ସହରାଞ୍ଚଳ ବିଶୋଧନ ଆରମ୍ଭ କଲା ଗୁଣପୁର ପ୍ରଶାସନ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁର ପୌର ପରିଷଦ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ମିଳିତ ଭାବେ ସହରର ବିଭିନ୍ନ ସ୍ଥାନରେ ବିଶୋଧନ କରାଯାଇଛି। ମେଡିକାଲ, ପୁରୁଣା ବସଷ୍ଟାଣ୍ଡ ଏବଂ ମାଛ ବଜାର ଅଞ୍ଚଳରେ ବିଶୋଧନ ହୋଇଛି। ପୌର ପରିଷଦର ନିର୍ବାହୀ ଅଧିକାରୀ ଉମା ପ୍ରସାଦ ଦାସଙ୍କ ନେତୃତ୍ଵରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?