ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍‌ ଛକରେ ଟ୍ରାଫିକ୍‌ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଯାଞ୍ଚ କରିଥିଲେ। ନିୟମ ଉଲ୍ଲଂଘନ କରିଥିବା ଅପରାଧରେ ୭୫ଜଣ ଗାଡ଼ିର ଡ୍ରାଇଭରଙ୍କଠାରୁ ୭୫ହଜାର ଟଙ୍କା ଆଦାୟ କରାଯାଇଛି। ସେହିପରି ୨ଜଣ ମଦ ପିଇ ଗାଡ଼ି ଚଳାଉଥିବାରୁ ତାଙ୍କୁ ଗିରଫ କରାଯାଇ ସହଦେବଖୁଣ୍ଟା ମଡ଼େଲ ଥାନା ଏବଂ ସଦର ଥାନାରେ ଅଟକ ରଖାଯାଇଛି। ଏହି ଚଢ଼ାଉରେ ହାବିଲଦାର ଫେଡ୍ରିକ୍‌ ଏକ୍କା, କନଷ୍ଟେବଳ ଦେବାଶିଷ ଜେନା, କାଞ୍ଚନ ବିଶ୍ୱାଳ, ଜୟନ୍ତୀ ମଙ୍ଗଳ, ରନତ୍ାକର ଦାସ, ଜ୍ଞାନରଞ୍ଜନ ଜେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ସକିଲ, ଫୋନ୍‌ରେ ମାଗୁଛନ୍ତି ଦାଦାବଟି

କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ...

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ...

କୁଇଣ୍ଟାଲ ପ୍ରତି ୬୦ଟଙ୍କା କ୍ଷତି ସହୁଛି ଚାଷୀ

ଭବାନୀପାଟଣା,୭।୧(ସ୍ବ.ପ୍ର.): ବର୍ତ୍ତମାନ ଚାଷୀଙ୍କୁ ଘାରିଛି ମଣ୍ଡି ସମସ୍ୟା। କେତେବେଳେ କଟନି ଛଟନି ତ କେତେବେଳେ ଟୋକନ ସମସ୍ୟା। ମଣ୍ଡିରେ ଚାଷୀଙ୍କୁ ଶୋଷଣ କରିବା ପାଇଁ ପ୍ରଶାସନ...

ଖୋଲାରେ ପଡ଼ିଛି ରଥ କାଠ

ନିରାକାରପୁର,୧୮ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ପୀଠରେ ପ୍ରତିବର୍ଷ ଅଶୋକାଷ୍ଟମୀରେ ବିଜୟା ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି...

ଗୀତ ଗାଇ ସଚେତନ କରାଇଲେ ବିଡିଓ

ଖଇରା, ୧୫।୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ କାର୍ଯ୍ୟରତ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରି ଚର୍ଚ୍ଚାକୁ ଆସିଛନ୍ତି।...

ଛତିଶା ନିଯୋଗ ବୈଠକ ଆରମ୍ଭ: କାର୍ତ୍ତିକ ମାସର ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ ଅଫିସ,୪।୧୦: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ଜବରଦଖଲ ଉଚ୍ଛେଦ ପରେ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ଟାଉନ କଂଗ୍ରେସ ପକ୍ଷରୁ ଭୂମିହୀନ, ବାସହୀନ ଲୋକଙ୍କୁ ବିନାମୂଲ୍ୟରେ ଜମି ଯୋଗାଇ ଦେବା ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି ବିକ୍ଷୋଭ...

ଗୋଷ୍ଠୀ ସଂକ୍ରମଣ ଭୟ: ଗଞ୍ଜାମ ମିନି ଷ୍ଟାଡିୟମରେ ଖୋଲିବ ମାଛ, ମାଂସ ଦୋକାନ

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏ ନେଇ ପ୍ରଶାସନର ଚିନ୍ତାବଢ଼ୁଛି । କରୋନା ସମ୍ପର୍କିତ ଏକ ବୈଠକ ମଙ୍ଗଳବାର...

Advertisement
Archives

Model This Week