ସହରାଞ୍ଚଳ ଗରିବଙ୍କୁ ମିଳିବ ଉନ୍ନତ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସହରାଞ୍ଚଳ ସ୍ବାସ୍ଥ୍ୟ ବ୍ୟବସ୍ଥା ସଂକ୍ରାନ୍ତରେ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଯୋଗଦେଇ କୈଶୋର ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ସହିତ ଲୋକଙ୍କ ଚାହିଦାକୁ ଦେଖି ଗୋଷ୍ଠୀ ସ୍ତରରେ ଅଧିକ ସଚେତନ ଆବଶ୍ୟକ ବୋଲି ମତବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ମାତୃ ଓ ଶିଶୁ ମୃତ୍ୟୁହାର, ଆନୁଷ୍ଠାନିକ ପ୍ରସବ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ଘଟିଥିଲେ ମଧ୍ୟ ସହର ଓ ଗ୍ରାମାଞ୍ଚଳ ମଧ୍ୟରେ ପାର୍ଥକ୍ୟ ରହୁଛି। ବର୍ତ୍ତମାନ ସ୍ଥିତିକୁ ଦେଖି ୟୁଏସ୍‌ଏଡ୍‌, ବିଲ୍‌ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ ଏବଂ ଅନ୍ୟ ସଂସ୍ଥା ସହାୟତାରେ ସହରାଞ୍ଚଳର ଗରିବ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରୟାସ ହେବ। ପୁରୀ, ରାଉରକେଲା ଓ ବ୍ରହ୍ମପୁର ସହରର ଗରିବ ଲୋକଙ୍କ କ୍ଷେତ୍ରରେ ଟିସିଆଇଏଚ୍‌ସି ଦ୍ୱାରା ପରିବାର ନିୟନ୍ତ୍ରଣ ଏବଂ ମାତୃ ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରାଯାଉଛି ବୋଲି ପଣ୍ଡିତ ସୂଚନା ଦେଇଛନ୍ତି।
ଜାତୀୟ ସ୍ବାସ୍ଥ୍ୟ ମିଶନ, ଟିସିଆଇଏଚ୍‌ସି, ପିଏସ୍‌ଆଇର ମିଳିତ ସହଯୋଗରେ ଆୟୋଜିତ ଏହି କର୍ମଶାଳାରେ ‘ଟୁଲ କିଟ୍‌ସ’ ଉନ୍ମୋଚିତ ହୋଇଥିଲା। ସହରାଞ୍ଚଳର ଗରିବ ଲୋକେ କିଭଳି ସୁବିଧାରେ ସ୍ବାସ୍ଥ୍ୟସେବା ପାଇପାରିବେ ସେନେଇ ଆଲୋଚନା କରାଯାଇଥିଲା। ଏଥିରେ ଏମ୍‌ସିଏସ୍‌ସି ଗ୍ଲୋବାଲ କାର୍ଯ୍ୟକ୍ରମର ଆମେରିକୀୟ ପ୍ରତିନିଧି ପାଟ୍ରିସିଆ, ଏ. ଟେଲର, ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ଏମ୍‌ଡି ମୃଣାଳକାନ୍ତି ଦାଶ, ରାଜ୍ୟ କାର୍ଯ୍ୟକ୍ରମ ପରିଚାଳକ (ସହରାଞ୍ଚଳ) ସୁକାନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାପନ୍ତରିଆ ରାସ୍ତାକୁ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୩୦।୬-ବାଲେଶ୍ୱର ସହରର ବିଭିନ୍ନ ମୁଖ୍ୟ ରାସ୍ତା ସହ ଅନେକ ରାସ୍ତା ନିର୍ମାଣ ଅଧପନ୍ତରିଆ ଅବସ୍ଥାରେ ରହିଛି। ମରାମତି ଓ ନବୀକରଣ ପାଇଁ ରାସ୍ତାକଡ଼ରେ...

ପଶ୍ଚିମ ଓଡ଼ିଶାବାସୀଙ୍କୁ ନିରାଶ କଲେ ମୋଦି

ଭବାନୀପାଟଣା, ୩୧।୫ (ଡି.ଏନ୍‌.ଏ.): ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ବିଜେଡିର ଅସାଧାରଣ ସଫଳତା ଭିତରେ ଭାଜପା ବଞ୍ଚାଇ ରଖିଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାରୁ ଭାଜପାର...

ମୟୂରଭଞ୍ଜ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର,୨।୨(ବ୍ୟୁରୋ)-  ମୟୂରଭଞ୍ଜ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ‘ମୟୂରଭଞ୍ଜ ଉତ୍ସବ-୨୦୨୦’ର ଶନିବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ଅବସରରେ ଛାଉଣି ଛଉନୃତ୍ୟ ପ୍ରତିଷ୍ଠାନର...

ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର...

ପ୍ରତିଶ୍ରୁତି ମିଳୁଛି, ଦାବି ପୂରଣ ହେଉନି

ଭୁବନେଶ୍ୱର,୨୦।୩(ବ୍ୟୁରୋ):ଓଡିଶାରେ ଦୀର୍ଘଦିନ ଧରି ପ୍ରଚଳିତ ହୋଇଆସୁଥିବା ସମସ୍ତ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତଥାପି ରାଜ୍ୟର ବିଭିନ୍ନ ସରକାରୀ ଦପ୍ତରରେ...

ଗୁଜବଠାରୁ ଦୂରେଇ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ମଦ୍ୟପାନ କୋଭିଡ୍‌-୧୯ ସଂକ୍ରମଣ ରୋକିପାରିବନି। କରୋନାରୁ ବଞ୍ଚତ୍ବା ପାଇଁ ମଦ୍ୟପାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଶରୀରର ପ୍ରତିରୋଧକାରୀ ଶକ୍ତି...

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ...

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର...

Advertisement
Archives

Model This Week