ସହାୟତା ଦାବି କଲେ ଘରୋଇ ଗାଡି ଚାଳକ

ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍‌ଡାଉନର ପ୍ରଭାବ ଘରୋଇ ବସ୍‌, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ ସେମାନଙ୍କ ରୋଜଗାର ବନ୍ଦ ହୋଇଯାଇଛି । ତେଣୁ ସେମାନେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି । ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଓଡିଶା ମୋଟର ଚାଳକ ସଂଘ ସମ୍ବଲପୁର ଶାଖା ପକ୍ଷରୁ ଦାବି କରାଯାଇଛି ।
ସମ୍ବଲପୁର ଜିଲାରେ ପ୍ରାୟ ୨୫ ହଜାରରୁ ଊର୍ଦ୍ଧ୍ୱ ଡାଇଭର ଅଛନ୍ତି । ଲକ୍‌ ଡାଉନ କଟକଣା ଯୋଗୁ ସେମାନେ ହାତବାନ୍ଧି ବସିଛନ୍ତି। ପରିବାର ପାଇଁ ଦୁଇ ଓଳି ଖାଦ୍ୟ ଯୋଗାଡ କରିବା ସେମାନଙ୍କ ପାଇଁ କାଠିକର ପାଠ ହୋଇଛି। ଆର୍ଥତ୍କ ସହାୟତା ପ୍ରଦାନ ନ କଲେ ସେମାନଙ୍କ ପିଲାଛୁଆ ଭୋକ ଉପାସରେ ମରିଯିବେ । ଅନ୍ୟ ରାଜ୍ୟରେ ଘରୋଇ ଡ୍ରାଇଭରମାନଙ୍କୁ ସରକାର ୫ ହଜାର ଟଙ୍କା ଆର୍ଥତ୍କ ସହାୟତା ଦେଇଛନ୍ତି । ଏହାକୁ ଓଡ଼ିଶା ସରକାର ଗ୍ରହଣ କରନ୍ତୁ ବୋଲି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ସଂଘର ସଭାପତି ସୁବ୍ରତ ପାଣିଗ୍ରାହୀ, ସାଧାରଣ ସମ୍ପାଦକ ଅନିରୁଦ୍ଧ ପ୍ରଧାନଙ୍କ ସମେତ ଏକ ପ୍ରତିନିଧି ଦଳ ଏ ସଂକ୍ରାନ୍ତରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେହିପରି ଭାଜପା ସମଲେଶ୍ୱରୀ ମଣ୍ଡଳ ଓ ମହାନଦୀ ମଣ୍ଡଳ ମଧ୍ୟ ଅଟୋ ରିକ୍ସା ଚାଳକ ଓ ଘରୋଇ ଡ୍ରାଇଭରମାନଙ୍କୁ ସହାୟତା ଦେବାକୁ ଦାବି କରିଛି। ସୁଶାନ୍ତ ପୁରୋହିତ, ଶମ୍ଭୁ ବରେଲିଆ, ଦଧିବାବନ ପଣ୍ଡା, ସୁନିଲ ମହାରଣା ପ୍ରମୁଖଙ୍କ ଏହି ଦାବିପତ୍ରରେ ସ୍ବାକ୍ଷର କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା...

ବୈପାରିଗୁଡା ବ୍ଲକରେ ହେବ ମଡେଲ ଜଳ ବିଭାଜିକା ପ୍ରକଳ୍ପ

କୋରାପୁଟ,୨୪।୪(ସ୍ବ.ପ୍ର.): ଭାରତୀୟ ମୃତ୍ତିକା ଓ ଜଳ ସଂରକ୍ଷଣ ସଂସ୍ଥାନ (ଆଇସିଏଆର)ର ଜ୍ଞାନ କୌଶଳ ସହାୟତାରେ କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ଜି. ମାଳିଗୁଡାଠାରେ ମଡେଲ ଜଳ ବିଭାଜିକା...

ଚୌଦ୍ୱାର ଜେଲରେ ରହି ଦାଦାବଟି ଆଦାୟ: ୪ ଗିରଫ

କଟକ ଅଫିସ, ୨୬।୧: ଚୌଦ୍ୱାର ଜେଲରେ ଥାଇ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି। ସେମାନେ...

ଚାଷ ଜମିକୁ ମିଳୁନି ସମଲ ପାଣି: ବ୍ୟାରେଜ ଉପରୁ ଆତ୍ମହତ୍ୟା ଚେତାବନୀ

କଣିହାଁ,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ସମଲ ବ୍ୟାରେଜରୁ ଜମିକୁ ପାଣି ମିଳୁ ନ ଥିବା ପ୍ରତିବାଦରେ କଂଗ୍ରେସ ଯୁବନେତା ତଥା ପୂର୍ବତନ ସମିତି ସଭ୍ୟ ସୁଶାନ୍ତ...

ଖୋର୍ଦ୍ଧା ଏସ୍‌ପିଙ୍କୁ କରୋନା

ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ...

ଠିକା କାମ, ରାଜନୈତିକ ଶତ୍ରୁତା ମୁଖ୍ୟ କାରଣ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.): ଖଲ୍ଲିକୋଟ ଥାନା ରାଇପଡା ରାସ୍ତାରେ ଭିକାପଡା ଗ୍ରାମର ଅଘରି ନାହାକ ଓରଫ ହଟିଆ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଭିକାପଡାର ସୁରଜ ଦଳେଇ ଓରଫ ବାବୁ...

ବାଲିଲୋକନାଥ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନାଥପୁର ଗ୍ରାମ ସ୍ଥିତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ବାଲିଲୋକନାଥ ମନ୍ଦିରରେ ସୋମବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ...

ତରବରିଆ ପଦକ୍ଷେପ ସମସ୍ୟାକୁ କରିଛି ଜଟିଳ

ଯୋଡ଼ା, ୧୧।୧୦(ଡି.ଏନ.ଏ.)- ଯୋଡା ଅଞ୍ଚଳର ପ୍ରଦୂଷଣ ସମସ୍ୟା ବୃଦ୍ଧି ନେଇ ସ୍ଥାନୀୟ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନିକଟରେ ଉଁଚ୍ଚବାଲୀ ଗ୍ରାମବାସୀଙ୍କ ପକ୍ଷରୁ ଖାଲଖମାରେ ଭର୍ତ୍ତି...

Advertisement
Archives

Model This Week