ସହାୟତା ଦେଲା ବରିଷ୍ଠ ନାଗରିକ ମଞ୍ଚ

ବାଲିଆପାଳ, ୨୦।୪(ସ୍ବ.ପ୍ର)-କରୋନା ମୁକାବିଲା ପାଇଁ ଲଙ୍ଗଳେଶ୍ୱର ଉତ୍କଳମଣି ବରିଷ୍ଠ ନାଗରିକ ମଞ୍ଚ ଲଙ୍ଗଳେଶ୍ୱର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ପରିଷଦର ଉପସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପୁରୁଷୋତ୍ତମ ସାହୁ, ସହସମ୍ପାଦକ ବିନୋଦ କୁମାର ଦାସ, ପୂର୍ଣ୍ଣଚନ୍ଦ୍ର ପାତ୍ର, ବଂଶୀଧର ନାୟକ ପ୍ରମୁଖ ବାଲିଅପାଳ ତହସିଲଦାର ଦୀପକ କୁମାର ଦାସଙ୍କୁ ଭେଟି ଚେକ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି।...

୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୭।୩- କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ଟିମ୍‌ ଶୁକ୍ରବାର ବାଲେଶ୍ୱର ସହରର ଅରଡ ବଜାରରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିବା...

ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା

କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ...

ମିଶନରେ କେନ୍ଦୁଝର ବୈଜ୍ଞାନିକ ଅଟଳକୃଷ୍ଣ

କେନ୍ଦୁଝର, ୨୧ା୮(ସ୍ବ.ପ୍ର.)-ଚନ୍ଦ୍ରାୟନ-୨ରେ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳକୃଷ୍ଣ ଖଟୁଆଙ୍କ ଉଦ୍ୟମ ଏବେ ରାଜ୍ୟ ପାଇଁ ଗୌରବ ଆଣିଛି। ଅଟଳକୃଷ୍ଣ ଇସ୍ରୋର ରିଲାଇବିଲିଟି ବିଭାଗରେ ଦୀର୍ଘ...

ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ

ଦିଗପହଣ୍ଡି,୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଜଙ୍ଘମା ଗ୍ରାମର ରବିନ୍ଦ୍ର ବେହେରାଙ୍କୁ ବୁଧବାର ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ...

ଅଟୋ ଓଲଟି ଜଣେ ମୃତ, ଦୁଇ ଗୁରୁତର

ରାୟଗଡ଼ା,୨୮।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କୁମ୍ଭିକୋଟା ଫାଣ୍ଡି ଅନ୍ତର୍ଗତ ତଳସାଙ୍କେଶ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋ ଓଲଟି ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହ ଆଉ...

୨ବର୍ଷ ପରେ ମାଲିକଙ୍କୁ ଚିହ୍ନିଲା କୁକୁର

କେନ୍ଦୁଝର, ୧୧ା୪ (ସ୍ବ.ପ୍ର.): କରୋନା ପାଇଁ ଶନିବାର କେନ୍ଦୁଝର କଲେଜ ରୋଡରେ ଲୋକଙ୍କ ଚଳପ୍ରଚଳ କମ୍‌ ଥାଏ। ଏହି ସମୟରେ ହଠାତ୍‌ ଏକ କୁକୁର ସ୍କୁଟିରେ...

ଝାଡା ବାନ୍ତିରେ ୨ ଆକ୍ରାନ୍ତ

ପାପଡାହାଣ୍ଡି,୩୧।୧(ଡି.ଏନ୍‌.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡା ପଞ୍ଚାୟତ କାଳିଆଗୁଡା ଗ୍ରାମରେ ଝାଡାବାନ୍ତି ଦେଖାଦେଇଛି । ଏଥିରେ ଗ୍ରାମର ଗୋଟିଏ ପରିବାରର ୨ ଜଣ ଆକ୍ରାନ୍ତ...

Advertisement
Archives

Model This Week