ୟମ...

ଆଜି ଅବସର ନେବେ ସିଜେଆଇ

ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍‌.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ...

ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍‌

ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍‌) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା...

ନେହେରୁ ସଂଗ୍ରହାଳୟର ନାମ ପରିବର୍ତ୍ତନକୁ ନେଇ ମୋଦିଙ୍କର ପ୍ରଶଂସା କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୧୭।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ରାଜ୍ୟ ସଭା ଏମପି ନିରଜ ଶେଖର ନେହେରୁ ସଂଗ୍ରହାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗକୁ...

ଭାଜପା ଗଳାର କଣ୍ଟା ସାଜିଛନ୍ତି ବିରେନ: ମୋଦି-ଶାହା ନିରୁପାୟ…

ନୂଆଦିଲ୍ଲୀ,୨୫।୭ : ଜାତିଆଣ ହିଂସା ନିଆଁରେ ମଣିପୁର ଜଳୁଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ମନ୍ତ୍ରଣାଳୟର ଅଧିକାରୀମାନେ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିବା...

ମୋ ସ୍ବାମୀଙ୍କ ଉପରେ ଘୃଣାଭାବ ରଖିଛନ୍ତି ଆନ୍ନାମଲାଇ: ସେନ୍ଥଲ ବାଲାଜୀଙ୍କ ସ୍ତ୍ରୀଙ୍କ ଅଭିଯୋଗ…

ଚେନ୍ନାଇ,୨୬।୬ : ତାମିଲନାଡୁର ଗିରଫ ହୋଇଥିବା ମନ୍ତ୍ରୀ ଭି ସେନ୍ଥିଲ ବାଲାଜୀଙ୍କ ସ୍ତ୍ରୀ ମାଡ୍ରାସ ହାଇକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି। ସେ ଅଭିଯୋଗ କରିଛନ୍ତି...

ପଦ୍ମ ପାଇଲେ ୧୧ ଓଡ଼ିଆ

ନୂଆଦିଲ୍ଲୀ, ୯ା୧୧: ୨୦୨୦ ଓ ୨୦୨୧ ବର୍ଷ ପାଇଁ ଭାରତର ୧୪୫ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ମିଳିଛି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର...

ଜେପିସି ଗଠନକୁ ବିରୋଧ କଲେ ଶରଦ ପାଓ୍ବାର…

ନୂଆଦିଲ୍ଲୀ,୮।୪ : ଆଦାନୀ ପ୍ରସଙ୍ଗରେ ଜେପିସି ଗଠନ କରାଯାଇ ଯାଞ୍ଚର ଦାବିକୁ ଏନସିପି ମୁଖ୍ୟ ଶରଦ ପାୱାର ଭୁଲ ବୋଲି କହିଥିଲେ। ଶନିବାର ଦିଲ୍ଲୀରେ ଖବରଦାତାଙ୍କୁ...

Advertisement
Archives

Model This Week